ଟ୍ରାଫିକ୍ ନିୟମ ଭାଙ୍ଗିଥିବା ୫୧ ପୋଲିସ ବାବୁଙ୍କୁ ଜରିମାନା
ମିରଟ,୭।୯: ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହୋଇଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପୋଲିସ ବାବୁମାନେ ମଧ୍ୟ ଏହି ନୂଆ ଆଇନ ଅନୁସାରେ ଟ୍ରାଫିକ୍ ନିୟମ ଉଲ୍ଲଂଘନ କରି ଜରିମାନା ଦେଇଛନ୍ତି। ଉତ୍ତରପ୍ରଦେଶ ମିରଟରେ ୫୧ ପୋଲିସ କର୍ମଚାରୀଙ୍କ…
ହେଲ୍ମେଟ୍ ନ ପିନ୍ଧିଥିବାରୁ କାର୍ ଚାଳକଙ୍କ ଚାଲାଣ କାଟିଲା ପୋଲିସ
ଲକ୍ଷ୍ନୌ,୭।୯: ଉତ୍ତର ପ୍ରଦେଶର ଆଲିଗଡରେ ପୋଲିସର ଖାମଖିଆଲି ମନୋଭାବ ସାମ୍ନାକୁ ଆସିଛି। ଏଠାରେ ଇ ଚାଲାଣ କାଟିବା ସମୟରେ ଜଣେ କାର୍ ଚାଳକଙ୍କ ନାଁରେ ପୋଲିସ ହେଲ୍ମେଟ୍ ପିନ୍ଧି ନ ଥିବା ଅଭିଯୋଗରେ ଚାଲାଣ କାଟିଥିବା ଜଣାପଡିଛି। ତେବେ କାର୍ ଚାଳକ…
ଘରୁ ଅସରପା ଦୂରେଇ ରଖିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ଅଳିଆ ଆବର୍ଜନା ସ୍ଥାନରେ ଅସରପା ରହିଥାନ୍ତି। ଏହାଦ୍ୱାରା ଘର ମଇଳା ହୋଇଥାଏ। ତେବେ ଅସରପାଙ୍କୁ ଘରୁ ଦୂରେଇ ରଖିବା ପାଇଁ ଚିନି ସହିତ ବେକିଙ୍ଗ୍ ସୋଡ଼ା ମିଶାଇ ଅସରପା ରହୁଥିବା ସ୍ଥାନରେ ରଖିଲେ ଅସରପା ପଳାଇ ଯାଇଥାନ୍ତି। ସେହିପରି ବୋରିକ୍ ଏସିଡ୍…
ଚୋପା ସହ ଚୋବାଇ ଖାଆନ୍ତୁ ଫାଳେ ସେଓ…
ପ୍ରତିଦିନ ଫାଳେ ସେଓକୁ ଚୋପା ସହ ଚୋବାଇ ଖାଇଲେ ଅନେକ ଉପକାର ମିଳିଥାଏ। ସେଓରେ ଭିଟାମିନ୍ ଏ, ଭିଟାମିନ୍ ସି’, ପୋଟାସିୟମ୍, ଫାଇବର ଓ କାର୍ବୋହାଇଡ୍ରେଟ୍ସ ଭରପୁର ମାତ୍ରାରେ ରହିଛି । ଗୋଟିଏ ସେଓରେ ପ୍ରାୟ ୯୫ କ୍ୟାଲୋରୀ ରହିଥାଏ ।…
ସୁଧୁରୁନି ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ୨୩୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ
ନୂଆଦିଲ୍ଲୀ,୭।୯: ସୀମାରେ ପାକିସ୍ତାନର କାର୍ଯ୍ୟକଳାପ ଅସହ୍ୟ ହେବାରେ ଲାଗିଛି। ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ନିର୍ଦ୍ଦେଶରେ ୨୩୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି। ତେବେ ପାକିସ୍ତାନର ଏଭଳି ହୀନ ଉଦ୍ଦେଶ୍ୟ ସଫଳ ହେବ ନାହିଁ ବୋଲି…
ନୂଆ ମୋଟର ଯାନ ନିୟମକୁ ନେଇ ଭୁବନେଶ୍ୱରରେ ହଙ୍ଗାମା: ପୋଲିସ ଗାଡ଼ି ସହ ୩ ସରକାରୀ ଗାଡ଼ିକୁ ଅଟକାଇ କାଗଜପତ୍ର ଯାଞ୍ଚ କଲେ ଉତ୍ତ୍ୟକ୍ତ ଲୋକେ
ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ରାଜମହଲ ଛକରେ ନୂଆ ମୋଟର ଯାନ ନିୟମକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସରକାରୀ ଓ ପୋଲିସ ଗାଡିକୁ ଯାଞ୍ଚ ନ କରାଯାଇ ଛାଡ଼ିଦିଆଯାଉଥିବା ଅଭିଯୋଗ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱର ରାଜମହଲ…
ଓଡ଼ିଶା ଫେରିଲେ ଜଗା-କାଳିଆ
କଟକ ଅଫିସ,୭।୯: ଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଓଡ଼ିଶାର ଯୋଡା ମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡିଶା ଫେରିଛନ୍ତି। ରାଜଧାନୀ ଏକ୍ସପ୍ରେସରେ ସେମାନେ ପ୍ରଥମେ ବାଲେଶ୍ୱରରେ ପହଞ୍ଚିଥିବା ଖବର ଆସିଥିଲା। ଏବେ ସେମାନଙ୍କୁ…
ଚନ୍ଦ୍ରୟାନ-୨ର ବିଫଳତାରେ ଜୋର୍ରେ କାନ୍ଦିଲେ ମନ୍ତ୍ରୀ
ଲକ୍ଷ୍ନୌ,୭।୯: ଭାରତର ବହୁ ପ୍ରତିକ୍ଷିତ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ବିଫଳତା ନେଇ ଉତ୍ତରପ୍ରଦେଶ ମନ୍ତ୍ରୀ ଜୋର୍ରେ କାନ୍ଦି ଉଠିଛନ୍ତି। ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀଙ୍କ ମନ୍ତ୍ରୀ ମୋହସିନ୍ ରାଜା ଏକ ସାକ୍ଷାତ୍କାରରେ ଏପରି କରିଛନ୍ତି। ମନ୍ତ୍ରୀ ଗଣମାଧ୍ୟମ ପ୍ରତିନିଧିଙ୍କ ଆଗରେ ବଡ଼ ପାଟିରେ…
ମୋଦି ସରକାର ସେପ୍ଟେମ୍ବର ୯ରୁ ବିକିବେ ସୁନା: ଗ୍ରାମ୍ ପିଛା ଦର ୩ ହଜାର ୮ଶହ ୯୦
ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସୁନାରେ ନିବେଶ କରିବା ପାଇଁ ଏକ ଯୋଜନା କରିଛନ୍ତି। ସେପ୍ଟେମ୍ବର ୯ରେ ସରକାର ଗୋଲ୍ଡ ବଣ୍ଡ ସିରିଜ୍-୨ର ଆରମ୍ଭ କରିବେ। ଏହା ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଜାରି ରହିବ। ଏହି ଯୋଜନାରେ ସୁନା ଦର…
ଦୁଇ ପୁଅଙ୍କୁ ବିଷ ଦେଇ ମା’ଙ୍କ ଆତ୍ମହତ୍ୟା: ଜଣେ ପୁଅ ମୃତ, ଜଣେ ଗୁରୁତର
କାଲିମେଳା,୭।୯(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଳରାଇ ପଞ୍ଚାୟତ ତେଳରାଇ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା ତାଙ୍କ ଦୁଇ ପୁଅଙ୍କୁ ବିଷ ପିଆଇବା ସହ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ତେବେ ବିଷପାନ ଯୋଗୁ…
ଲୋମଟାଙ୍କୁରା ଘଟଣା : ଜାହାଜରେ ଏକକାଳୀନ ୪୫୦୦ ଲୋକଙ୍କ ହୋଇଥିଲା ମୃତ୍ୟୁ
ପ୍ରତିଦିନ ରାସ୍ତାରେ ଗାଡ଼ିମୋଟର ଦୁର୍ଘଟଣା ଘଟି ଲୋକେ ମୃତାହତ ହେଉଥିବା ଜାଣିଛନ୍ତି। କିନ୍ତୁ ଜାହାଜରେ ଯାଉଥିବା ସମୟରେ ଏକକାଳୀନ ହଜାର ହଜାର ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା କେବେ ଶୁଣିଛନ୍ତି? ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଲୋମଟାଙ୍କୁରା ଘଟଣା ଘଟିଥିଲା ୧୯୪୭…
ବିଦ୍ୟୁତ୍ ବିଭ୍ରାଟ ପ୍ରତିବାଦରେ ଅତାବିରା ବନ୍ଦ, ରାସ୍ତାକୁ ଓହ୍ଲାଇଲେ ଲୋକେ
ଅତାବିରା/ସରଣ୍ଡା,୭।୯(ଡି.ଏନ୍.ଏ.)- ବରଗଡ଼ ଜିଲା ଅତାବିରାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଉପୁଜୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ଆବଶ୍ୟକ ସଂଖ୍ୟକ ବିଦ୍ୟୁତ୍ କର୍ମଚାରୀ ମଧ୍ୟ ନାହାନ୍ତି। ଫଳରେ ବିଦ୍ୟୁତ୍ ବିଭ୍ରାଟ ହେଲେ ତାର…
Archives


