Home

ଜନ୍ମଦିନରେ ଖୁସି ଖବର: ବାପା ହେବେ କ୍ରିକେଟର୍‌ ପ୍ରଜ୍ଞାନ ଓଝା

ମୁମ୍ବାଇ, ୬।୯- ଓଡ଼ିଆ କ୍ରିକେଟର୍‌ ପ୍ରଜ୍ଞାନ ଓଝା ଗୁରୁବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ଓଝା ଏକ ଖୁସି ଖବର ଶେୟାର କରିଛନ୍ତି। ଚଳିତ ମାସରେ ତାଙ୍କ ସ୍ତ୍ରୀ କର୍ବି କୈଳାଶ ପ୍ରଥମ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଏଥିଲାଗି…

୧୦ ଜିଲାକୁ ବୁଡ଼ାଇବ ବର୍ଷା

ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରରେ ଭୟଙ୍କର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳରୁ…

ଭାରତୀୟ ମହିଳା ଦଳରେ ୧୫ ବର୍ଷୀୟା ଶେଫାଳୀ

ନୂଆଦିଲ୍ଲୀ, ୬।୯ (ପି.ଟି.)- ଦକ୍ଷିଣ ଆଫ୍ରିକା ମହିଳା ଦଳ ବିପକ୍ଷ ଆଗାମୀ ସୀମିତ ଓଭର ସିରିଜ ଲାଗି ଗୁରୁବାର ଭାରତୀୟ ଦଳ ଘୋଷଣା କରାଯାଇଛି। ୫ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ୩ଟି ମ୍ୟାଚ୍‌ ପାଇଁ ଘୋଷିତ ଭାରତୀୟ ଦଳରେ ୧୫…

ଆଇଏନ୍‌ଏକ୍ସ ମିଡିଆ ମାମଲା:ଜେଲ ଗଲେ ଚିଦାମ୍ବରମ,୭୪ତମ ଜନ୍ମଦିନ ଜେଲରେ କଟିବ

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେବା ପରେ ତାଙ୍କୁ ତିହାର ଜେଲକୁ ନିଆଯାଇଛି। ସେ ସେଠାରେ ୧୯ ତାରିଖ ପର୍ଯ୍ୟନ୍ତ ରହିବେ।…

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଆରମ୍ଭ

ଭୁବନେଶ୍ୱର, ୬।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହୋଇଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ୮ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ସୌଭାଗ୍ୟ…

ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦ ବର୍ଷରେ ଅବସର ନେବେ। ସେହିପରି ରାଜ୍ୟରେ ନିୟମିତ ଭିତ୍ତିରେ ଡାକ୍ତର ନିଯୁକ୍ତି ହେବା ପର୍ଯ୍ୟନ୍ତ…

ଜାତୀୟ ସବ୍‌ଜୁନିୟର ବାସ୍କେଟବଲ୍‌: ରାଜସ୍ଥାନ, ତାମିଲନାଡୁ କ୍ବାର୍ଟର ଫାଇନାଲରେ

କଟକ ଅଫିସ,୬ା୯- କଟକରେ ଚାଲିଥିବା ୪୬ତମ ଜାତୀୟ ସବଜୁନିୟର ବାସ୍କେଟବଲ ଚାମ୍ପିୟନଶିପର ବାଳକ ବର୍ଗରେ ରାଜସ୍ଥାନ ଓ ବାଳିକା ବର୍ଗରେ ତାମିଲନାଡୁ କ୍ବାର୍ଟର ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛନ୍ତି। ବାଳକ ବର୍ଗର ପୁଲ-ବିରେ ସ୍ଥାନ ପାଇଥିବା ରାଜସ୍ଥାନ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ…

ମାନ୍ଦାବସ୍ଥା ନେଇ ମୁଡିଜ୍‌ ରିପୋର୍ଟ:ଟ୍ରକ୍‌ ଅପରେଟର ଋଣ ଶୁଝିପାରିବେନି

ନୂଆଦିଲ୍ଲୀ,୬-୯:ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବକୁ ଏବେ ଟ୍ରକ୍‌ ଅପରେଟର ସେକ୍ଟର ମର୍ମେ ମର୍ମେ ଅନୁଭବ କରୁଛନ୍ତି। ବ୍ୟବସାୟ କମିବା କାରଣରୁ ସେମାନେ ନିଜର ଋଣ ପରିଶୋଧ କରିପାରୁ ନାହାନ୍ତି। ପରିସ୍ଥିତି ଏପରି ହେଲାଣି ଯେ, ସେମାନେ ନୂଆ ଟ୍ରକ୍‌ କିଣିବାଠାରୁ…

କଶ୍ମୀରରେ କଟକଣା ହ୍ରାସ ସତ୍ତ୍ୱେ ଦୋକାନ ଖୋଲିବାକୁ ବ୍ୟବସାୟୀ ନାରାଜ

ଶ୍ରୀନଗର,୬-୯:ଭାରତ କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର କରି ହଜାର ହଜାର ସଂଖ୍ୟକ ଅତିରିକ୍ତ ସାମରିକ ବଳ ମୁତୟନ ଓ ବହୁ ନେତାଙ୍କୁ ଗୃହବନ୍ଦୀ କରିବାର ମାସକ ପରେ ସ୍ଥାନୀୟ ବାସିନ୍ଦା ପ୍ରଶାସନକୁ ବିରୋଧ କରିଛନ୍ତି। ମୁସଲମାନ ବହୁଳ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରିଆସିଛି…

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୂତନ କରି ୩ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଶ୍ରୀମନ୍ଦିର ଚାରିପାଖରେ ଜାରି ରହିିଥିବା…

ବ୍ୟାନ୍‌ ହେବନି ପେଟ୍ରୋଲ, ଡିଜେଲ କାର୍‌:ଗଡ଼କରୀ

ନୂଆଦିଲ୍ଲୀ,୬-୯: ସଙ୍କଟରେ ଥିବା ଅଟୋ ସେକ୍ଟରକୁ ସାନ୍ତ୍ୱନା ଦେଇ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କହିଛନ୍ତି ଯେ, ମାନ୍ଦାବସ୍ଥାରୁ ବାହାରି ଆସିବା ଲାଗି ସରକାର ଏହି ସେକ୍ଟରକୁ ଯଥାସମ୍ଭବ ସହାୟତା କରିବେ। ଅଟୋ ସେକ୍ଟରରେ ଲାଗୁ ହୋଇଥିବା ଜିଏସ୍‌ଟି ହାର ହ୍ରାସ…

ଦେଶର ୧୬୦୦ ସହରରେ ଜିଓ ବ୍ରଡବ୍ୟାଣ୍ଡ ସେବା

ନୂଆଦିଲ୍ଲୀ, ୬-୯: ଡାଟା ସେବା ପ୍ରଦାନ କ୍ଷେତ୍ରରେ ପ୍ରମୁଖ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବହୁ ପ୍ରତିକ୍ଷିତ ବ୍ରଡବ୍ୟାଣ୍ଡ ସେବା ଗୁରୁବାର ଆରମ୍ଭ ହୋଇଛି। ସାରା ଦେଶର ୧୬୦୦ ସହରରେ ଏହି ସେବାକୁ କମ୍ପାନୀ ଉନ୍ମୋଚନ କରିଛି। କମ୍ପାନୀ ପ୍ରାଥମିକ ପର୍ଯ୍ୟାୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri