Home

ମହାତ୍ମା ଗାନ୍ଧୀଙ୍କୁ ନିଜ ଅଟୋଗ୍ରାଫକୁ ୫ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା

ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯିବାକୁ ଯୋଜନା କରାଯାଇଛି। ୧୮୬୯ ଅକ୍ଟୋବର ୨ରେ ଗୁଜରାଟର ପୋରବନ୍ଦରଠାରେ ମୋହନଦାସ କରମଚାନ୍ଦ ଗାନ୍ଧୀ…

ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…

ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଏକ ମନ୍ଦିରରେ ସିନ୍ଦୁରରେ ନିର୍ମିତ ଗଣେଶ ମୂର୍ତ୍ତି ପୂଜା ପାଉଛନ୍ତି।…

ଗେଣ୍ଡୁଫୁଲର ଉପକାରିତା

ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ ଏବେ ଚର୍ମ ରୋଗ ଜଟିଳ ରୂପ ଧାରଣ କରିଛି। ଏଥିରେ ଆକ୍ରାନ୍ତ ଲୋକଙ୍କୁ ଯାଦୁ,…

କମିଲା ସୁନା ଦର

ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା। ଏବେ କିନ୍ତୁ ଗତ କିଛି ସପ୍ତାହ ହେବ ଉଭୟ ସୁନା ଓ ରୂପା ଦର…

ପାକିସ୍ତାନ ନାଳରୁ ମିଳିଲା ବିଏସଏଫ ଯବାନ ପରିତୋଷ ମଣ୍ଡଳଙ୍କ ମୃତଦେହ

ଇସଲାମାବାଦ,୧।୧୦: ଜମ୍ମୁ କଶ୍ମୀର ସୀମା ରେଖାରେ ଡ୍ୟୁଟିରେ ଥିବା ବେଳେ ନିଖୋଜ ହୋଇଯାଇଥିବା ବର୍ଡର ସିକ୍ୟୁରଟି ଫୋର୍ସ(ବିଏସଏଫ)ର ଯବାନ ପରିତୋଷ ମଣ୍ଡଳ(୫୪)ଙ୍କ ମୃତଦେହ ପାକିସ୍ତାନରୁ ଅଇକ୍‌ ନାଳରୁ ଉଦ୍ଧାର କରାଯାଇଛି। ପାକିସତାନ ରେଞ୍ଜର୍ସ ପକ୍ଷରୁ ଏହି ସୂଚନା ବିଏସଏଫ ଜମ୍ମୁ ୟୁନିଟକୁ…

୫୨୦ ଜାତୀୟ ରାଜପଥ ଟ୍ରାଫିକ୍‌ ଜାମ୍‌ରେ ଫସିଲା ଆମ୍ବୁଲାନ୍ସ, ଯନ୍ତ୍ରଣାରେ ଛଟପଟ ହେଲେ ଗର୍ଭବତୀ

ଯୋଡ଼ା,୧।୧୦ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ଲହଣ୍ଡାଠାରେ ମଙ୍ଗଳବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ରାସ୍ତାରେ ପ୍ରବଳ ଟ୍ରାଫିକ୍‌ ଜାମ ହୋଇଥିବାରୁ ଏକ ଆମ୍ବୁଲାନ୍ସ ଫସିଯାଇଥିଲା। ଫଳରେ ସେଥିରେ…

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଭାଜପାର ବହୁ ନେତାମାନେ ସାମିଲ ହୋଇଥିଲେ।…

ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା

କାକଟପୁର, ୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା ବା ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହୋଇଛି। ମନ୍ଦିରମାନଙ୍କରେ ଭକ୍ତି ଓ ନିଷ୍ଠାର ସହିତ…

ଚାଇନାର ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପ୍ରଦର୍ଶନ

ବେଜିଂ,୧।୧୦: ଚାଇନାରେ କମ୍ୟୁନିଷ୍ଟ ଶାସନକୁ ଅକ୍ଟୋବର ୧କୁ ୭୦ବର୍ଷ ପୂରିଛି। ଏନେଇ ମଙ୍ଗଳବାର ବେଜିଂରେ ବହୁ ଧୁମ୍‌ଧାମ୍‌ରେ ଉତ୍ସବ ପାଳନ କରାଯାଉଛି। ନ୍ୟାଶନାଲ ଡେ ପରେଡରେ ଚାଇନା ପକ୍ଷରୁ ସବୁଠାରୁ ବଡ ସାମରିକ ପରେଡ ଏବଂ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରାଯାଇଛି।…

ଦେଶରେ ୪୫ କୋଟିରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ, ମୁମ୍ବାଇ ଆଗରେ

ନୂଆଦିଲ୍ଲୀ,୧।୧୦: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ୪୫.୧କୋଟି ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ ଅଛନ୍ତି। ଭାରତରେ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ପ୍ରତି ତିନିଜଣ ବ୍ୟକ୍ତିଙ୍କ ମଧ୍ୟରେ ୨ଜଣଙ୍କ ବୟସ ୧୨ରୁ ୨୯ ବର୍ଷ ବୋଲି…

ସମାଜବାଦୀ ପାର୍ଟିକୁ ଲାଗିପାରେ ବଡ଼ ଝଟ୍‌କା: ଭାଜପାରେ ସାମିଲ ହୋଇପାରନ୍ତି ଅଖିଳେଶଙ୍କ ବନ୍ଧୁ

ଲକ୍ଷ୍ନୌ,୧।୧୦: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି(ଏସ୍‌ପି)କୁ ଲାଗିପାରେ ବଡ଼ ଝଟ୍‌କା। ଏସ୍‌ପିର ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ନିକଟତମ ବନ୍ଧୁ ତଥା ଗତ ସରକାରରେ ମନ୍ତ୍ରୀ ଥିବା ଅଭିଷେକ ମିଶ୍ରା ଖୁବ୍‌ଶୀଘ୍ର ଭାଜପାରେ ଯୋଗଦେଇପାରନ୍ତି। ବର୍ତ୍ତମାନ ଦିଲ୍ଲୀର ଭାଜପା ପ୍ରଦେଶ…

ହାତୀର ସ୍ବାସ୍ଥ୍ୟବସ୍ଥାରେ ସୁଧାର ନାହିଁ, ଜାରି ରହିଛି ଚିକିତ୍ସା

କେନ୍ଦୁଝର, ୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଉପରସୁମଠ ଗ୍ରାମ ଜଙ୍ଗଲରେ ଗତ ୪ ଦିନ ହେବ ଅସୁସ୍ଥ ହୋଇ ପଡ଼ିରହିଥିବା ମାଈ ହାତୀର ଚିକିତ୍ସା ଜାରିରହିଛି। ତେବେ ତା’ର ସ୍ବାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri