ଡିନ୍ ଏଲଗାରଙ୍କ ଶତକ
ବିଶାଖାପାଟଣା,୪।୧୦: ଓ୍ବାଇ.ଏସ ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଭାରତ ବିପକ୍ଷରେ ଶତକ ହାସଲ କରିଛନ୍ତି ଦକ୍ଷିଣ ଆଫ୍ରିକାର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ଡିନ୍ ଏଲଗାର। ଛକା ମାରି ସେ ନିଜ କ୍ୟାରିୟର ୧୨ତମ ଶତକ ଅର୍ଜନ କରିଥିଲେ। ଦ୍ୱିତୀୟ ଦିନ…
ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା
ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ କରାଯାଇଛି। ଏଥିସହ ହବିଷ୍ୟାଳିମାନଙ୍କୁ ମହାପ୍ରସାଦ ଯୋଗାଣ ନିମନ୍ତେ…
ସର୍ପାଘାତରେ ଯୁବକ ମୃତ
ଖଇରା,୪।୧୦(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଆଳଦା ଗ୍ରାମର ଜଣେ ବ୍ୟକ୍ତିଙ୍କର ସର୍ପାଘାତରେ ଶୁକ୍ରବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ବିଜୟ କୁମାର ମହାରଥା(୪୫)। ପ୍ରକାଶ ଯେ, ବିଜୟ ଗୁରୁବାର ରାତିରେ ଶୋଇଥିବା ବେଳେ ଏକ ସାପ ତାଙ୍କୁ…
କଂଗ୍ରେସ ଛାଡିବାକୁ ଧମକ ଦେଲେ ସଞ୍ଜୟ ନିରୁପମ
ନୂଆଦିଲ୍ଲୀ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଟିକେଟ୍ ନ ଦିଆଯିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ସଞ୍ଜୟ ନିରୁପମ। ଏପରିକି ସେ ଦଳ ଛାଡିବାକୁ ମଧ୍ୟ ଧମକ ଦେଇଛନ୍ତି। ଦିଲ୍ଲୀରେ ବସିଥିବା ଦଳର ନେତାଙ୍କୁ…
ବାଲିମେଳା ଜଳଭଣ୍ଡାରରୁ ଜଳ ନିଷ୍କାସନ ଦାବି: ସରକାରଙ୍କୁ ପୋଷ୍ଟର ମାଧ୍ୟମରେ ଚେତାବନୀ
ଚିତ୍ରକୋଣ୍ଡା, ୪।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଆଦିବାସୀ ବିପ୍ଳବୀ ଚାଷୀ ମୂଲିଆ ସଂଗଠନ ପକ୍ଷରୁ ଏକ ପୋଷ୍ଟର ମାଧ୍ୟମରେ ଶୁକ୍ରବାର ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ପୋଷ୍ଟରରେ ଉଲ୍ଲେଖ କରାଯାଇଛି ଯେ, ବାଲିମେଳା ଜଳଭଣ୍ଡାରରେ ଉଚ୍ଚସ୍ତର ପର୍ଯ୍ୟନ୍ତ ଜଳ…
ସୁଧହାର କମାଇଲା ଆରବିଆଇ
ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ ପାଇଛି। ମୁଦ୍ରାନୀତି ସମୀକ୍ଷା ପରେ ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି ଘୋଷଣା…
ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ ପାଇଁ ସେଓ ବଗିଚାରେ ଷଡ଼ଯନ୍ତ୍ର ରଚିଥିଲେ ଆତଙ୍କବାଦୀ
ନୂଆଦିଲ୍ଲୀ,୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ରକ୍ତକୁଖା ହୋଇପଡ଼ିଛି। ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିବାରେ ଲାଗିଛି ପାକିସ୍ତାନ। ଏନେଇ ରାଜଧାନୀ ଦିଲ୍ଲୀରେ ଆକ୍ରମଣ ଲାଗି ଏକ ସେଓ ବଗିଚାରେ ଯୋଜନା କରୁଥିବା ନେଇ ଏକ…
ପିଏମ୍ସି ବ୍ୟାଙ୍କ୍ ଠକେଇ ମାମଲା: ମହାରାଷ୍ଟ୍ରର ୬ଟି ସ୍ଥାନରେ ଇଡି ଚଢାଉ
ମୁମ୍ବାଇ,୪।୧୦: ପଞ୍ଜାବ ଏବଂ ମହାରାଷ୍ଟ କୋଅପରେଟିଭ୍ ବ୍ୟାଙ୍କ୍ ଠକେଇ ମାମଲାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ମୁମ୍ବାଇର ୬ଟି ସ୍ଥାନରେ ଚଢାଉ କରାଯାଇଛି। ଏହି ମାମଲାରେ ହାଉସିଂ ଡେଭଲୋପମେଣ୍ଡ ଇନଫ୍ରାଷ୍ଟ୍ରକ୍ଚର୍ ଲିମିଟେଡ(ଏଚଡିଆଇଏଲ)ର ଦୁଇ ନିର୍ଦ୍ଦେଶକଙ୍କୁ ଗିରଫ କରାଯାଇଛି। ଏପର୍ଯ୍ୟନ୍ତ କମ୍ପାନୀର ୩୫୦୦…
ରଣବୀର କିଣିଲେ ନୂଆ ଗାଡ଼ି, ମୂଲ୍ୟ ୩ କୋଟି
ମୁମ୍ବାଇ: ନୂଆ ଗାଡ଼ି କିଣିଛନ୍ତି ରଣବୀର ସିଂହ। ଯାହାକୁ ନେଇ ଏବେ ଚର୍ଚ୍ଚା। ଲାଲ ରଙ୍ଗର ଲମ୍ବୋରଗିନି ୟୁଆର୍ୟୁଏସ୍କୁ ଚଳାଉଥିବାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ରଣବୀର କିଣିଥିବା ଗାଡ଼ିର ଦାମ ୩ କୋଟିି। ଫଟୋରେ ରଣବୀର…
ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ
ସଜନାଗଡ଼, ୪।୧୦(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦକୁ ନେଇ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଏ ନେଇ…
ଜେଲରେ ଥିବା ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର
ନୂଆଦିଲ୍ଲୀ,୪।୧୦: ଶୀନା ବୋରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ଉଭୟ ଏବେ ଜେଲରେ ବନ୍ଦୀ ଜୀବନ ବିତାଉଥିବାବେଳେ ମୁମ୍ବାଇର ଏକ କୋର୍ଟ ତାଙ୍କ ଛାଡ଼ପତ୍ରକୁ ମଞ୍ଜୁରୀ ଦେଇଛନ୍ତି। ୨୦୦୨ରେ ଉଭୟଙ୍କ…
ପୁଣି ବାଲାଷ୍ଟିକ୍ ମିଶାଇଲ୍ ପରୀକ୍ଷଣ କଲା ଉତ୍ତର କୋରିଆ
ସିଓଲ,୪।୧୦: ମିଳିତ ଜାତିସଂଘ ଏବଂ ଆମେରିକାର ସମସ୍ତ କଟକଣା ସତ୍ତ୍ୱେ ତିନି ବର୍ଷ ପରେ ଉତ୍ତର କୋରିଆ ପୁଣି ବାଲାଷ୍ଟିକ ମିଶାଇଲ୍ ପରୀକ୍ଷଣ କରିଛି ଉତ୍ତର କୋରିଆ। ଗୁରୁବାର ଅଣ୍ଡରଓ୍ବାଟର୍ ଏହି ବାଲାଷ୍ଟିକ ମିଶାଇଲ୍ ପରୀକ୍ଷଣ କରାଯାଇଥିବା ଉତ୍ତର କୋରିଆ ପକ୍ଷରୁ…
Archives


