Home

ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି ଘର ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବାବେଳେ କେହି ଦୁର୍ବୃତ୍ତ ସେମାନଙ୍କୁ ଅତି ଶୋଚନୀୟ ଭାବେ…

ୟୁଏସ୍‌ ଓପନ୍‌ ଟେନିସ୍‌: ସେରେନାଙ୍କୁ ହରାଇ ଆଣ୍ଡ୍ରେସ୍କୁ ଚାମ୍ପିୟନ

ନ୍ୟୁୟର୍କ,୮।୯(ଏଏଫପି): ୧୯ ବର୍ଷୀୟା କାନାଡ଼ା ମହିଳା ଟେନିସ୍‌ ତାରକା ବାଇଆଙ୍କା ଆଣ୍ଡ୍ରେସ୍କୁ ଏଥର ୟୁଏସ୍‌ ଓପନ୍‌ ଟାଇଟଲ ହାସଲ କରିଛନ୍ତି। ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଳାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ ଫାଇନାଲ ମ୍ୟାଚରେ ଏହି ଉଦୀୟମାନ ମହିଳା ଖେଳାଳି ଆମେରିକାର…

ଶ୍ରୀରାମପୁର ପୋଲ ଉପରେ ଆଣ୍ଠୁଏ ପାଣି ପ୍ରବାହିତ : ଗମନାଗମନ ବାଧାପ୍ରାପ୍ତ

କୋଟଗଡ଼,୮।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ସଦରମହକୁମାଠାରୁ ଶ୍ରୀରାମପୁର ପଞ୍ଚାୟତ ୩୫ କି.ମି। ତେବେ କୋଟଗଡ଼ ଆସିବା ପାଇଁ ଏହି ପୋଲ ପାର ହେବାକୁ ପଡ଼େ। ଲଗାଣ ବର୍ଷା ଯୋଗୁ ପୋଲ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଥିବାରୁ ଅଞ୍ଚଳବାସୀଙ୍କ ଯାତାୟାତ…

ମରିନି ଆଶା, ରହିଛି ନୂଆ ସମ୍ଭାବନା: ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ବିକ୍ରମକୁ ଖୋଜିବ ଇସ୍ରୋ

ଶ୍ରୀହରିକୋଟା,୮।୯: ଭାରତର ବହୁ ପ୍ରତୀକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି ବୋଲି କୁହାଯାଉଥିଲେ ମଧ୍ୟ ଏବେ ବି ମରିନି ଆଶା, ବରଂ ରହିଛି ନୂଆ ସମ୍ଭାବନା। ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ହୋଇଯାଇଥିବା ଲ୍ୟାଣ୍ଡର…

ରାମ ଜେଠ୍‌ମାଲାନୀଙ୍କ ପରଲୋକ

ନୂଆଦିଲ୍ଲୀ,୮।୯: ବରିଷ୍ଠ ଆଇନଜୀବୀ ରାମ ଜେଠ୍‌ମାଲାନୀଙ୍କ ରବିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୧୯୨୩ ସେପ୍ଟେମ୍ବର ୧୪ରେ ସେ ପାକିସ୍ତାନର ଶିକାରପୁରଠାରେ ଜନ୍ମଗ୍ରହଣ କରିଥିଲେ।…

ବିମୁଦ୍ରୀକରଣ ଯୋଗୁ ଆସିଛି ମାନ୍ଦାବସ୍ଥା: ଆର୍‌ବିଆଇ

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘୋଷିତ ବିମୁଦ୍ରୀକରଣ ଯୋଗୁ ଦେଶରେ ମାନ୍ଦାବସ୍ଥା ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ଜଣାପଡିଛି। କେନ୍ଦ୍ର ସରକାରଙ୍କ ବିମୁଦ୍ରୀକରଣ ପଦକ୍ଷେପ ଯୋଗୁ ଦେଶର ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଥିବା ବିଶେଷଜ୍ଞମାନେ କହି…

ଶୀର୍ଷ ୧୦ ଦେଶରେ ଅଟୋମୋବାଇଲ ସେକ୍ଟରକୁ ମାନ୍ଦାବସ୍ଥା ମାଡ଼: ଭାରତ ସର୍ବାଧିକ ପ୍ରଭାବିତ

ନୂଆଦିଲ୍ଲୀ,୮।୯: ଗତ କିଛିବର୍ଷ ହେବ ବିଶ୍ୱ ପାସେଞ୍ଜର ଗାଡ଼ି ମାର୍କେଟ ଅଭିବୃଦ୍ଧିରେ ଭାରତର ଯୋଗଦାନ ଅଧିକ ରହିଆସିଛି। ତେବେ ଚଳିତ ଆର୍ଥିକ ବର୍ଷର ପ୍ରଥମ ୬ ମାସରେ ଉତ୍ପାଦନ ହ୍ରାସ ଦୃଷ୍ଟିରୁ ୧୦ ଶୀର୍ଷ ଦେଶଙ୍କ ମଧ୍ୟରେ ଭାରତ ସର୍ବାଧିକ ପ୍ରଭାବିତ…

ବଡ଼ ଆଖଡ଼ା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୮।୯: ଶ୍ରୀମନ୍ଦିରର ସୁରକ୍ଷା ଓ ପୁରୀର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଆମିକସ୍‌ କ୍ୟୁରି ସ୍ବାଗତ କରିବା ପରେ ରବିବାର ବଡ଼ ଆଖଡ଼ା ମଠ ଉଚ୍ଛେଦ ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ମଠ ଉପରେ ଥିବା ସିଂହଦ୍ୱାର ଥାନା…

ନୂଆ ମୋଟର ଯାନ ଆଇନ ଅଡୁଆ: ପରିବହନ ବିଭାଗରେ ଖୋଲିଲା କଲ୍‌ ସେଣ୍ଟର; ସକାଳ ୮ରୁ ରାତି ୧୦ଟା ଯାଏ ଖୋଲା ରହିବ

ଭୁବନେଶ୍ୱର, ୮।୯(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଜରିମାନା ରାଶିକୁ କେଇ ଗୁଣା ବଢାଇ ଦିଆଯାଇଛି। ଏହାକୁ ନେଇ ଜନଅସନ୍ତୋଷ ଦେଖାଦେଉଛି। ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ…

ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଜଳ ପ୍ରବେଶ: ବିପଦ ସଂକେତ ଉପରେ ପ୍ରବାହିତ, ବନ୍ୟା ଆଶଙ୍କା

ଯାଜପୁର ରୋଡ,୮।୯(ନି.ପ୍ର.)- ବୈତରଣୀ ନଦୀରେ ବନ୍ୟା ଜଳ ଦ୍ୱିତୀୟ ଥର ପାଇଁ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ଥିବାବେଳେ ବର୍ତ୍ତମାନ ୧୭.୮୫ ମିଟରରେ ଜଳ ପ୍ରବାହିତ ହେଉଛି। ପୂର୍ବାହ୍ନ ୧୦ଟାବେଳେ ୧୭.୭ ମିଟର ଥିବାବେଳେ ମଧ୍ୟାନ୍ନରେ ୧୭.୪୭ ମି.,…

ତଦନ୍ତ ଆଳରେ କାଳିଆ ସହାୟତା ପ୍ରଦାନରେ ବିଳମ୍ବ: ଚୂଡାନ୍ତ ରିପୋର୍ଟରେ ସ୍ବଚ୍ଛତା ନେଇ ପ୍ରଶ୍ନବାଚୀ

ରସୁଲପୁର,୮।୯(ଡି.ଏନ.ଏ.)- ସମୟ ଗଡି ଚାଲିଛି, ହେଲେ କାଳିଆ ଦ୍ୱନ୍ଦ୍ୱ ତୁଟୁନି। ତଦନ୍ତ ଆଳରେ ସରକାର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଟଙ୍କା ଦେବେରେ ବିଳମ୍ବ କରୁଛନ୍ତି। ସରକାର ଏହି ଯୋଜନାରୁ ଅଯୋଗ୍ୟଙ୍କୁ ବାଛି ବାଦ୍‌ ଦେବା ଆଳରେ ମାସାଧିକ କାଳ ବିତିଗଲାଣି। ତଦନ୍ତ…

ସ୍କୁଲ ଛାତ ଭୁଶୁଡ଼ି ୧୨ ପିଲା ଆହତ

ମିରଟ୍‌, ୮ା୯(ପି.ଟି.) : ଉତ୍ତରପ୍ରଦେଶର ମିରଟ୍‌ ଅନ୍ତର୍ଗତ ଦାବଥୁଆରେ ଥିବା ସରସ୍ବତୀ ଜ୍ଞାନମନ୍ଦିର ସ୍କୁଲର ଛାତ ଶନିବାର ଭୁଶୁଡ଼ି ପଡ଼ିଛି। ଫଳରେ ୧୨ ପିଲା ଆହତ ହୋଇଛନ୍ତି। ୬ ଜଣ ଗୁରୁତର ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ନିକଟସ୍ଥ ହସ୍ପିଟାଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri