ଆଶା ଅସୁମାରି.. ଓଡ଼ିଶୀ ନୃତ୍ୟଶିଳ୍ପୀ ଶୁଚିସ୍ମିତା
କେନ୍ଦୁଝର, ୧୧ା୯(ଡି.ଏନ.ଏ.)-ଓଡିଶୀ ନୃତ୍ୟର ଛନ୍ଦ, ଭଙ୍ଗିମା ଓ ଲାଳିତ୍ୟ ନିଆରା। ନିଷ୍ଠା ଓ ସାଧନା ଦ୍ୱାରା ଏହି ନୃତ୍ୟକଳାରେ ପାରଦର୍ଶିତା ଲାଭ କରିବା ସମ୍ଭବ। ଏକଥାକୁ ଧ୍ୟାନରେ ରଖି ସୁଚିସ୍ମିତା ପାଠପଢା ସହିତ ନିୟମିତ ନୃତ୍ୟ ସାଧନା ଜାରି ରଖିଛନ୍ତି। ପାଠପଢା…
ସରକାରୀ ନିର୍ଦ୍ଦେଶକୁ ବେଖାାତିର: ସ୍କୁଲ ବ୍ୟାଗ୍ର ଓଜନ କମିଲାନି
ବଡବିଲ, ୧୧।୯(ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବ୍ୟାଗର ଓଜନ କମାଇବାକୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ ହେଉ ନ ଥିବା ଅଭିଯୋଗ ହୋଇଛି। ଖାସକରି କେନ୍ଦୁଝର ଜିଲା ଯୋଡା-ବଡବିଲ ଅଞ୍ଚଳରେ ଥିବା ଘରୋଇ ସ୍କୁଲ ଗୁଡିକ ଏହି…
ସାଧନା ଓ ଆତ୍ମବିଶ୍ୱାସ ଆଣିଦିଏ ସଫଳତା
ବନ୍ତ,୧୧।୯ (ସ୍ବ.ପ୍ର.)-ପିଲାଦିନୁ ଅଭିନୟ କଳା ପ୍ରତି ଥିବା ରୁଚି ତାଙ୍କୁ ଲକ୍ଷ୍ୟପଥରେ ଆଗେଇ ନେଇ ଚାଲିଛି। ପ୍ରଥମେ ରଙ୍ଗମଞ୍ଚରେ ଅଭିନୟ ଓ ନୃତ୍ୟ ପରିବେଷଣ କରି ନିଜର ଏକ ପରିଚୟ ସୃଷ୍ଟି କରିଥିଲେ। ପରେ ୨୦୧୮ରେ ମାଡ୍ରାସ ଇନ୍ଷ୍ଟିଚ୍ୟୁଟରେ ଅଭିନୟରେ ଡିପ୍ଲୋମା…
ଗ୍ରାମୀଣ ହସ୍ତକଳାର ପୁନରୁଦ୍ଧାର ସମ୍ଭବ
ବନ୍ତ,୧୧।୯(ଡି.ଏନ୍.ଏ.)-ଗ୍ରାମୀଣ ତଥା ପାରମ୍ପରିକ ହସ୍ତକଳାର ପୁନରୁଦ୍ଧାର ଲାଗି ପ୍ରୟାସ ଚଳାଇ କଳା ଶିକ୍ଷକ ପଦ୍ମନାଭ ସେଠୀ ଚର୍ଚ୍ଚାକୁ ଆସିଛନ୍ତି । ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ବିଟିପୁର ଅଞ୍ଚଳରେ ତାଙ୍କ ଘର। ପୁରୁଷଣ୍ଢ ନୋଡାଲ ଉପ୍ରା ବିଦ୍ୟାଳୟରେ ଗତ ୨୦୧୩…
ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
ଖୁଣ୍ଟା,୧୧ା୯(ଡି.ଏନ୍.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ଏକ ମାସ…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ବେଖାତିର: ବାଇକ୍ ଚାଳକଙ୍କୁ ଜରିମାନା ୧୮,୫୦୦ ଟଙ୍କା
ବେତନଟୀ,୧୧ା୯(ଡି.ଏନ୍.ଏ.)- ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ମାତ୍ର ଏହି ଘୋଷଣାର ଦିନକ ପରେ ଜଣେ ବାଇକ ଚାଳକଙ୍କ ଉପରେ ୧୮ହଜାର ୫ଶହ ଟଙ୍କାର ଜରିମାନା ଧାର୍ଯ୍ୟ କରାଯାଇଥିବା…
ପଲ୍ୟୁସନ ଟେଷ୍ଟିଂ ଗାଡ଼ିିକୁ ହଟାଇଲେ ଲୋକେ
ବାରିପଦା ଅଫିସ,୧୧ା୯- ନୂତନ ମୋଟରଯାନ ଆଇନରେ ପରିବର୍ତ୍ତନ ହେବା ପରେ ଜରିମାନା ଭୟରେ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ରାଜ୍ୟ ସରକାର ଲୋକଙ୍କ ଦାବିକୁ ଗୁରୁତ୍ୱ ଦେଇ ଜରିମାନା ଆଦାୟକୁ ୩ ମାସ ପାଇଁ କୋହଳ କରିଛନ୍ତିି। ତଥାପିି…
ଥମୁନି ହାତୀ ଉପଦ୍ରବ
ଔପଦା, ୧୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଓ ଭରଡ଼ାବାଟି ଗ୍ରାମରେ ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଫଳରେ ଚାଷୀମାନେ ଅସନ୍ତୁଷ୍ଟ ହୋଇ ଚାଷ ଛାଡିଦେବେ ବୋଲି ଚେତାବନୀ ଦେଇଛନ୍ତି। କୁଲଡ଼ିହା ହାତୀ ଅଭୟାରଣ୍ୟ ସଂଲଗ୍ନ ପାହାଡ଼ିତଳି…
ମୁହାଣ ଅବରୋଧ:ଜୀବିକା ହରାଉଛନ୍ତି ମତ୍ସ୍ୟଜୀବୀ
ବାଲିଆପାଳ, ୧୧ା୯(ଡି.ଏନ.ଏ.)-କୌଣସି ନଦୀର ମୁହାଣକୁ ଅବରୋଧ କରାଯାଇପାରିବ ନାହିଁ। ଏହା ଆଇନତଃ ଦଣ୍ଡନୀୟ କାର୍ଯ୍ୟ। ଏପରି କି ମୁହାଣରେ ଜାଲ ବସାଇ ଜାଆଁଳ ଧରିବାକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ହେଲେ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖାର ହଂସକରା, ବାହାବଳପୁର ମୁହାଣକୁ ବେଆଇନ ଭାବେ…
‘ଦେଶପ୍ରେମର ଅଲିଭା ଦୀପ ବାଘାଯତୀନ’
ବାଲେଶ୍ୱର ଅଫିସ,୧୧।୯-ଭାରତକୁ ସ୍ବାଧୀନତା ମିଳିବାରେ ଅହିଂସା ଆନ୍ଦୋଳନ ସହିତ ସଶସ୍ତ୍ର ଆନ୍ଦୋଳନର ଭୂମିକା କିଛି କମ୍ ନ ଥିଲା। ଏଥିପାଇଁ ମାତୃଭୂମିର ବହୁ ବୀରପୁତ୍ର ପ୍ରାଣବଳି ଦେଇଛନ୍ତି। ବିପ୍ଲବୀ, କ୍ରାନ୍ତିବୀର ବାଘାଯତୀନ ସେହିଭଳି ଦେଶପ୍ରେମର ଏକ ଅଲିଭା ଦୀପ। ନେତାଜୀଙ୍କ ଭଳି…
ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍ପି, ବିଧାୟିକା, ସିନେତାରକା
ରସୁଲପୁର,୧୧।୯(ଡି.ଏନ୍.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ ଫେରି ଅନ୍ୟ ଝିଅଙ୍କ ସହ ମିଶି ରବିବାର ଖୁଦୁରୁକୁଣୀ ଓଷା ପାଳନ କରିଥିଲେ।…
ଆନ୍ଦୋଳନକୁ ଓହ୍ଲାଇବ ପଞ୍ଚାୟତ କର୍ମଚାରୀ ସଙ୍ଘ
ଯାଜପୁର ରୋଡ,୧୧-୯(ନି.ପ୍ର.)- ଓଡ଼ିଶା ଗ୍ରାମ ପଞ୍ଚାୟତ କର୍ମଚାରୀ ସଙ୍ଘର ଯାଜପୁର ଜିଲା ଶାଖାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲା ସଭାପତି ବଳରାମ ଚୁହାଣଙ୍କ ସଭାପତିତ୍ୱରେ ପାଣିକୋଇଲି ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ପଞ୍ଚାୟତରେ କାର୍ଯ୍ୟରତ, ପିଅନ, ରାତ୍ରୀ ଜଗୁଆଳୀ ଓ…
Archives


