Home

ହରିୟାଣାର ୯୩% ନବନିର୍ବାଚିତ ବିଧାୟକ କୋଟିପତି

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ହରିୟାଣାର ନବନିର୍ବାଚିତ ୯୦ ବିଧାୟକଙ୍କ ମଧ୍ୟରୁ ୮୪ ଜଣ କୋଟିପତି ଥିବା ଆସୋସିଏଶନ୍‌ ଫର ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ବିଶ୍ଳେଷଣରୁ ଜଣାପଡିଛି। ଅର୍ଥାତ୍‌ ୯୩ ପ୍ରତିଶତ ବିଧାୟକଙ୍କ ସମ୍ପତ୍ତି ପରିମାଣ ୧ କୋଟି ଟଙ୍କାରୁ ଅଧିକ। ପୂର୍ବ ବିଧାନସଭାରେ ୭୫…

‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌ ୨୦୧୯’: ଶେଫାଳିଙ୍କ ସଫଳତା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବଲାଙ୍ଗୀର ଜନ୍ମିତ ଓଡ଼ିଆ ଝିଅ ଶେଫାଳି ଉଦ୍‌ଗାତା ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌-୨୦୧୯’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହେବାର ଗୌରବ ଅର୍ଜନ କରିଛନ୍ତି। ଏକାଧିକ ରାଷ୍ଟ୍ରରୁ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀମାନଙ୍କୁ ପଛରେ ପକାଇ ଶେଫାଳି ୩ୟ…

ବିପଦ ସାଜୁଛି ସ୍ତନକର୍କଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ମହିଳାମାନଙ୍କ କ୍ଷେତ୍ରରେ ସ୍ତନକର୍କଟ ଏକ ଜଣାଶୁଣା ବ୍ୟାଧି। ପାଶ୍ଚାତ୍ୟ ଦେଶଗୁଡ଼ିକରେ ସ୍ତନକର୍କଟ ପ୍ରାଥମିକ ଅବସ୍ଥାରେ ଚିହ୍ନଟ ହୋଇପାରୁଥିବା ସ୍ଥଳେ ଭାରତରେ ଏହା ପ୍ରାୟ ଶେଷ ଅବସ୍ଥାରେ ଜଣାପଡ଼ିଥାଏ। ତେଣୁ ସ୍ତନକର୍କଟ ରୋଗର ସ୍କ୍ରିନିଂ କାର୍ଯ୍ୟକ୍ରମ ଅତ୍ୟନ୍ତ ଜରୁରୀ। ସ୍ତନକର୍କଟ…

ମସ୍‌ଜିଦରେ ମହିଳାଙ୍କ ପ୍ରବେଶ କଟକଣାକୁ ଚ୍ୟାଲେଞ୍ଜ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଦେଶର ମସ୍‌ଜିଦଗୁଡ଼ିକରେ ମୁସଲମାନ ମହିଳାଙ୍କ ପ୍ରବେଶ ଉପରେ କଟକଣା ରହିଛି। ଏଭଳି ‘ଅସାମ୍ବିଧାନିକ’ କଟକଣା ଯୋଗୁ ଜୀବନଧାରଣ, ସମାନତା ଓ ଲିଙ୍ଗଗତ ନ୍ୟାୟ ଭଳି ଅଧିକାର କ୍ଷୁଣ୍ଣ ହେଉଥିବା ଦର୍ଶାଇ ଏହାକୁ ଉଠାଇବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା…

୧୩୮ କୋଟିର ଜିଏସ୍‌ଟି ଠକେଇ: ୪ ଗିରଫ

କଟକ ଅଫିସ/ରାଉରକେଲା ଅଫିସ୍‌, ୨୬।୧୦: ନା କିଣା ହୋଇଛି ସାମଗ୍ରୀ, ନା ବିକ୍ରୟ ହୋଇଛି। ମାତ୍ର କାଗଜପତ୍ରରେ ଦର୍ଶାଯାଇଛି ବହୁ କୋଟି ଟଙ୍କାର କାରବାର। ଏହିଭଳି ଜାଲିଆତି ମାଧ୍ୟମରେ ୧୩୮ କୋଟି ଟଙ୍କାର ଜିଏସ୍‌ଟି ଠକେଇ ହୋଇଛି। ଏଥିରେ ସମ୍ପୃକ୍ତ ରହିଛି…

ଜାତୀୟ ଲୋକମେଳା, କୃଷିମେଳା ଉଦ୍‌ଯାପିତ: ଛବିଳେନ୍ଦ୍ର, ବିମ୍ବାଧର, ରଞ୍ଜିତ, ଶ୍ରୀଧରଙ୍କୁ ଶ୍ରୀକ୍ଷେତ୍ର ସମ୍ମାନ

ପୁରୀ ଅଫିସ, ୨୬।୧୦: ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚଠାରେ ୫ଦିନ ବ୍ୟାପି ଚାଲିଥିବା ୧୭ତମ ଲୋକମେଳା(ଜାତୀୟ ଆଦିବାସୀ ଲୋକଗୀତ ଓ ନୃତ୍ୟ ମହୋତ୍ସବ ଏବଂ ହସ୍ତଶିଳ୍ପ ଓ କୁଟୀର ପ୍ରଦର୍ଶନୀ) ଏବଂ ୧୦ମ କୃଷିମେଳା(ଜାତୀୟ କୃଷି ପ୍ରଦର୍ଶନୀ) ଶୁକ୍ରବାର…

ଦୀର୍ଘାୟୁ ହେବାପାଇଁ ପିଅନ୍ତୁ ୮କପ୍‌ କଫି

ନିୟମିତ ଦିନକୁ ୮ କପ୍‌ କଫି ପିଇଲେ ଜଣେ ଦୀର୍ଘାୟୁ ହେବ ବୋଲି ଜଣାପଡିଛି। ବ୍ରିଟେନର କଫି ପିଉଥିବା ପ୍ରାୟ ଏକ ମିଲିୟନ୍‌ ବ୍ୟକ୍ତିଙ୍କୁ ନେଇ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି। ହେଲେ ଗର୍ଭାବସ୍ଥାରେ କଫି ପିଇବା କ୍ଷତିକାରକ ବୋଲି…

ଶିକ୍ଷକଙ୍କୁ ଅଡ଼ୁଆରେ ପକାଇଲା ହ୍ବାଟ୍ସଆପ୍‌ ମେସେଜ୍‌

ନାଉଗଁ।,୨୬ା୧୦(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଗତ୍‌ସିଂହପୁର ଜିଲାର ସମସ୍ତ ଘରୋଇ ଓ ସରକାରୀ ସ୍କୁଲ ଶୁକ୍ରବାର ବନ୍ଦ ରହିବ ବୋଲି ସରକାରୀ ନିର୍ଦ୍ଦେଶନାମା ଆସିଥିଲା। ସେହି ଅନୁସାରେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ସମ୍ପର୍କରେ ସମସ୍ତ ସ୍କୁଲକୁ…

ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି: ସ୍ବୟଂଶାସିତ ମାନ୍ୟତା ହରାଇବ ଢେଙ୍କାନାଳ କଲେଜ

ଢେଙ୍କାନାଳ ଅଫିସ, ୨୬।୧୦ – ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି ପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ରାଜ୍ୟ ସରକାର ସମସ୍ୟାକୁ ଅଣଦେଖା କରି ଚାଲିଛନ୍ତି। ଫଳରେ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ବସିଛି ଏହି…

ସାନତିହାଡ଼ା ଗ୍ରାମରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେଲେ

ଜଗତ୍‌ସିଂହପୁର ଅଫିସ,୨୬ା୧୦: ଜଗତ୍‌ସିଂହପୁର ଥାନା ଅଧୀନ ସାନତିହାଡ଼ା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରଶ୍ମିତା ରାଉତ ନାମ୍ନୀ ମହିଳାଙ୍କୁ ତାଙ୍କ ସ୍ବାମୀ ରୁଦ୍ରପ୍ରସନ୍ନ ହତ୍ୟା କରିବା ପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି। ଏନେଇ ରଶ୍ମିତାଙ୍କ ବାପା…

କ୍ଲିନିକ୍‌, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ ଥିବା ୩ଟି କ୍ଲିନିକ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଉପରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ…

ବଡ ଡୁମ୍ବୁଳାଗାଁରେ ପଶିଲା ଝରଣା ପାଣି : ୨ ଶହ ପରିବାର ଜଳବନ୍ଦୀ

ଦିଗପହଣ୍ଡି,୨୬ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁରେ ସୀତାଦେଈ ପାହାଡର ଝରଣା ପାଣି ପଶିଯିବାରୁ ପ୍ରାୟ ୨ ଶହ ପରିବାର ଜଳବନ୍ଦୀ ଅଛନ୍ତି। ବିଡିଓ ହଳଧର ଶବର, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା ଶୁକ୍ରବାର ଅପରାହ୍ନରେ ଗାଁରେ ପହଞ୍ଚତ୍ ସବିଶେଷ ତଥ୍ୟ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?