Home

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ମୂଳା

ବାଡିବଗିଚାରେ ଅତିସହଜରେ ମିଳୁଥିବା ମୂଳାରେ ଭରପୂର ଔଷଧୀୟ ଗୁଣ ରହିଛି। ରକ୍ତଚାପଠାରୁ ଆରମ୍ଭ କରି ଡାଇବେଟିସ ପର୍ଯ୍ୟନ୍ତ ରୋଗର ମହୋଷଧୀ ଏହି ମୂଳାରେ ହିଁ ରହିଛି। ମୂଳାରେ ଫାଇଟୋକେମିକାଲସ ଓ ଏନ୍ଥୋକ୍ୟାନିସ ନାମକ ତତ୍ତ୍ୱ ରହିଥାଏ ଯାହା କ୍ୟାନ୍ସର ଭଳି ମାରାତ୍ମକ…

ନିମ୍ନମାନର ରାସ୍ତା କାମକୁ ବିରୋଧ: ଯନ୍ତ୍ରୀ ମାନିଲେ, ବନ୍ଦ ହେଲା କାମ

କାମାକ୍ଷାନଗର, ୨୩।୧୦(ଡି.ଏନ୍‌.ଏ.) : ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବାରୁଆ(କା) ପଞ୍ଚାୟତ ପୂର୍ତ୍ତ ବିଭାଗ ରାସ୍ତାଠାରୁ ଇଚ୍ଛାବତୀପୁର ଯାଏ ଚାଲିଥିବା ରାସ୍ତାକାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ ଆଣିଛନ୍ତି ଗ୍ରାମବାସୀ। ଏହାକୁ ନେଇ ପ୍ରତିବାଦର ସ୍ବର ଉଠିବା ପରେ ବିଭାଗୀୟ ଯନ୍ତ୍ରୀ…

ବିଜୟ ହଜାରେ ଟ୍ରଫି: କର୍ନାଟକ-ତାମିଲନାଡ଼ୁ ଫାଇନାଲ

ବେଙ୍ଗାଲୁରୁ, ୨୩।୧୦ (ପି.ଟି.): କର୍ନାଟକ ଓ ତାମିଲନାଡ଼ୁ ମଧ୍ୟରେ ବିଜୟ ହଜାରେ ଟ୍ରଫି ଅଷ୍ଟାଦଶ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଖେଳାଯିବ। ବୁଧବାର ଖେଳାଯାଇଥିବା ଉଭୟ ସେମିଫାଇନାଲରେ କର୍ନାଟକ ଓ ତାମିଲନାଡ଼ୁ ଯଥାକ୍ରମେ ଛତିଶଗଡ଼ ଓ ଗୁଜରାଟକୁ ପରାସ୍ତ କରି ଟ୍ରଫି ଲଢ଼େଇକୁ…

ଭାରତ ଅଧିନାୟକ ଭଳି ବିସିସିଆଇର ନେତୃତ୍ୱ ନେବି

ମୁମ୍ବାଇ,୨୩।୧୦(ପି.ଟି.): ଭାରତୀୟ ଦଳର ନେତୃତ୍ୱ ନେଇ ଯେଉଁଭଳି କାର୍ଯ୍ୟ କରିଥିଲି, ଠିକ୍‌ ସେହିପରି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ ସମ୍ପାଦନ କରିବି ବୋଲି ଦାୟିତ୍ୱ ଗ୍ରହଣ କରିବା ପରେ ସୌରଭ ଗାଙ୍ଗୁଲି କହିଛନ୍ତି। ଅଧିନାୟକ ଥିବା…

ଡ୍ରୋନ୍‌ରୁ ଉତ୍ତୋଳିତ ଶ୍ରୀମନ୍ଦିର ଚିତ୍ର ଭାଇରାଲ୍‌

ପୁରୀ ଅଫିସ, ୨୩ା୧୦: ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଫଟୋ ଉଠାଇବା କିମ୍ବା ଭିଡିଓ ଉତ୍ତୋଳନ କରିବା ନେଇ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେବା ଭଳି ସୋସିଆଲ ମିଡିିଆରେ ପୁଣି ଶ୍ରୀମନ୍ଦିରର ଫଟୋ ଭାଇରାଲ ହୋଇଛି।…

ପୁରୀ ସହରରେ ବୁଲା କୁକରଙ୍କ ଦୌରାତ୍ମ୍ୟ: ୩୫୦ କୁକୁରଙ୍କର ହେଲା ବନ୍ଧ୍ୟାକରଣ

ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା ପଶୁ ଗଣନା ଅନୁଯାୟୀ, ବର୍ତ୍ତମାନ ପୁରୀ ସହର ଏବଂ ଏହାର ଉପକଣ୍ଠରେ ପ୍ରାୟ ୭,୦୦୦ରୁ…

ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଚୋରି

ଭଦ୍ରକ ଅଫିସ, ୨୩।୧୦: ଭଦ୍ରକ ଟାଉନ ଥାନା ରାଜଘାଟ ଛକ ନିକଟସ୍ଥ ସୀତାରାମ କମ୍ପ୍ଲେକ୍ସଠାରେ ଥିବା ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଟଙ୍କା ଚୋରି ହୋଇଛି। ଏ ନେଇ ପାର୍ଲର ମାଲିକ କମଳା ସାହୁ ଟାଉନ ଥାନାରେ ଏତଲା ଦାଏର କରିବା…

ଦିଲ୍ଲୀ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ହେଲେ ସୁଭାଷ ଚୋପ୍ରା

ନୂଆଦିଲ୍ଲୀ,୨୩।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ କଂଗ୍ରେସକୁ ନୂଆ ଅଧ୍ୟକ୍ଷ ମିଳିଛି। ବୁଧବାର ସୁଭାଷ ଚୋପ୍ରାଙ୍କୁ ଦିଲ୍ଲୀ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏଥିସହ କୀର୍ତ୍ତି ଆଜାଦ୍‌ଙ୍କୁ ଡିପିସିସିର ନିର୍ବାଚନ ପ୍ରଚାର ସମିତି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।…

ଜଳେଶ୍ୱରରେ ‘କଳାବତୀ’

ଜଳେଶ୍ୱର,୨୩।୧୦: ଜୈବିକ ପଦ୍ଧତିରେ କୃଷି କାର୍ଯ୍ୟ ଲାଗି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନାମ୍ପୋ ପଞ୍ଚାୟତର ଆମ୍ବପଞ୍ଜା ଗ୍ରାମର ଚାଷୀ ଶିବନାରାୟଣ ଜେନା ଓ ପୂର୍ଣ୍ଣଚନ୍ଦ୍ର ସାମଲ ଆଗଭର ହୋଇ ଏଥର ପରୀକ୍ଷାମୂଳକ ‘କଳାବତୀ’ଧାନ ଚାଷ ଆରମ୍ଭ କରିଛନ୍ତି। ଏହି…

ପୋଲ ତଳେ ଫସିଲା ପ୍ଲେନ

ବେଜିଂ,୨୩।୧୦: ଚାଇନାର ହର୍ବିନ୍‌ରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି, ଯାହାକୁ ଦେଖି ସମସ୍ତେ ଚକିତ ହୋଇପଡ଼ିଛନ୍ତି। ହର୍ବିନ୍‌ ସହରର ଏକ ପୋଲ ତଳେ ଟ୍ରକରେ ଯାଉଥିବା ବିମାନଟି ଫସି ଯାଇଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ଧୀରେନ୍ଦ୍ର ସାମ୍ଭାଜି କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୧୯୯୭ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଧିକାରୀ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସର ଅନ୍‌ ସ୍ପେସିଆଲ…

ଦବଙ୍ଗ-୩ ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲ୍‌ମାନ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଦବଙ୍ଗ-୩ର ଟ୍ରେଲର ରିଲିଜ୍‌ ହୋଇଛି। ୩ ମିନିଟ୍‌ର ଏହି ଟ୍ରେଲରରେ ସଲ୍‌ମାନଙ୍କ ବହୁ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି। ପ୍ରଭୁ ଦେବାଙ୍କ ନିର୍ଦ୍ଦେଶିତ ଉକ୍ତ ଫିଲ୍ମରେ ସଲ୍‌ମାନ ପୋଲିସ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?