Home

ବିହାର ବନ୍ୟା : ମୁଖ୍ୟମନ୍ତ୍ରୀ ରଖିଲେ ସହାୟତା ପ୍ରସ୍ତାବ

ଭୁବନେଶ୍ୱର,୩।୧୦(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମ୍ପର୍କରେ ଗୁରୁବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି। ଓଡ଼ିଶା ପକ୍ଷରୁ ଆବଶ୍ୟକ ସହଯୋଗ ପ୍ରସ୍ତାବ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ବିହାରରେ ବନ୍ୟା ବିତ୍ପାତ…

ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଭଦ୍ରକ ଅଫିସ, ୩।୧୦- ବିଏସ୍‌ଏନ୍‌ଏଲ୍‌ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ସେମାନେ ବନ୍ତ ଛକ ନିକଟସ୍ଥ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସେମାନଙ୍କୁ…

ମେଲାଣି ନେଲେ ଟୋକା ଗଣେଶ

ଭଦ୍ରକ ଅଫିସ, ୩।୧୦ – ଭଦ୍ରକରେ କ୍ରମାନ୍ବୟରେ ବୁଢା, ଛୁଆ, କାଞ୍ଚନ ଓ ପିଲା ଗଣେଶଙ୍କ ଭସାଣି ସରିଥିବା ବେଳେ ବୁଧବାର ସନ୍ଧ୍ୟାରେ ଟୋକା ଗଣେଶ ବିଦାୟ ନେଇଛନ୍ତି। ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନରେ ସ୍ଥାୟୀ ମଣ୍ଡପରୁ ସ୍ବତନ୍ତ୍ର ରୋଶଣି…

ସୈଫ୍‌ଙ୍କ ଦ୍ୱିତୀୟ ବିବାହ ଦିନ ଝିଅ ସାରାଙ୍କୁ ଅମୃତା କ’ଣ ଗିଫ୍ଟ କରିଥିଲେ ଜାଣନ୍ତୁ

ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ଙ୍କ ପିତା ସୈଫ୍‌ଙ୍କ ବିବାହ ଦିନ ମାଆ ଅମୃତା ତାଙ୍କୁ ଗିଫ୍ଟ କରିଥିଲେ ସବୁଠୁ ସୁନ୍ଦର ଲେହେଙ୍ଗା। ଏକଥା ସାରା ନିଜେ କହିଛନ୍ତି। ଏକ ମାଗାଜିନ୍‌କୁ ସାକ୍ଷାତକାର ଦେଇ ସାରା କହିଛନ୍ତି, ମୋ’ ପିତା ସୈଫ୍‌ ଯେଉଁଦିନ…

ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ: ସୁରେନ୍ଦ୍ର କୁମାର ହେଲେ ଜଳସମ୍ପଦ ସଚିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାରଙ୍କୁ ଜଳ ସମ୍ପଦ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ…

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍‌ ଆଶଙ୍କା କମ୍‌…

ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍‌ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍‌ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ଶିଶୁଙ୍କୁ ୬ମାସ କିମ୍ବା ଏହାଠାରୁ ଅଧିକ ସମୟ ସ୍ତନ୍ୟପାନ କରାଇଲେ ଟାଇପ୍‌-୨ ଡାଇବେଟିସ୍‌…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: କୋଟିପତି ଶିକ୍ଷୟିତ୍ରୀ ଗିରଫ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୬ସ୍ଥିତ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତି ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗୁରୁବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ତିଳୋତ୍ତମାଙ୍କ ଘରେ ଗୁରୁବାର ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ତାଙ୍କ…

ଭୁଲସ୍ଥାନରେ ରହିଛି ଏହି ବ୍ୟକ୍ତିଙ୍କ ଅଙ୍ଗପ୍ରତ୍ୟଙ୍ଗ, ଡାକ୍ତର ବି ଚିନ୍ତାରେ

କୁହାଯାଏ, ଭଗବାନ ମଣିଷଙ୍କୁ ଏପରି ଗଢ଼ିଥା’ନ୍ତି କି ଯେଉଁ ଅଙ୍ଗ ଯେଉଁଠି ରହିବା କଥା ରଖିଥା’ନ୍ତି। ଯେମିତିକି ମୁହଁ, ଆଖି, ନାକ, କାନ, ପେଟ ଯଥାସ୍ଥାନରେ ରହିଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି କୌଣସି ବ୍ୟକ୍ତିଙ୍କର ଯେଉଁ ଅଙ୍ଗ…

ଫର୍‌ହାନଙ୍କ ଠେଲାରୁ ଗୁପ୍‌ଚୁପ୍‌ ଖାଇଲେ ପ୍ରିୟଙ୍କା !

ମୁମ୍ବାଇ: ବଲିଉଡ୍‌ ତଥା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଏବେ ନିଜର ଆଗାମୀ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ’ର ପ୍ରମୋଶନରେ ବ୍ୟସ୍ତ। ଚଳିତ ସପ୍ତାହରେ ତାଙ୍କୁ ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ଦେଖିବାକୁ ମିଳିବ।…

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା ହେଲେ…

ବିଶ୍ୱର ୫ ଅଦ୍ଭୁତ ଗଛ: ଯାହାକୁ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭଗବାନଙ୍କ ସୃଷ୍ଟି ବିଚିତ୍ର। ପୃଥିବୀପୃଷ୍ଠରେ ଦେଖିବାକୁ ମିଳୁଥିବା ବୃକ୍ଷଲତା ମଧ୍ୟରେ ଅନେକ ସାମଞ୍ଜସ୍ୟ ଥିଲେ ମଧ୍ୟ କିଛି କିଛି ଭିନ୍ନ ଥାନ୍ତି। ସେଗୁଡ଼ିକ ଅଦ୍ଭୁତ ଗଠନକୁ ଦେଖିଲେ କେହିବି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଉପସ୍ଥାପନାରେ ଜାଣନ୍ତୁ ବିଶ୍ୱର ସେପରି ୫ଟି ଗଛ…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri