ନର୍ସ ନୀହାରିକା ହତ୍ୟା ଘଟଣା: ଏକାଧିକ ବ୍ୟକ୍ତି ସମ୍ପୃକ୍ତ କ୍ରାଇମ୍ବ୍ରାଞ୍ଚ ତଦନ୍ତ ଦାବିରେ ଓଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୪।୧୦(ବ୍ୟୁରୋ): ନର୍ସ ନୀହାରିକା ହତ୍ୟା ଘଟଣାରେ ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି ତାଙ୍କ ମା’ ଓ ବାପା। ସେମାନେ ପୋଲିସର ଦୂର୍ବଳ ତଦନ୍ତକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ କ୍ରାଇମ୍ବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି। ଗୁରୁବାର ସେମାନେ ରାଜ୍ୟ…
ପୂଜାରେ ଟ୍ରେନ୍, ଷ୍ଟେଶନ ହେବ ଫେରିବାଲା ଶୂନ୍ୟ
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଟ୍ରେନ ଏବଂ ଷ୍ଟେଶନ ପରିସରରେ ବୁଲା ବିକାଳି ଓ ଫେରିବାଲାଙ୍କ ପ୍ରାଦୁର୍ଭାବ ଦୂର ପାଇଁ ପୂର୍ବତଟ ରେଳପଥ ଦ୍ୱିତୀୟ ପର୍ଯ୍ୟାୟ ଚଢ଼ାଉ ଆରମ୍ଭ କରିଛି। ବିଶେଷକରି ପୂଜା ସମୟରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲାଙ୍କୁ ଷ୍ଟେଶନରୁ ହଟାଇବାକୁ ଯୋଜନା କରାଯାଇଛି। ଏଥିପାଇଁ ଜିରୋ…
ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ମନେ ପକାଇଲେ ମୋଦି
ନୂଆଦିଲ୍ଲୀ,୪।୧୦:ସ୍ବାଧୀନତା ସଂଗ୍ରାମୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ଆଜି ଜନ୍ମଦିବସ। ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରୁଛୁ। ତାଙ୍କୁ କୋଟି କୋଟି…
କାର କାଚ ଭାଙ୍ଗି ଲୁଟ୍ ଘଟଣା, ୪ ଗିରଫ
କଟକ ରୋଡ,୪ା୧୦(ଡି.ଏନ୍.ଏ) : କାର କାଚ ଭାଙ୍ଗି ଲୁଟ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶ ଅଞ୍ଚଳର ବିକାଶ ନାଳି, କେନ୍ଦୁଝରର ରୁଦ୍ର ମିଶ୍ର, ପୁରୀ ମାର୍କଣ୍ଡେଶ୍ୱର ଅଞ୍ଚଳର…
ଦୁର୍ଗାପୂଜା ପାଇଁ ୫ଦିନ ଟ୍ରାଫିକ କଟକଣା : ଅପରାହ୍ନ ୪ରୁ ରାତି ୨ଟା ସହରକୁ ଭାରିଯାନ ମନା
ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଦୁର୍ଗାପୂଜା ପାଇଁ ସହରର ରାସ୍ତା ଓ ମଣ୍ଡପ ନିକଟରେ ପ୍ରବଳ ଗହଳି ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା କରାଯାଇଛି। ଅପରାହ୍ନ ୪ଟାରୁ ରାତି ୨ଟା ପର୍ଯ୍ୟନ୍ତ ସହର ଭିତରକୁ ଭାରିଯାନ ପଶିପାରିବ ନାହିଁ। ଶୁକ୍ରବାରଠାରୁ…
ଦଶହରାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା : ଓଡ଼ିଶାରେ ହାଇ ଆଲର୍ଟ, ବଢ଼ିଲା ସୁରକ୍ଷା
ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଭାରତକୁ ପାକିସ୍ତାନ ପଟୁ ପଶି ଆସିଛନ୍ତି ଆତଙ୍କବାଦୀ। ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦ ଦିଲ୍ଲୀ ସମେତ ଦେଶର ବଡ଼ ବଡ଼ ସହରକୁ ଟାର୍ଗେଟ କରିଛି। ନବରାତ୍ରୀ ଓ ଦଶହରାରେ ବିସ୍ଫୋରଣ ପାଇଁ ଯୋଜନା କରୁଥିବା ଗୋଇନ୍ଦା ବିଭାଗ ସତର୍କ କରିବା…
ନଦୀରେ ଓଲଟିଲା ଡଙ୍ଗା:୭ ମୃତ, ୨୦ ନିଖୋଜ
ପାଟନା,୪।୧୦:ବିହାରର କଟିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ମହାନନ୍ଦା ନଦୀରେ ଏକ ଡଙ୍ଗା ବୁଡି ଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ନିଖୋଜ ଅଛନ୍ତି। ଏପର୍ଯ୍ୟନ୍ତ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ଡଙ୍ଗାରେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ…
ଥାନା ଅଧିକାରୀଙ୍କ ନାମରେ କୋର୍ଟରେ ମାମଲା
କାଳିଆପାଣି,୪ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅଧିକାରୀ ବିଚିତ୍ରା ନନ୍ଦ ସେଠୀଙ୍କ ନାମରେ ଗୁରୁବାର ଯାଜପୁର ରୋଡସ୍ଥିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟରେ ଏକ ଦୁର୍ବ୍ୟବହାର ମାମଲା ରୁଜୁ ହୋଇଛି। ଥାନା ଅଞ୍ଚଳର ଜଣେ ମହିଳା ଏହି ଅଭିଯୋଗ କରିଛନ୍ତି।…
ମାଙ୍କଡ଼ା ପଥର ଟ୍ରକ୍ ଜବତ, ଡ୍ରାଇଭର ଗିରଫ
ଧର୍ମଶାଳା,୪ା୧୦(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ହରିଦାସପୁର ରେଳଷ୍ଟେଶନ ନିକଟରୁ ବେଆଇନ ଭାବେ ପରିବହନ କରୁଥିବା ଏକ ମାଙ୍କଡ଼ା ବୋଝେଇ ଟ୍ରକ୍କୁ ପୋଲିସ ଜବତ କରିଛି। ଏଥିସହ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଡ୍ରାଇଭର ଜଣଙ୍କ ରମେଶ ପରମାଣିକ। ଏ ନେଇ ପୋଲିସ…
‘ମୋ ସରକାର’: ଜାରି ହେଲା ଗାଇଡ୍ଲାଇନ : ଘରୋଇ ଢାଞ୍ଚାରେ ଚାଲିବ ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବା ଲକ୍ଷ୍ୟରେ ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଅଧୀନରେ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମ ଜରିଆରେ ସରକାରୀ କର୍ମଚାରୀମାନଙ୍କର ବ୍ୟବହାର…
୧୭ ଯାଏ ବଢ଼ିଲା ଚିଦାମ୍ବରମଙ୍କ ହାଜତ ମିଆଦ
ନୂଆଦିଲ୍ଲୀ,୪-୧୦(ପି.ଟି.): ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଅକ୍ଟୋବର ୧୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତାଙ୍କ ହାଜତ ମିଆଦ ବଢ଼ାଇବା ଲାଗି ସିବିଆଇ ସ୍ବତନ୍ତ୍ର ବିଚାରପତି…
୧୨୦ ଉତ୍ତରାଧିକାରୀଙ୍କ ମଧ୍ୟରେ ବଣ୍ଟାହେବ ନିଜାମଙ୍କ ସମ୍ପତ୍ତି
ହାଇଦ୍ରାବାଦ,୪-୧୦:ଦେଶୀୟ ରାଜ୍ୟ ହାଇଦ୍ରାବାଦର ଶେଷ ନିଜାମ ମିର୍ ଓସ୍ମାନ ଅଲି ଖାନଙ୍କର ନାଟ୍ଓ୍ବେଷ୍ଟ ବ୍ୟାଙ୍କରେ ୧୯୪୮ରୁ ଜମା ଥିବା ୩୫ ନିୟୁତ ପାଉଣ୍ଡ (୩୦୬ କୋଟି ଟଙ୍କା) ତାଙ୍କର ୧୨୦ରୁ ଊର୍ଦ୍ଧ୍ୱ ଉତ୍ତରାଧିକାରୀଙ୍କ ମଧ୍ୟରେ ବଣ୍ଟାଯିବ। ନିଜାମଙ୍କ ପରିବାର ସୂତ୍ରରୁ ଏହା…
Archives


