ଆଜି ମହାଷଷ୍ଠୀ, ଉତ୍ସବମୁଖର ଅନୁଗୋଳ: ୧୧ ମଣ୍ଡପରେ ପୂଜା ପାଇବେ ଦଶଭୁଜା
ଅନୁଗୋଳ ଅଫିସ, ୪।୧୦- ଦୁର୍ଗାପୂଜା ପାଇଁ ସଜେଇ ହେଉଛି ଅନୁଗୋଳ ସହର। ଚଳିତବର୍ଷ ୧୧ ମଣ୍ଡପରେ ମା’ ଦଶଭୁଜାଙ୍କ ପୂଜାର୍ଚ୍ଚନା କରାଯିବ। ଶୁକ୍ରବାର ମା’ଙ୍କ ଷଷ୍ଠୀପୂଜା ହେବାକୁ ଥିବାରୁ ଏହାକୁ ନେଇ ସହରରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ସପ୍ତମୀରେ ବିଭିନ୍ନ…
ଟ୍ରକ୍ ଚାଳକଙ୍କ ଉନ୍ମତ୍ତକାଣ୍ଡ : ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇବା ଉଦ୍ୟମ
ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଦେଇ ଯାଇଥିବା ୫୭ନଂ. ଜାତୀୟ ରାଜପଥ-୫୭ରେ ଗୁରୁବାର ଜଣେ ଟ୍ରକ୍ ଚାଳକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ଚାଳକଙ୍କ ବେପାରୁଆ ଗାଡ଼ି ଚାଳନା ଯୋଗୁ ୨ ବାଇକ୍ ସମେତ ପୋଲିସ ଚେକ୍ପୋଷ୍ଟ ଭାଙ୍ଗି ଚୂରମାର୍ ହୋଇଯାଇଛି। ସେହିଭଳି…
ନୀଳମାଧବ ପୀଠରେ ମା’ ବିମଳାଙ୍କ ଭଦ୍ରକାଳୀ ବେଶ
ଖଣ୍ଡପଡା,୪।୧୦(ସ୍ବ.ପ୍ର.): ନୀଳମାଧବ ପୀଠରେ ଇଷ୍ଟଦେବୀ ମା’ ବିମଳାଙ୍କ ୧୬ପୂଜା ଦ୍ୱିତୀୟା ଓଷାଠାରୁ ଆରମ୍ଭ ହୋଇଛି। ଏହି ପାରମ୍ପରିକ ପର୍ବ ମହାନବମୀ ପଯର୍ୟନ୍ତ ଚାଲୁରହିବ। ମହାଳୟା ଅମାବାସ୍ୟାଠାରୁ ମା’ଙ୍କର ନବରାତ୍ର ପୂଜା ଆରମ୍ଭ ହେବା ସହ ପ୍ରତିଦିନ ଚଣ୍ଡୀପାଠ, ହୋମଯଜ୍ଞ କରାଯାଉଛି। ଉକ୍ତ…
୧୦ ହଜାର ଟଙ୍କା ପାଇଁ ନବବଧୂଙ୍କୁ ହତ୍ୟା ଅଭିଯୋଗ : ସ୍ବାମୀ ଓ ଶାଶୁ ଥାନାରେ ଅଟକ
ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଶରଣକୁଳ ଥାନା ଚଢ଼େୟାପଲ୍ଲୀ ଗ୍ରାମରେ ଜଣେ ନବବଧୂଙ୍କୁ ଯୌତୁକ ବାବଦରେ ବାକି ଥିବା ୧୦ ହଜାର ଟଙ୍କା ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ମୃତା ମହିଳାଙ୍କ ମାଆ ଥାନାରେ ଅଭିଯୋଗ କରିଛନ୍ତି।…
ଭୂତକୋଠି ପାଲଟିଛି ଆଦିବାସୀ ବାଳକ ଶିକ୍ଷାଶୌଧ
ଚନ୍ଦ୍ରଗିରି,୪ା୧୦(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ସୌରା ଉନ୍ନୟନ ସଂସ୍ଥା ଜରିଆରେ ଧାଡିଆମ୍ବ ପଞ୍ଚାୟତର ପଲାବନ୍ଧା ଗାଁରେ ୨୦୧୩-୧୪ ଆର୍ଥିକ ବର୍ଷରେ ଆଦିବାସୀ ଛାତ୍ରଙ୍କ ଶିକ୍ଷାର ବିକାଶ ଲକ୍ଷ୍ୟରେ ନିର୍ମାଣ ହୋଇଥିଲା ୨ଶହ ଆସନ ବିଶିଷ୍ଟ ବାଳକ ଶିକ୍ଷା ଶୌଧ।…
ଜମି ବିବାଦ ତୁଟିଲା, କାର୍ଯ୍ୟକ୍ଷମ ହେଲା ଅଙ୍ଗନଓ୍ବାଡି କୋଠା
ଖଲ୍ଲିକୋଟ,୪ା୧୦(ଡି.ଏନ.ଏ.)- ଜମି ବିବାଦ ଯୋଗୁ ଖଲ୍ଲିକୋଟ ବ୍ଲକ କହ୍ନେଇପୁର ପଞ୍ଚାୟତ କନ୍ଦିଗଁାରେ ପ୍ରାୟ ବର୍ଷେ ହେଲା ନିର୍ମିତ ଅଙ୍ଗନୱାଡ଼ି କେନ୍ଦ୍ର-୧ କୋଠା କାର୍ଯ୍ୟକ୍ଷମ ହୋଇପାରୁ ନ ଥିଲା। ପ୍ରଶାସନ ଓ ପୋଲିସ ହସ୍ତକ୍ଷେପ ପରେ ଗୁରୁବାର ଉକ୍ତ ଜମି ବିବାଦ ତୁଟିଛି।…
କଳା ସଂଘର୍ଷ ନୁହେଁ, ଜୀବନ
ଧାମନଗର,୪।୧୦(ଡି.ଏନ.ଏ.)-ଆଞ୍ଚଳିକ ଲୋକକଳା ଆଜିି ବି ଗ୍ରାମାଞ୍ଚଳରେ ଜିଇ ରହିଛି। ଅନେକ ଗ୍ରାମୀଣ ପ୍ରତିଭା ରହିଛନ୍ତି। ବିଭିନ୍ନ ଲୋକକଳାକୁ ଲୋକଲୋଚନକୁ ଆଣିବା ସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଦର ଭାବନା ସୃଷ୍ଟି ଲାଗି ଗ୍ରାମାଞ୍ଚଳରେ ସଙ୍ଗୀତ ଶିକ୍ଷା ପ୍ରସାର ଲକ୍ଷ୍ୟରେ ସଂସ୍କୃତି ଗବେଷକ, ତବଲା…
ମଦ ଦୋକାନ ଆଗରେ ପିସିଆର ଭ୍ୟାନ୍ ଫଟୋ ଭାଇରାଲ ଘଟଣା: ପୋଲିସ କର୍ମଚାରୀଙ୍କୁ ବ୍ରେଥ ଆନାଲାଇଜରରେ ଯାଞ୍ଚ
ବାରିପଦା ଅଫିସ,୪ା୧୦-ବାରିପଦା ସହର ପାଳବଣି ବାଏପାସସ୍ଥିତ ଏକ ବିଦେଶୀ ମଦଦୋକାନ ସମ୍ମୁଖରେ ପୋଲିସର ପିସିଆର ଭ୍ୟାନ ଗୁରୁବାର ଅପରାହ୍ନ ପ୍ରାୟ ୨ ଟା ୪୫ ସମୟରେ ଠିଆ ହୋଇଥିଲା। ମଦଦୋକାନ କାଉଣ୍ଟର ନିକଟରେ ପୋଲିସ କର୍ମଚାରୀମାନେ ଠିଆ ହୋଇଥିଲେ। ଏହାର ଏକ…
ଦୁର୍ଗାପୂଜାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି:୨୦ ପ୍ଲାଟୁନ ଫୋର୍ସ ମୁତୟନ
ବାରିପଦା ଅଫିସ,୪ା୧୦- ଦୁର୍ଗା ପୂଜା ମାହୋଲରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଏଡାଇବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ିି କରାଯାଇଛି। ଏଥିପାଇଁ ଜିଲା ପୋଲିସ…
କପ୍ତିପଦା-ଶରତ ପ୍ରଧାନମନ୍ତ୍ରୀ ସଡ଼କ ନିମ୍ନମାନର: ତଦନ୍ତ ଦାବି, ପ୍ରତିବାଦ ଶୋଭାଯାତ୍ରା
କପ୍ତିପଦା,୪ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ପ୍ରଧାନମନ୍ତ୍ରୀ ସଡକ ଯୋଜନା ବାଟବଣା ହୋଇଛି ା ଗତ କିଛି ଦିନ ତଳେ ମହିଁଷାସୁରୀ ଛକରୁ ପଦ୍ମପୋଖରୀ ପର୍ଯ୍ୟନ୍ତ ଦୀର୍ଘ ୧୯ କି.ମି. ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗର ୧ ମାସ…
କୋଟି କୋଟି ଟଙ୍କାର ବିଦ୍ୟୁତ୍ ବିଲ୍ ବାକି
ରେମୁଣା, ୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁରସ୍ଥିତ ବୃହତ୍ ଶିଳ୍ପାନୁଷ୍ଠାନ ବାଲେଶ୍ୱର ଆଲଏଜର ଭାଗ୍ୟ ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଛି। ବିଦ୍ୟୁତ୍ ଯୋଗାଣକାରୀ କମ୍ପାନୀ ‘ନେସ୍କୋ’ କାରଖାନାକୁ ମଙ୍ଗଳବାର ସନ୍ଧ୍ୟାରୁ ବିଦ୍ୟୁତ୍ ଯୋଗାଣ ବନ୍ଦ କରିଦେଇଛି। କାରଖାନା ବ୍ୟବହାର କରୁଥିବା ବିଦ୍ୟୁତ୍ ବାବଦ…
ଓସିଏ ପଦାଧିକାରୀଙ୍କୁ ଭେଟିଲା ଓସ୍ଜା ପ୍ରତିନିଧି ଦଳ
ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ”ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ ସହ ଏକାଡେମୀ ସ୍ଥାପନ କରିବା ଏବଂ କ୍ରିକେଟ ଭିତ୍ତିଭୂମିର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ କ୍ରିକେଟର ବିକାଶ ପାଇଁ ନୂଆ ଟିମ୍ ନିଷ୍ଠାର ସହ କାର୍ଯ୍ୟ କରିବ। ଏଥିପାଇଁ ସମସ୍ତଙ୍କ…
Archives


