Home

ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…

ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ । କୋଷ୍ଠକାଠିନ୍ୟ…

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଆମ୍ବପତ୍ର

ଆମ୍ବ ପତ୍ରରେ ଭିଟାମିନ୍‌ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍‌ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ ରୋଗୀଙ୍କ ପାଇଁ ଏକପ୍ରକାର ବରଦାନ କହିଲେ ଅତ୍ୟୁକ୍ତି ହେବ ନାହଁି। ଯଦିଓ ଆମ୍ବ ଖାଇବା…

ଏହି ଖେଳାଳିଙ୍କୁ ହୋଇଛି ବ୍ରେନ୍‌ ଟ୍ୟୁମର୍‌:କହିଲେ, ଯୁବରାଜଙ୍କ ଭଳି ରୋଗ ସହ ଲଢିବି

ଢାକା,୧।୧୦: ବାଲାଂଦେଶର ବାମହାତୀ ସ୍ପିନର୍‌ ମୋଶରଫ ହୁସେନ୍‌ ମାରାତ୍ମକ ରୋଗ ବ୍ରେନ୍‌ ଟ୍ୟୁମର୍‌ ସହ ଲଢୁଛନ୍ତି। ଭାରତର ପୂର୍ବତନ ଖେଳାଳି ଯୁବରାଜ ସିଂଙ୍କ ପରି ରୋଗ ସହ ଲଡିବାକୁ ଚାହିଁଛନ୍ତି ହୁସେନ୍‌। ରୋଗ ପାଇଁ ଖର୍ଚ୍ଚ କରିବାକୁ ପାଖରେ ଟଙ୍କା ନ…

ବୁଧବାରଠାରୁ ‘ମୋ ସରକାର’: ପ୍ରତିଦିନ ୧୦ ଲୋକଙ୍କଠାରୁ ସରକାରୀ ସେବାକୁ ନେଇ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଏକ ମାସର ପ୍ରସ୍ତୁତି ପରେ ବୁଧବାରଠାରୁ ରାଜ୍ୟରେ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ। ସରକାରୀ ସେବାକୁ ନେଇ ଜନତା ଦେବେ ମତ। ଭଲ ସେବା ଦେଲେ ମିଳିବ ପୁରସ୍କାର, ନଚେତ୍‌ ହେବେ ତିରସ୍କାର। ପ୍ରାଥମିକ ପର୍ଯ୍ୟାୟରେ ଥାନା ଓ…

ଇଞ୍ଜୁରି କାରଣରୁ ହାର୍ଦ୍ଦିକ ଦୀର୍ଘ ଦିନ ବାଦ୍‌ ପଡିବା ସମ୍ଭାବନା

ନୂଆଦିଲ୍ଲୀ,୧।୧୦(ପି.ଟି.)- ଭାରତର ପ୍ରଥମ ପସନ୍ଦର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇଞ୍ଜୁରି କାରଣରୁ ଦୀର୍ଘ ଦିନଧରି କ୍ରିକେଟରୁ ବାଦ୍‌ ପଡିବା ସମ୍ଭାବନା ସୃଷ୍ଟି ହୋଇଛି। ପିଠିର ନିମ୍ନ ଭାଗରେ ଥିବା ଅଘାତ ସମସ୍ୟା କାରଣରୁ ସେ ଆଗକୁ ଆୟୋଜନ ହେବାକୁ ଥିବା ବାଂଲାଦେଶ…

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁକୁ ଜିତାଇଲେ କାର୍ତ୍ତିକ

ଜୟପୁର, ୧।୧୦ (ପି.ଟି.)- ବିଜୟ ହଜାରେ ଟ୍ରଫିର ୬ଷ୍ଠ ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ କର୍ନାଟକ ୭୪ ରନରେ ବେଙ୍ଗଲକୁ ପରାସ୍ତ କରିଛି। ଜୟପୁର ବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏଲିଟ୍‌ ଗ୍ରୁପ୍‌-ସି’ର ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ତାମିଲନାଡ଼ୁ…

ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ

ମହାରାଷ୍ଟ୍ରର ଅମରାବତୀର ହର୍ବିନ୍‌ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍‌ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ ରୋଟି’ ଅଭିଯାନ। ‘ଦଶବନ୍ଦ’ର ଅର୍ଥ ନିଜ ରୋଜଗାରର ଦଶ ପ୍ରତିଶତ ଅଂଶକୁ ଗରିବ…

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ କରୁଛନ୍ତି।…

ବାଇକ୍‌ ପଛପଟୁ ପିଟିଲା ଟ୍ରକ୍‌: ମା’, ଝିଅ ମୃତ; ବାପା ଗୁରୁତର

ରୂପ୍‌ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ…

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ…

ମା’ ଆଇଏଏସ୍‌, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ

ମା’ ଜଣେ ଆଇଏଏସ୍‌ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ହରିଆଣାରେ ହେବାକୁ ଥିବା ବିଧାନସଭାରେ ପୁନ୍ହାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri