Home

ଏକାଡେମୀରେ ଖେଳିବା ପାଇଁ ପୁଅଙ୍କ ଭଳି ଚୁଟି କାଟିଥିଲେ ଶେଫାଳି

ନୂଆଦିଲ୍ଲୀ, ୪6।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷ ୪ର୍ଥ ଟି୨୦ ମ୍ୟାଚ୍‌ରେ ଭାରତକୁ ଜିତାଇବାରେ ୧୫ ବର୍ଷୀୟା ଓପନର୍‌ ଶେଫାଳି ବର୍ମାଙ୍କ ଉଲ୍ଲେଖନୀୟ ଅବଦାନ ରହିଥିଲା। ଏହି ମ୍ୟାଚ୍‌ରେ ଶେଫାଳୀ ୩୩ ବଲରୁ ୪୬ ରନର ଦ୍ରୁତ…

ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନର ଦ୍ୱିତୀୟ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନ(ଏସଏସଏସଏଫ)ର ଦ୍ୱିତୀୟ କାର୍ଯ୍ୟକ୍ରମ ଗୁରୁବାର କ୍ୟାପିଟାଲ ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୬ରୁ ୧୨ ବର୍ଷ ମଧ୍ୟରେ ୫୦ ପିଲାଙ୍କର ୧୫ ପ୍ରକାର ଶାରୀରିକ ପରୀକ୍ଷା କରାଯାଇଥିଲା। ପିଲାଙ୍କ ବୟସ ଅନୁଶୀଳନ, ଫିଟ୍‌ନେସ…

ଜାତୀୟ ଶିବିରରେ ଜବାମଣୀ, ଆରତୀ, ସୋନୀ

କଟକ ଅଫିସ,୪ା୧୦- ଚଳିତମାସ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀଠାରେ ଜାତୀୟ ମହିଳା ଫୁଟବଲ ଦଳର ଶିବିର ଅନୁଷ୍ଠିତ ହେବ। ଏଏଫସି ମହିଳା ଏସିଆନ-୨୦୨୨ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ ନିମନ୍ତେ ଏହି ଶିବିରରୁ ବଛାଯିବ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ।…

ମହିଳା ଟି୨୦: ଭାରତ ୫ ଉଇକେଟ୍‌ରେ ବିଜୟୀ

ସୁରତ, ୪।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ୫ମ ଟି୨୦ ମ୍ୟାଚ୍‌କୁ ଭାରତ ୫ ଉଇକେଟ୍‌ରେ ଜିତିନେଇଛି। ଫଳରେ ୬ ମ୍ୟାଚ୍‌ବିଶିଷ୍ଟ ସିରିଜରେ ଘରୋଇ ଭାରତୀୟ ଦଳ ଏବେ ୩-୦ରେ ଅଗ୍ରଣୀ…

ବେଲଜିୟମ ଟୁର୍‌ରେ ଭାରତର ଶତପ୍ରତିଶତ ରେକର୍ଡ

ଆଣ୍ଟ୍ବେର୍ପ(ବେଲଜିୟମ), ୪।୧୦- ବେଲଜିୟମ ଟୁର୍‌ରେ ଭାରତୀୟ ହକି ଦଳ ଶତ ପ୍ରତିଶତ ବିଜୟ ରେକର୍ଡ ହାସଲ କରିଛି। ଦଳ ଖେଳିଥିବା ୫ଟି ଯାକ ମ୍ୟାଚରେ ବିଜୟ ହାସଲ କରିଛି। ଟୁର୍‌ର ପ୍ରଥମ ମ୍ୟାଚରେ ଭାରତ ବିଶ୍ୱ ଚାମ୍ପିୟନ ବେଲଜିୟମକୁ ୨-୦ ଗୋଲରେ…

ଅଭିବୃଦ୍ଧି ଲାଗି ଜାରି ରହିବ ସଂସ୍କାର ଧାରା

ନୂଆଦିଲ୍ଲୀ,୪-୧୦: ବର୍ତ୍ତମାନ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡ଼ିପି ଅଭିବୃଦ୍ଧି ଧାରା ତ୍ୱରାନ୍ବିତ କରିବାକୁ ସରକାର ସଂସ୍କାର ପ୍ରକ୍ରିୟା ଜାରି ରଖିବେ। ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି ଆଗାମୀ ଦିନରେ ବିଭିନ୍ନ ଘୋଷଣା କରାଯିବ ବୋଲି ସରକାରଙ୍କ ଥିଙ୍କ…

