Home

ଦବଙ୍ଗ-୩ରେ ବିନା ଶାର୍ଟରେ ନଜର ଆସିବେ ସଲମାନ

ବଲିଉଡ୍‌ ସୁପରଷ୍ଟାର୍‌ ସଲମାନ ଖାନ୍‌ ପରଦାରେ ପୁଣି ବିନା ଶାର୍ଟରେ ନଜର ଆସିବେ। ନିଜ ଆଗାମୀ ସିନେମା ‘ଦବଙ୍ଗ-୩’ର କିଛି ସିନ୍‌ରେ ସେ ଶାର୍ଟ ଲେସ୍‌ ଅନ୍ଦାଜରେ ନଜର ଆସିବେ। ଏଥିପାଇଁ ସେ ଜିମ୍‌ରେ ପ୍ରବଳ ଝାଳ ବୁହାଉଛନ୍ତି। ଚଳିତ ବର୍ଷ…

ଗରିବ ପିଲାଙ୍କ ପାଇଁ ଝୁମ୍ପୁଡି ବସ୍ତିରେ ସ୍କୁଲ ଖୋଲିରେ ୧୨ ବର୍ଷର ଛାତ୍ର

ଆର୍ଜେଣ୍ଟିନାର ସାନ୍‌ଜୁଆନ୍‌ ସ୍ଥିତ ୧୨ ବର୍ଷୀୟ ଲିଓନାର୍ଡୋ ନିକାନୋର୍‌ ନିଜେ ପଢ଼ିବା ସହ ଗରିବ, ଅସହାୟ, ନିରାଶ୍ରୟ ପିଲାଙ୍କୁ ପଢ଼ାଇବାର ଏକ ଗୁରୁଦାୟିତ୍ୱ ବହନ କରିଛନ୍ତି। ପିଲାଦିନୁ ସେ ଖୁବ୍‌ ପଢ଼ାପ୍ରିୟ। ବର୍ତ୍ତମାନ ଏକ ସେକେଣ୍ଡାରୀ ସ୍କୁଲ୍‌ର ଛାତ୍ର ମଧ୍ୟ। କିନ୍ତୁ…

ଗୋଟିଏ ମିନିଟ୍‌ରେ ଜୀବନ ନେଇଯାଏ ଏହି ମଶା

ଚାଇନାର ସିଚୁଆନ୍‌ରେ ଦେଖାଯାଉଥିବା ଏକ ମଶାର ନାଁ ହେଉଛି ହୋଲୋରୁସିଆ ମିକାଡୋ। ଦୁନିଆରେ ଦେଖାଯାଉଥିବା ୩୫୦୦ ପ୍ରଜାତିର ମଶାଙ୍କ ମଧ୍ୟରୁ ଏହା ଗୋଟିଏ। ଦେଖିବାକୁ ଏହାର ଆକାର ଖୁବ୍‌ ବଡ଼। ମଶା ଯେତେବେଳେ ନିଜ ଡେଣା ଖୋଲେ ତା’ର ଆକାର ୧୧…

ଚଳନ୍ତା ଜିପ୍‌ରୁ ଖସି ପଡିଲେ ବର୍ଷକର ଶିଶୁ, ଗୁରୁଣ୍ଡି ଗୁରୁଣ୍ଡି ଚେକ୍‌ ପୋଷ୍ଟ ପାଖରେ ପହଞ୍ଚିଲେ ଆଉ ତା’ପରେ…

ଥିରୁଭାନନ୍ତପୁରମ,୯।୯: କେରଳର ଇଡ୍ଡୁକିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଚଳନ୍ତା ଜିପ୍‌ରୁ ଖସି ପଡିଛନ୍ତି ବର୍ଷର ଶିଶୁ। କିନ୍ତୁ ତାଙ୍କ ମାତା-ପିତା ୫୦ କିମି ଯାତ୍ରା କରିସାରିବା ପରେ ମଧ୍ୟ ତାଙ୍କ ଶିଶୁକନ୍ୟା ଖସି ପଡିଥିବାର ଜାଣିପାରି ନ ଥିଲେ।…

ଭାଜପାରେ ଯୋଗଦେଲେ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ

ଲକ୍ଷ୍ନୌ,୯।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ରାଜସ୍ଥାନର ରାଜ୍ୟପାଳ ଭାବେ ତାଙ୍କର କାର୍ଯ୍ୟକାଳ ପୂରଣ ହେବା ପରେ ସେ ପୁଣିଥରେ ଭାଜପାରେ ଯୋଗ ଦେଇଛନ୍ତି। ସ୍ବତନ୍ତ୍ର ଦେବ ସିଂଙ୍କ ଉପସ୍ଥିତିରେ ୮୭ ବର୍ଷୀୟ…

ପୋଲିସର ଶ୍ରେଷ୍ଠ ପଦରେ ବସିଲେ ୫ ଶିଶୁ

ବେଙ୍ଗାଲୁରୁ,୯।୯: ପୋଲିସ ଓ ‘ମେକ୍‌ ଏ ଓ୍ବିସ୍‌’ ଫାଉଣ୍ଡେଶନର ମିଳିତ ସହଯୋଗରେ ୫ଣି ରୋଗଗ୍ରସ୍ତ ଶିଶୁଙ୍କୁ ପୋଲିସ ବିଭାଗର ଶ୍ରେଷ୍ଠ ପଦରେ ଗୋଟିଏ ଦିନ ପାଇଁ ବସାଯାଇଛି। ପୋଲିସ ପୋଷାକ ସହ ଏମାନଙ୍କ ହାତରେ ବନ୍ଧୁକ ଓ ହାତକଡି ମଧ୍ୟ ଧରାଇ…

୫ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ଦାଦି ମା’ଙ୍କ ପରଲୋକ

ଗାଜିଆବାଦ୍‌,୯।୯: ୫ ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ସରୋଜାନି ଖାନ୍ନା ଓରଫ୍‌ ଦାଦି ମା’ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଗାଜିଆବାଦରେ ପ୍ରତିଦିନ ସେ ୫୦୦ ଗରିବ ଲୋକଙ୍କୁ ମାତ୍ର ୫ ଟଙ୍କାରେ ପେଟପୂରା…

ଆଇଟିଡିଏର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ଦାବି

ମାଲକାନଗିରି,୯।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଲ୍ୟବନ୍ତ ଦେଶିଆ ନାଟ୍ୟଗୁରୁ ସାଂସ୍କୃତିକ ସଂଗଠନ ପକ୍ଷରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ପାଇଁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ସଭାପତି ଅନାଦି କଡ଼ା, ସମ୍ପାଦକ ଧାନଫୁଲ ବାରିକ ଓ…

ଟ୍ରାଫିକ୍‌ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼। ଆଇନ ଭାଙ୍ଗିଲେ ଆଦାୟ ହେଉଛି ୧୦ ଗୁଣ ଅଧିକ ଜରିମାନା। ସଂଶୋଧିତ ମୋଟର ଯାନ…

କଂଗ୍ରେସକୁ ଟାର୍ଗେଟ କଲେ ଶାହ

ଦିସପୁର,୯।୯: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଆସାମ ଗସ୍ତରେ ଯାଇ ସେଠାରେ ଆୟୋଜିତ ନର୍ଥ ଇଷ୍ଟ ଡେମୋକ୍ରେଟିକ୍‌ ଆଲାଏନ୍ସ(ଏନ୍‌ଇଡିଏ)ରେ ଯୋଗ ଦେଇଥିଲେ। ଏଠାରେ ଉଦ୍‌ବୋଧନ ଦେବା ଅବସରରେ ସେ କହିଥିଲେ ସବୁ ରାଜ୍ୟ ଭାରତର ଅଂଶ। ଏହାସହ ପୂର୍ବ ଭାରତର ସମସ୍ତ…

କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ଚୟନ ପ୍ରକ୍ରିୟାରେ ଚଞ୍ଚକତା ଅଭିଯୋଗ

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଛି। ଚଳିତ ୨୧୦୯-୨୦ ଶିକ୍ଷାବର୍ଷରେ ଛାତ୍ରୀଛାତ୍ରଙ୍କର ନାମଲେଖା କରାଯାଇ ପାଠ୍ୟକ୍ରମ ଅନୁଯାୟୀ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବାବେଳେ ସ୍ଥାନୀୟ ଅଭିଭାବକଙ୍କ ମହଲରେ ଅସନ୍ତୋଷ କୁହୁଳିବାରେ ଲାଗିଛି। କେନ୍ଦ୍ରୀୟ ଓ ରାଜ୍ୟ…

ନିଆରା ପ୍ରେମ: ସ୍ତ୍ରୀଙ୍କ ଅସ୍ଥି ସହ ୨୭ବର୍ଷ ହେଲା ରହୁଛନ୍ତି ଭୋଳାନାଥ

ଏକ ନିଆରା ପ୍ରେମ କାହାଣୀ। ପ୍ରେମ ଆଉ ଭଲ ପାଇବାର କାହାଣୀ ତ ଆପଣ ବହୁତ ଶୁଣିଥିବେ ଓ ପଢିଥିବେ ନିଶ୍ଚୟ। ତେବେ ସେ ଲୈଲା-ମଜନୁଙ୍କ କାହାଣୀ ହୋଇଥାଉ କି ହୀର-ରାନ୍‌ଝା କିମ୍ବା ସୋନୀ-ମାହିବାଲ କିମ୍ବା ମୁମତାଜ- ଶାହାଜାହାନଙ୍କ ପ୍ରେମ କାହାଣୀ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri