ପୂଜାରେ ଅପରାହ୍ନ ୨ଟା ପରେ ମୋ’ବସ୍ ସେବା ବନ୍ଦ
ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦୁର୍ଗାପୂଜା ପାଇଁ ଭୁବନେଶ୍ୱର, କଟକ ଏବଂ ଖୋର୍ଦ୍ଧା ଉତ୍ସବ ମୁଖର ହୋଇ ଉଠିଛି। ସନ୍ଧ୍ୟାରେ ଭିଡ଼ ଅଧିକ ପରିଲକ୍ଷିତ ହେବା ସହ ଯାତାୟତରେ ସମସ୍ୟା ଦେଖାଦେବ। ଏଥିପାଇଁ କ୍ୟାପିଟାଲ ରିଜିଅନ୍ ଟ୍ରାନ୍ସପୋର୍ଟ ଲିମିଟେଡ (କ୍ରୁଟ) ଦ୍ୱାରା ପରିଚାଳିତ ମୋ…
ବାଲାକୋଟ ଏୟାର୍ଷ୍ଟ୍ରାଇକ୍ର ଭିଡିଓ ଜାରିକଲା ଆଇଏଏଫ୍: ‘ନିଜ ହେଲିକପ୍ଟର ଖସାଇବା ବଡ଼ ଭୁଲ୍’
ନୂଆଦିଲ୍ଲୀ, ୫ା୧୦(ପି.ଟି.): ଭାରତୀୟ ବାୟୁସେନା ପକ୍ଷରୁ କଶ୍ମୀରର ବଡ଼ଗାମ୍ଠାରେ ଗତ ଫେବୃୟାରୀ ୨୭ରେ ଏହାର ଏକ ଏମ୍ଆଇ-୧୭ ହେଲିକପ୍ଟରକୁ କ୍ଷେପଣାସ୍ତ୍ର ମାଡ଼କରି ଖସାଇ ଦିଆଯାଇଥିଲା। ବାୟୁସେନା ହେଲିକପ୍ଟରରେ ଥିବା ୬ ଯବାନଙ୍କ ସହ ୭ ନିହତ ହୋଇଥିଲେ। ଏହା ଏକ ବଡ଼…
ହାଉସ୍ଫୁଲ୍-୪
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୫ରେ ରିଲିଜ ହେବ ହିନ୍ଦୀ କମେଡି ଫିଲ୍ମ ‘ହାଉସ୍ଫୁଲ୍ ୪’। ‘ହାଉସଫୁଲ୍’ ସିରିଜର ଏହି ବହୁ ପ୍ରତୀକ୍ଷିତ ଫିଲ୍ମ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଭାଗ ପରେ କିଛି ନୂଆ ଓ ଭିନ୍ନ କନ୍ସେପ୍ଟ ନେଇ ପରଦାକୁ…
ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକଙ୍କ ଅସଦାଚରଣ
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଗୁରୁ-ଶିଷ୍ୟ ଭଳି ପବିତ୍ର ସମ୍ପର୍କରେ ପୁଣି ଲାଗିଛି କଳଙ୍କର ଛିଟା। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଟ୍ୟୁଶନ ଶିକ୍ଷକ ତାଙ୍କ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଛାତ୍ରୀଙ୍କ ନିକଟରୁ ଏ ସମ୍ପର୍କରେ ପରିବାର ଲୋକେ ଜାଣି ଶୁକ୍ରବାର ଥାନାରେ ଅଭିଯୋଗ କରିଛନ୍ତି।…
ନନ୍ଦନକାନନରେ ମାଈ ଜଳହସ୍ତୀ ମୃତ
ବାରଙ୍ଗ,୫ା୧୦(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଦିନକୁ ଦିନ ବନ୍ୟପ୍ରାଣୀ ସଂଖ୍ୟା କମିବାରେ ଲାଗିଛି। ଗତ ମାସରେ ୪ଟି ହାତୀର ମୃତ୍ୟୁକୁ ନେଇ କର୍ତ୍ତୃପକ୍ଷ ନାନା ଆଶଙ୍କାରେ ଥିବାବେଳେ ଶୁକ୍ରବାର ସକାଳେ ଏକ ମାଈ ଜଳହସ୍ତୀର ମୃତ୍ୟୁ ଘଟିଛି। ଏନକ୍ଲୋଜର ନଂ ୬୨ରେ…
ଖିମ୍ଜୀ ପ୍ରସ୍ତୁତକଲା ଭୁବନେଶ୍ୱରର ପ୍ରଥମ ସୁନାମୁକୁଟ
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜା ଅବସରରେ ଓଡ଼ିଶାର ପ୍ରମୁଖ ଜୁଏଲେରି ଚେନ୍ ‘ଖିମ୍ଜୀ ଜୁଏଲର୍ସ’ ଦ୍ୱାରା ଭୁବନେଶ୍ୱରର ପ୍ରଥମ ସୁନା ମୁକୁଟ (ସଲିଡ୍ ଗୋଲ୍ଡ) ପ୍ରସ୍ତୁତ କରାଯାଇଛି। ରାଜଧାନୀର ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ବରାଦ ଦିଆଯାଇଥିବା ଏହି ମୁକୁଟକୁ ଖିମ୍ଜୀର ୬ଜଣ…
‘ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ’
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସାମାଜିକ ବ୍ୟବସ୍ଥାରେ ଗଣମାଧ୍ୟମର ସ୍ବତନ୍ତ୍ର ଭୂମିକା ରହିଛି। ସାମ୍ପ୍ରତିକ ପରିସ୍ଥିତିରେ ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ ରହିଛି। କେତେକ କ୍ଷେତ୍ରରେ ସ୍ବାଧୀନ ମତକୁ ସହନଶୀଳତାର ସହ ନିଆଯାଉନାହିଁ। ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ୱ କରନ୍ ଥାପ୍ପର ଖବରକାଗଜ ‘ସମ୍ବାଦ’ର ୩୫ତମ ଜନ୍ମବାର୍ଷିକୀ…
ସ୍ପେଶାଲ ଡ୍ରାଇଭରେ ଦିଆଗଲାଣି ୭୭.୯୬ କୋଟି ଋଣ
ଛତ୍ରପୁର,୫ା୧୦(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ ଖେଳପଡିଆରେ ଗଞ୍ଜାମ ଜିଲାର ସମସ୍ତ ବ୍ୟାଙ୍କକୁ ନେଇ ଚାଲିଥିବା ଗ୍ରାହକ ସମ୍ପର୍କ, ଋଣ ବଣ୍ଟନ ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି ା ଉଦ୍ଯାପନ କାର୍ଯ୍ୟକ୍ରମରେ ଡିଆରଡିଏ ଏପିଡି ରବି ନାରାୟଣ ତ୍ରିପାଠୀ ଯୋଗଦେଇ ଏପରି ମେଳା…
ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍
ନିଆଳି,୫ା୧୦(ଡି.ଏନ୍.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟେରାମାନେ ଫେରାର ହେଉଥିବା ବେଳେ ଜଣେ ଲୁଟେରାଙ୍କୁ ଦୁଇ କର୍ମଚାରୀ କାବୁ…
କାଳରାତ୍ରି ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା
ନିରାକାରପୁର,୫।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶୁକ୍ରବାର ପାର୍ବଣର ସପ୍ତମୀ ତିଥିରେ ମା’ ଉଗ୍ରତାରା କାଳରାତ୍ରି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ମା’ଙ୍କର ଏହି ବେଶ ଦେଖିବାକୁ…
ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ
ନୟାଗଡ଼ ଅଫିସ,୫ା୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ୨ୟ ମହଲା ସାଧାରଣ ଓ ବିବିଧ ଉପବିଭାଗ (ଜେନେରାଲ ଆଣ୍ଡ ମିସ୍ ସେକ୍ସନ)ରେ ଶୁକ୍ରବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାର୍ଯ୍ୟାଳୟର ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ…
ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ
ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ମ୍ୟାଚରେ ବାଙ୍କୀର ବ୍ରହ୍ମପୁରା କ୍ରିକେଟ କ୍ଲବ ୧୮ ରନରେ…
Archives


