ଏହି ମନ୍ଦିରରେ ତେଲ କି ଘିଅରେ ନୁହେଁ ବରଂ ନଦୀ ପାଣିରେ ଜଳିଥାଏ ଅଖଣ୍ଡ ଦୀପ
ଧର୍ମ ଓ ଆସ୍ଥାରେ ଏଭଳି ଚମତ୍କାରିତା ରହିଛି ଯାହା ଭଗବାନଙ୍କ ଉପରେ ଥିବା ଶ୍ରଦ୍ଧାକୁ ଆହୁରି ବଢ଼ାଇଦେଇଥାଏ। ଭାରତରେ ଦେବୀ ମା’ଙ୍କର ଅନେକ ଚମତ୍କାରୀ ମନ୍ଦିର ରହିଛି। ହେଲେ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ତେଲ କି ଘିଅରେ ନୁହେଁ…
ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ପୁଣି ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୁଣି ଥରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୩ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେମାନେ ହେଲେ ବସନ୍ତ କୁମାର ବେହେରା, ଦିଲ୍ଲୀପ କୁମାର ନାଗ, ଶରତ ଚନ୍ଦ୍ର ପଣ୍ଡା।…
ଘରେ କରନ୍ତୁ ଲେମ୍ବୁରେ ମେନିକିଓର୍
ହାତ ଓ ନଖର ସୌନ୍ଦର୍ଯ୍ୟକୁ ବଢାଇବା ପାଇଁ ଅତିକମ୍ରେ ମାସକୁ ୨ରୁ ୩ ଥର ମେନିକିଓର୍ କରାଇନେବା ଉଚିତ। ବିୟୁଟି ପାର୍ଲରରେ ଅନେକ ପ୍ରକାର ପଦ୍ଧତି ଦ୍ୱାରା ମେନିକଓର୍ କରାଯାଇଥାଏ। ଏଥିପାଇଁ ଆପଣଙ୍କୁ ଅଧିକ ଟଙ୍କା ଓ ସମୟ ଦେବାକୁ ପଡ଼ିଥାଏ।…
ବଢିପାରେ ଇମ୍ରାନଙ୍କ ଚିନ୍ତା: ପୁଣି ଫେରିପାରନ୍ତି ପରଭେଜ
ଇସ୍ଲାମାବାଦ,୪।୧୦: ପାକିସ୍ତାନ ରାଜନୀତି ଏବେ ସରଗରମ ରହିଛି। ଦେଶ ଆର୍ଥିକ ସଙ୍କଟର ସାମ୍ନା କରୁଥିବା ବେଳେ ଇମ୍ରାନ ସରକାରଙ୍କ ଉପରେ ଲୋକଙ୍କ ଆସ୍ଥା ଏକ ପ୍ରକାର ତୁଟି ଯାଇଛି କହିଲେ ଚଳେ। ଏତିକିବେଳେ ଶୁଣିବାକୁ ମିଳିଛି କି ପୂର୍ବତନ ସେନା ଶାସକ…
ସିଟ୍ ବେଲ୍ଟ ନ ବାନ୍ଧିବାରୁ ସ୍କୁଟି ଚାଳକଙ୍କ କଟିଲା ଚାଲାଣ
ଲକ୍ଷ୍ନୌ,୪।୧୦: ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ଲାଗୁ ହୋଇଥିବା ନୂଆ ମୋଟରଯାନ ନିୟମ ପରେ ପ୍ରତିଦିନ କିଛି ନା କିଛି ନୂଆ ଘଟଣା ସାମ୍ନାକୁ ଆସିଛି। ଏହି ପରିପ୍ରେକ୍ଷୀରେ ଉତ୍ତରପ୍ରଦେଶ ହମିରପୁରରେ ଏକ ଅଜବ ଘଟଣା ଲୋକଲୋଚନକୁ ଆସିଛି। ଜଣେ ସ୍କୁଟିଚାଳକ…
ଆଜି ସିଂହବାହିନୀ ବେଶରେ ଦର୍ଶନ ଦେବେ ମା’ମଙ୍ଗଳା
କାକଟପୁର,୪।୧୦(ଡି.ଏନ୍.ଏ): ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଠମୀ ତିଥିରୁ ଚାଲିଛି ଶାରଦୀୟ ପାର୍ବଣ ପୂଜା। ଶୁକ୍ରବାର ଆଶ୍ୱିନ ଶୁକ୍ଳ ସପ୍ତମୀ ତିଥି ଅବସରରେ ମା’ମଙ୍ଗଳା ପାରମ୍ପରିକ ପ୍ରଥାନୁସାରେ ଭକ୍ତଙ୍କୁ ସିଂହବାହିନୀ ବେଶରେ ଦର୍ଶନ ଦେବେ। ସନ୍ଧ୍ୟା ଆଳତୀ…
ହରିୟାଣା ନିର୍ବାଚନ: ଭାଜପାର ଷ୍ଟାର ପ୍ରଚାରକଙ୍କ ତାଲିକାରେ ମୋଦି, ଅମିତ ଶାହ
ଚଣ୍ଡିଗଡ଼,୪।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୦ଜଣ ଷ୍ଟାର ପ୍ରଚାରକଙ୍କ ନାମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଭାଜପାର କାର୍ଯ୍ୟକାରୀ…
ନାମାଙ୍କନ ପତ୍ର ଦାଖଲ କଲେ ଫଡନବିସ
ମୁମ୍ବାଇ,୪।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଶୁକ୍ରବାର ନାଗପୁର ଦକ୍ଷିଣ-ପଶ୍ଚିମ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାଗପୁରରେ ଫଡନବିସ ଏକ ରୋଡ ଶୋ’ କରି ନାମାଙ୍କନ ଦାଖଲ କରିଥିଲେ। ଏହା ପୂର୍ବରୁ ଫଡନବିସ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ…
ରଣବୀର ସିଂଙ୍କୁ ଦେଖି କାନ୍ଦିଲେ ଶିଶୁ
ବଲିଉଡ୍ ଅଭିନେତା ରଣବୀର ସିଂ ସର୍ବଦା ନିଜ ଫ୍ୟାଶନ୍କୁ ନେଇ ଚର୍ଚ୍ଚାରେ ଥାନ୍ତି। ସେ ଫ୍ୟାଶନ ଶୋ’ ହେଉ କିମ୍ବା ରେଡ୍ କାର୍ପେଟ୍ ତାଙ୍କୁ ସବୁବେଳେ ରଙ୍ଗବେରଙ୍ଗର ଡ୍ରେସ୍ ପରିଧାନ କରିଥିବାର ଦେଖାଯାଏ। ନିକଟରେ ରଣବୀର୍ ନିଜ ଆଗାମୀ ଫିଲ୍ମ ‘୮୩’ର…
ଭୁବନେଶ୍ୱରରୁ ବଢ଼ିବ ଘରୋଇ ବିମାନ ସେବା, ବଦଳିଲା ଏୟାର ଏସିଆ ସମୟ
ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରୁ ଭୁବନେଶ୍ୱରରୁ ବାଙ୍ଗାଲୋରକୁ ଦୁଇଟି ଏୟାର ଏସିଆ ବିମାନ ଉଡିବ। ସେହିଭଳି ହ୍ରାଇଦ୍ରାବାଦ ଏବଂ କୋଲକାତାକୁ ଗୋଟିଏ ଲେଖାଏ ନୂଆ ବିମାନ ଉଡିବା ନେଇ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା…
ଭତ୍ତା ବଣ୍ଟନରେ ଅନିୟମିତତା ଅଭିଯୋଗ: ଖଇରା ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ
ଖଇରା,୪।୧୦(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଓ ଭତ୍ତା ବଣ୍ଟନରେ ଅନିୟମିୟତା ଅଭିଯୋଗରେ ଭିଜିଲାନ୍ସ ଡିଏସ୍ପି ଏସ୍. କେ. ସାମନ୍ତରାୟ ଓ ଇନ୍ସପେକ୍ଟର ଏସ୍ ହେମ୍ବ୍ରମଙ୍କ ନେତୃତ୍ୱରେ ତିନି…
ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ
ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ସ୍ବାମୀ ବେକରେ ରଶି ଲଗାଇ ଜୀବନ ହାରିଛନ୍ତି। ମୃତକଦ୍ୱୟ ହେଲେ ସନା ସାହୁ ଓ…
Archives


