Home

ଦେଶବାସୀ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୨୭।୧୦: ଦେଶବାସୀଙ୍କ ମଧ୍ୟରେ ଏକତା ରହିବା ସହିତ ସେମାନେ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି। ଦେଶବାସୀଙ୍କୁ ଆଲୋକର ପର୍ବ ଦୀପାବଳି ଅବସରରେ ଅଭିନନ୍ଦନ…

ବାଲିମେଳା ଡ୍ୟାମ୍‌ର ୨ ଗେଟ୍‌ ଖୋଲିଲା

ଚିତ୍ରକୋଣ୍ଡା,୨୭ା୧୦(ଡି.ଏନ୍‌.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ୍‌ରେ ଜଳସ୍ତର ୧୫୧୬ ଫୁଟ ରହିବା ପରେ ରବିବାର ସକାଳ ୮ଟା ୪୦ରେ ସ୍ଲୁଇସ୍‌ ଗେଟ୍‌କୁ ଛାଡ଼ି ୨ଟି ଗେଟ୍‌ ଖୋଲାଯାଇଛି। ଏଥିରେ ବର୍ତ୍ତମାନ ପ୍ରତି ସେକେଣ୍ଡ ପିଛା ୮୦୦୦ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି। ଗତ ଏକ…

ବେଲଜିୟମର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ବ୍ରୁସେଲସ୍ସ,୨୭।୧୦: ବେଲଜିୟମର ଅର୍ଥମନ୍ତ୍ରୀ ଥିବା ସୋଫି ଓ୍ବିଲିୟମ୍ସ ଏବେ ବେଲଜିୟମର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି। ଏବେ ସେ କାମଚଳା ପ୍ରଧାନମନ୍ତ୍ରୀ ହୋଇ ରହିବେ ବୋଲି କହିଛନ୍ତି ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଚାର୍ଲସ ମିଶେଲ। ୪୪ ବର୍ଷୀୟା ଓ୍ବିଲଇୟମ୍ସଙ୍କୁ…

ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼: ୬ ଯବାନ ଆହତ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର କରନ୍‌ ନଗର ଥାନା ଅନ୍ତର୍ଗତ କାକା ସରାଇ ଅଞ୍ଚଳରେ ଗ୍ରେନେଡ୍‌…

ମହାରାଷ୍ଟ୍ରର ଅଧିକାଂଶ ବିଧାୟକ ଅପରାଧୀ

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ଅଧିକାଂଶ ଅପରାଧୀ ବୋଲି ଜଣାପଡିଛି। ୨୮୮ ବିଧାୟକଙ୍କ ମଧ୍ୟରୁ ୧୭୬ ଜଣଙ୍କ ନାଁରେ ଆପରାଧୀକ ମାମଲା ରହିଛି। ଏମାନଙ୍କ ମଧ୍ୟରୁ ୧୧୨ ଜଣଙ୍କ ନାଁରେ ଗୁରୁତର ଆପରାଧୀକ ମାମଲା ଥିବା…

ଆମ ପରମ୍ପରାର ସୁନ୍ଦର ନିଦର୍ଶନ ଝୋଟି

ଆମ ଓଡ଼ିଆ ସଂସ୍କୃତିରେ ଝୋଟି ବା ଚିତାର ରହିଛି ଏକ ସ୍ବତନ୍ତ୍ର ମହତ୍ତ୍ୱ। ଓଡ଼ିଆ ଘରର ଯେକୌଣସି ପର୍ବପର୍ବାଣିରେ ଝୋଟି, ଚିତା ବା ରଙ୍ଗୋଲିର ଏକ ପ୍ରମୁଖ ଭୂମିକା। ଏହା ଦ୍ୱାରା ଘର ଭିତରକୁ ସକାରାତ୍ମକ ଶକ୍ତି ପ୍ରବେଶ କରିଥାଏ ବୋଲି…

ପରିବା ବିକାଳିରୁ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୭।୧୦: ଦୀପାବଳୀ ଅବସରରେ ଭାଜପା ନେତା ମନୋହର ଲାଲ ଖଟ୍ଟର ଦ୍ୱିତୀୟ ଥର ଲାଗି ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ତାଙ୍କ ସହ ଭାଜପାକୁ ସମର୍ଥନ କରିଥିବା ଜେଜେପି ନେତା ଦୁଷ୍ୟନ୍ତ ଚୌତାଲା ମଧ୍ୟ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ…

ଆମେରିକା ଟାର୍ଗେଟ୍‌ରେ ଆଇଏସ୍‌ ଆତଙ୍କବାଦୀ ବଗଦାଦି

ଓ୍ବାଶିଂଟନ,୨୭।୧୦: ଆଇଏସ୍‌ ଆତଙ୍କବାଦୀ ଅବୁ ବକର ଅଲ୍‌ ବଗଦାଦି ଆମେରିକା ସୈନ୍ୟ ବାହିନୀ ଟାର୍ଗେଟ୍‌ରେ ରହିଛନ୍ତି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍‌ରେ କିଛି ବଡ଼ ଖବର ମିଳିବାର ଆଶା ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି…

ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ ଦେବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଭକ୍ତ ପୁରୀକୁ ଆସିଥିବା ଦେଖିବାକୁ…

ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା ଲକ୍ଷ୍ମୀଙ୍କ…

ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…

ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା କଲେ…

ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି

ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି। ଘରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?