ତୈଳ ବିପଣନ କମ୍ପାନୀଗୁଡିକ ପକ୍ଷରୁ ରୁକୋ କାର୍ଯ୍ୟକ୍ରମ

ଭୁବନେଶ୍ୱର,୪-୧୦: ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତୈଳ ବିପଣନ କମ୍ପାନୀଗୁଡ଼ିକ ପକ୍ଷରୁ ୧୦୦ ସହରରେ ରନ୍ଧନ ତୈଳର ପୁନଃବ୍ୟବହାର ଲାଗି ସଚେତନତା କାର୍ଯ୍ୟକ୍ରମ ରୁକୋ ଶୁଭାରମ୍ଭ ହୋଇଛି। ୧୦୦୦ଟି ଭ୍ୟାନ ମାଧ୍ୟମରେ ଏହାକୁ ଆରମ୍ଭ କରାଯାଇଛି। ତୈଳ ଶିଳ୍ପର ରାଜ୍ୟ ସଂଯୋଜକ…

ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି ୟୁଏସ୍‌-ଚାଇନା ଟ୍ରେଡ୍‌ ଓ୍ବାର

ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଏବଂ ଚାଇନା ମଧ୍ୟରେ ଉପୁଜିଥିବା ବାଣିଜ୍ୟ ଯୁଦ୍ଧ ବିଶ୍ୱରେ ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି। ଏହା ଲାଗି ରହିଲେ ଆଗାମୀ ଦିନରେ ସାରା ବିଶ୍ୱର ଯୋଗାଣ ଚେନ୍‌ ଆହୁରି କ୍ଷତିଗ୍ରସ୍ତ ହେବା ସହ ବିଶ୍ୱ ବଜାର ଏହା ଦ୍ୱାରା…

ରପ୍ତାନି କଟକଣା ପରେ କମୁଛି ପିଆଜ ଦର

ଭୁବନେଶ୍ୱର,୪-୧୦: ସରକାର ପିଆଜ ରପ୍ତାନିକୁ ନିଷେଧ ଏବଂ ମହଜୁଦ ଉପରେ ସୀମା ଲଗାଇବା ପରେ ଏହାର ଦର ଆସ୍ତେ ଆସ୍ତେ କମୁଛି। ଏହାର ପାଇକାରୀ ଦର ମହାରାଷ୍ଟ୍ରର ଲାସାଲଗାଁରେ ୩୦ ଟଙ୍କାରୁ ନିମ୍ନ ସ୍ତରକୁ ଖସିଛି। ଅପରପକ୍ଷରେ ସାରା ଦେଶରେ କିଛି…

ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ

ନୂଆଦିଲ୍ଲୀ,୪-୧୦: ଦିଲ୍ଲୀ-କତ୍ରା ମଧ୍ୟରେ ଗଡିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ହୋଇଛି। ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ରେଳମନ୍ତ୍ରୀ ପୀୟୂଷ ଗୋଏଲ,କେନ୍ଦ୍ର ମନ୍ତ୍ରୀ ହର୍ଷବର୍ଦ୍ଧନ ଏହାର ଉନ୍ମୋଚନ କରିଛନ୍ତି। ଟ୍ରେନଟିର ଘଣ୍ଟାପ୍ରତି ବେଗ ୧୩୦ କିମି ରହିଛି। ଏବେ…

କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ

ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍‌ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ ଗବେଷଣାର ନିଷ୍କର୍ଷରୁ ଏହା ଜଣାପଡ଼ିଛି। ଆହାର ନାଳର ତଳ ଭାଗରେ ଥିବା ଉଦର ଏବଂ…

ଏସବୁ ରୋଗରୁ ଦୂରେଇ ରହିବା ପାଇଁ, ସକାଳେ ପିଅନ୍ତୁ ଅଧାକପ ନାଲି ଚା’…

ନାଲି ଚା’ ପିଇବା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ଜାପାନର ଯୁବପିଢି ଓ ବୟସ୍କ ଲୋକ ନିୟମିତ ଭାବେ ନାଲି ଚା’ ପିଉଥିବାରୁ ସେମାନଙ୍କ ଶାରୀରିକ ସାମର୍ଥ୍ୟ ଭଲ ରହିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri