Home

ପାରିବାରିକ କଳିର କରୁଣ ପରିଣତି: ବାପା ଠେଙ୍ଗା ମାଡ଼ରେ ୪ବର୍ଷର ପୁଅ ମୃତ, ସ୍ତ୍ରୀ ଗୁରୁତର

ଯୋଡ଼ା,୩୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ପିଢପୋଖରୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ଯୁବକଙ୍କ ଠେଙ୍ଗା ମାଡ଼ରେ ତାଙ୍କ ୪ବର୍ଷ ପୁଅଙ୍କ ମୃତ୍ୟୁ ଘଟିଛି । ସ୍ତ୍ରୀ ଗୁରୁତର ହୋଇଛନ୍ତି…

ରାତିରେ ଶୁଣନ୍ତୁ ସଙ୍ଗୀତ; ଶରୀର ହେବ ସୁନ୍ଦର…

ଶରୀରକୁ ସୁନ୍ଦର ରଖିବା ପାଇଁ କେତେକ ଲୋକ ବିଭିନ୍ନ ଉପାୟ ଗ୍ରହଣ କରିଥାନ୍ତି। ତେବେ ନିୟମିତ ଅଭ୍ୟାସ କରି ରାତିରେ କିଛି ସମୟ ପାଇଁ ସଙ୍ଗୀତ ଶୁଣିଲେ ଶରୀର ସୁଢ଼ୋଳ ହୋଇଥାଏ। ଏନେଇ ଭିଏନା ବିଶ୍ୱ ବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ…

୯୦ବର୍ଷରେ ଇନ୍‌ଷ୍ଟାଗ୍ରାମରେ ଡେବ୍ୟୁ କଲେ ସୁର ସମ୍ରାଜ୍ଞୀ

ମୁମ୍ବାଇ: ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହୁଥିବା ଲତା ମଙ୍ଗେସ୍‌କର ପ୍ରାୟ ଟୁଇଟରରେ ଟୁଇଟ୍‌ କରିଥାଆନ୍ତି। ଟୁଇଟ୍‌ର କିଛି ସମୟ ମଧ୍ୟରେ ଏହା ଲୋକଙ୍କ ପାଇଁ ଚର୍ଚ୍ଚାର ବିଷୟ ପାଲଟିଥାଏ। ନିକଟରେ ୯୦ତମ ଜନ୍ମଦିନ ପାଳିଥିବା ଭାରତର କୋକିଳକଣ୍ଠୀ ଏବେ ଇନ୍‌ଷ୍ଟାଗ୍ରାମରେ…

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା: ଦାଦ୍‌ରିରୁ ବବିତା ଫୋଗଟ

ଚଣ୍ଡିଗଡ,୩୦।୯: ହରିୟାଣାରେ ବିଧାନସଭା ନିର୍ବାଚନ ଲାଗି ୭୮ ଆସନ ପାଇଁ ଭାଜପା ପକ୍ଷରୁ ସୋମବାର ଆଶାୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ପୁଣି ଥରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟାର କରନାଲ ଆସନ ପାଇଁ ନିର୍ବାଚନ ଲଢ଼ିବେ। ସେହିପରି ପ୍ରଦେଶ…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ପାରିବାରିକ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, କାରଣ ତାହାଙ୍କ କେତେକ ସମସ୍ୟା ସମାଧାନ…

ଉଚ୍ଚ ରକ୍ତଚାପ ଦୂର କରେ ସଙ୍ଗୀତ

ଉଚ୍ଚ ରକ୍ତଚାପ ବା ହାଇପର୍‌ ଟେନସନ୍‌ ଏକ ଗମ୍ଭୀର ରୋଗ। ରକ୍ତଚାପ ବୃଦ୍ଧି ହେଲେ ହୃଦ୍‌ରୋଗ, କିଡ୍‌ନୀ ସମ୍ଯଯା, ଷ୍ଟ୍ରୋକ୍‌ ଏବଂ ଅନେକ ଗମ୍ଭୀର ରୋଗର ଆଶଙ୍କା ସୃଷ୍ଟିହୁଏ। ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିବାକୁ ଲୋକେ ଔଷଧଠୁ ନେଇ ଅନେକ ଘରୋଇ…

ରାଜ୍ୟପାଳଙ୍କ ଦ୍ୱାରା ୨ ନୂଆ କୁଳପତି ନିଯୁକ୍ତ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ୨ଟି ବିଶ୍ୱବିଦ୍ୟାଳୟ ପାଇଁ ସୋମବାର କୁଳପତି ନିଯୁକ୍ତ ହୋଇଛନ୍ତି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଲାଗି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣିଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରଫେସର ହରିହର ହୋତାଙ୍କୁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳ…

ଭାରତରେ ଚାଇନା ବାଣ: ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୩୦।୯: ଆଗକୁ ଆଲୋକର ପର୍ବ ଦୀପାବଳି ଆସୁଥିବାରୁ ଘାତକ ଚାଇନା ବାଣ ଭାରତ ପ୍ରବେଶ କରିଛି। ଏନେଇ ଡିଆରଆଇ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭାରତୀୟଙ୍କୁ କ୍ଷତି ପହଞ୍ଚାଇବା ଏବଂ ପରିବେଶ ପ୍ରଦୂଷଣ କରିବା ନିମନ୍ତେ ପାକିସ୍ତାନର ବନ୍ଧୁ ଚାଇନା…

ଜିଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି

ମାର୍ଶାଘାଇ,୩୦।୯(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ବ୍ଲକ ସଭାଗୃହଠାରେ ସୋମବାର ଜିଲା ପ୍ରଶାସନର ମିଳିତ ଜନଶୁଣାଣି ଅଭିଯୋଗ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୯୧ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ସେଥିରୁ ବ୍ୟକ୍ତିଗତ ୧୭୧ ଓ ସାମୁହିକ ୨୦ଟି ଅଭିଯୋଗ ରହିଛି। ଏଥିରେ…

ପାକିସ୍ତାନର ନୂଆ ଷଡ଼ଯନ୍ତ୍ର: କର୍ତ୍ତାରପୁର କରିଡର ଉଦ୍‌ଘାଟନ ପାଇଁ ମୋଦିଙ୍କ ବଦଳରେ ମନମୋହନଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୩୦।୯: କର୍ତ୍ତାରପୁର କରିଡରକୁ ଆଳକରି ପାକିସ୍ତାନ ପୁଣି ଗୋଟିଚାଳନା କରିଛି। ଏହାର ଉଦ୍‌ଘାଟନ ପାଇଁ ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ନିମନ୍ତ୍ରଣ କରିବେ ବୋଲି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ କହିଛନ୍ତି। ମନମୋହନ ଶିଖ୍‌ ସମ୍ପ୍ରଦାୟର…

ଅନ୍‌ଲାଇନ୍‌ରେ ପିଆଜ କିଲୋ ୧୫୦, ଆଳୁ ୧୦୦

ଲକ୍ଷ୍ନୌ,୩୦।୯: ସମଗ୍ର ଦେଶରେ ଏବେ ପିଆଜ ଦର ବୃଦ୍ଧି ପାଇଛି। ଏହାର ବର୍ଦ୍ଧିତ ଦର ସାଧାରଣ ଲୋକଙ୍କ ପକେଟ୍‌କୁ ସିଧା ମାଡ଼ କରୁଛି। କେଉଁଠି ପିଆଜ କିଲୋ ପ୍ରତି ୬୦ଟଙ୍କା ହୋଇଥିବା ବେଳେ ଆଉ କେଉଁଠି ୮୦ ଟଙ୍କା ହୋଇଛି। ହେଲେ…

କେଜ୍‌ରିଓ୍ବାଲଙ୍କ ବିବାଦୀୟ ମନ୍ତବ୍ୟ: ଟ୍ରେନ୍‌ରେ ୫୦୦ ଟଙ୍କାର ଟିକେଟ କାଟି ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ପାଇଁ ଦିଲ୍ଲୀ ଆସୁଛନ୍ତି ବିହାରୀ

ନୂଆଦିଲ୍ଲୀ,୩୦।୯:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିଓ୍ବାଲ ବିହାରବାସୀଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସଞ୍ଜୟ ଗାନ୍ଧୀ ମେମୋରିଆଲ ହସ୍ପିଟାଲରେ ୩୬୨ ଶଯ୍ୟା ବିଶିଷ୍ଟ ନୂଆ ଟ୍ରମା ସେଣ୍ଟରର ଆଧାରଶିଳା ରଖି ଦିଲ୍ଲୀରେ ମିଳୁଥିବା ଚିକିତ୍ସା ସୁବିଧାକୁ ପ୍ରଶଂସା କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri