ଓଏମ୍ସି ଦୈତାରି ଲୌହ, ମାଙ୍ଗାନିଜ ଖଣି ଜନଶୁଣାଣି: ସମର୍ଥନ ପାଇଁ ସର୍ତ୍ତ ରଖିଲେ ଅଞ୍ଚଳବାସୀ
କାଳିଆପାଣି,୫ା୧୦(ଡି.ଏନ୍.ଏ.): ଓଡ଼ିଶା ଖଣି ନିଗମ(ଓଏମ୍ସି) ପରିଚାଳିତ ଦୈତାରୀିଲୌହ ଓ ମାଙ୍ଗାନିଜ ଖଣିର ବାର୍ଷିକ ୩ ଲକ୍ଷ ଟନ୍ରୁ ୬ ଲକ୍ଷ ଟନ୍ କ୍ରୋମାଇଟ ଉତ୍ପାଦନ ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଜନଶୁଣାଣି ହୋଇଛି। ପରିବେଶ ମଞ୍ଜୁରୀ ନିମନ୍ତେ କରାଯାଇଥିବା ଜନଶୁଣାଣିରେ ବିଭନ୍ନ ସର୍ତ୍ତ…
ଏସ୍ଏଚ୍ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ:ଧର୍ମେନ୍ଦ୍ର
ଭୁବନେଶ୍ୱର,୫-୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍ଏଚ୍ଜିଗୁଡିକୁ ଏହାର…
ଦାନଗଦୀ ବ୍ଲକରେ ନବମ ପଞ୍ଚାୟତ ସମିତି ବୈଠକ
କଳିଙ୍ଗନଗର,୫ା୧୦(ଡି.ଏନ୍.ଏ.): ଦାନଗଦୀ ବ୍ଲକ ସଭାଗୃହଠାରେ ଶୁକ୍ରବାର ନବମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁର ଏମ୍ପି ଶର୍ମିଷ୍ଠା ସେଠୀ, ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ, ତହସିଲଦାର ବୁଲବୁଲ ବେହେରା,…
୧୧ରୁ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍ ଫେୟାର
ଭୁବନେଶ୍ୱର,୫-୧୦: ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍ ଫେୟାର ଚଳିତ ମାସ ୧୧ରୁ ୨୧ ଯାଏ ସ୍ଥାନୀୟ ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ୨୫ ରାଜ୍ୟ ଏବଂ ୧୦ ଦେଶର ବ୍ୟବସାୟୀମାନେ ଏଠାରେ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ ଏବଂ ବିକ୍ରି କରିବେ। ଗୁପ୍ତା ଇଭେଣ୍ଟ…
ବାନିଗାଁ ଜଙ୍ଗଲରେ ଛୁଆ ହାତୀ : ଜଗି ରହିଛନ୍ତି ବନ ବିଭାଗ କର୍ମଚାରୀ
ଲାଞ୍ଜିଗଡ,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଅନ୍ତର୍ଗତ ବଡବାନିଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ଛୁଆହାତୀକୁ ଠାବ କରିଛି ବନ ବିଭାଗ । ଲାଞ୍ଜିଗଡ ଫରେଷ୍ଟର ଦୁଶଭ ବେସରାଙ୍କ କହିବାନୁଯାୟୀ ଲାଞ୍ଜିଗଡ ଅଞ୍ଚଳ ପୁଟିରିଭଟ୍ଟା, ବାନିଗାଁ, ହୁମାଝୋଲା ଓ ଗୋଇପଟ୍ଟା…
ଏନ୍ବିଏ: ସାକ୍ରାମେଣ୍ଟୋକୁ ହରାଇଲା ଇଣ୍ଡିଆନା
ମୁମ୍ବାଇ,୫।୧୦(ପି.ଟି.)- ଆମେରିକାର ଜଣାଶୁଣା ବାସ୍କେଟବଲ୍ ଲିଗ୍ ଏନ୍ବିଏ ଭାରତରେ ପଦାର୍ପଣ କରିଛି। ଶୁକ୍ରବାର ଏଠାରେ ପ୍ରଥମ ଏନ୍ବିଏ ମ୍ୟାଚ୍ ଅନୁଷ୍ଠିତ ହୋଇଛି। ଏହି ଐତିହାସିକ ମ୍ୟାଚ୍ରେ ଇଣ୍ଡିଆନା ପେସର୍ସ ୧୩୨-୧୩୧ ବ୍ୟବଧାନରେ ସାକ୍ରାମେଣ୍ଟୋ କିଙ୍ଗ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଜବରଦସ୍ତ…
ଅମ୍ଲଦୋଷ ଦୂର କରେ ମହୁମିଶା ପଇଡ ପାଣି
ଶରୀର ପାଇଁ ପଇଡ ପାଣି ବେଶ୍ ଉପକାରୀ। ଏଥିରେ ଭିଟାମିନ୍ ସି’ ଏବଂ ଆଣ୍ଟିଇକ୍ସିଡାଣ୍ଟ୍ ଥାଏ, ଯାହା ରୋଗପ୍ରତିରୋଧକ କ୍ଷମତାକୁ ମଜଭୁତ୍ କରିଥାଏ। ପଇଡ ପାଣିରେ ମହଜୁଦ୍ ପୌଷ୍ଟିକ ତତ୍ତ୍ୱ ଆଜିର ଦୂଷିତ ବାତାବରଣରୁ ରକ୍ଷା କରିଥାଏ। ସଂକ୍ରମିତ ଜୀବାଣୁକୁ ଶରୀର…
୨୨ ବର୍ଷରେ ପନ୍ତ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଶୁକ୍ରବାର ୨୨ ବର୍ଷରେ ପାଦ ଦେଇଛନ୍ତି। ୪ ଅକ୍ଟୋବର ୧୯୯୭ରେ ଜନ୍ମ ହୋଇଥିବା ଏହି ଖେଳାଳି ଏବେ ଭାରତୀୟ ଟେଷ୍ଟ ଦଳରୁ ବାହାରେ ଅଛନ୍ତି। କିନ୍ତୁ ଗତ ଏକବର୍ଷ ହେଲା ତାଙ୍କ…
ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍ ସମୟରେ ମିଳିବ ମହାପ୍ରସାଦ
ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି ଏହାର ପୁନରାବୃତ୍ତି ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ଜିଲା ପ୍ରଶାସନ। ଶ୍ରୀମନ୍ଦିରରେ…
ଦିପାବଳୀ ପୂର୍ବରୁ ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ୩ ସନ୍ଦିଗ୍ଧ ଗିରଫ
ଅମୃତସର,୪।୧୦: ଆସନ୍ତା ଦିବାବଳୀରେ ପଞ୍ଜାବରେ ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିବା କହିଛି ଗୁଇନ୍ଦା ବିଭାଗ। ମିଳିଥିବା ସୂଚନା ମୁତାବକ ପାକିସ୍ତାନରୁ ବାରୁଦ ଓ ବିସ୍ଫୋରଣ ପଞ୍ଜାବ ପହଞ୍ଚିଯାଇଥିବା କୁହାଯାଉଛି। ସେଥିପାଇଁ ଏବେଠାରୁ ସେଠାରେ ସତର୍କ ସୂଚନା ଜାରି କରାଯାଇଛି। ଏହି…
ମହାରାଷ୍ଟ୍ରରେ ମିଳିତ ଭାବେ ଲଢିବେ ଭାଜପା-ଶିବସେନା
ମୁମ୍ବାଇ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ଭାଜପା-ଶିବସେନା ମିଳିତ ଭାବେ ନିର୍ବାଚନ ଲଢିବା କଥା ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଓ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଏହା ଘୋଷଣା…
ଶାହଙ୍କୁ ଭେଟିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୪।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ନୂଆଦିଲ୍ଲୀରେ ସେ ଶାହାଙ୍କୁ ଭେଟିବା ଅବସରରେ ତେଲେଙ୍ଗାରରେ ବାକିଥିବା କିଛି ଉନ୍ନତିକରଣ କାମକୁ ନେଇ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ, ପ୍ର୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ କେନ୍ଦ୍ରରେ…
Archives


