Home

ଆଜି ମେଲାଣି ନେବେ ଧନଦାତ୍ରୀ

ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧ ଟାରେ…

ତରକାରି ଅଲଣା ହେବାରୁ ପିଟିଲେ ସ୍ବାମୀ, ଖଟିଆରେ ବୁହାହେଲେ ଗୁରୁତର ମହିଳା

ଫିରିଙ୍ଗିଆ,୨୩ା୧୦- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ମୁଣ୍ଡାମାସ୍କା ଗ୍ରାମରେ ସ୍ବାମୀଙ୍କଠାରୁ ମାଡ଼ ଖାଇ ଗୁରୁତର ହୋଇଥିବା ଜଣେ ମହିଳାଙ୍କୁ ଖଟିଆରେ ବୁହାଯାଇ ଡାକ୍ତରଖାନାକୁ ନିଆଯାଇଛି। ଗ୍ରାମକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ପ୍ରାୟ ୫ କି.ମି. ଦୂର ସାଡିଙ୍ଗିଆ…

ଅଧିକାରୀଙ୍କ କାର୍ଯ୍ୟକୁ ନେଇ ଖପ୍ପା

ଫୁଲବାଣୀ ଅଫିସ, ୨୩ା୧୦- ରାଜ୍ୟ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ୨ ଦିନିଆ କନ୍ଧମାଳ ଗସ୍ତରେ ଆସିଥିଲେ। ସୋମବାର ଏବଂ ମଙ୍ଗଳବାର ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ବିଭିନ୍ନ ବ୍ଲକ ଅଞ୍ଚଳରେ ବୁଲିବା ବେଳେ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ…

ବ୍ରହ୍ମପୁର ରିଂ ରୋଡ୍‌: ଜମି ଅଧିଗ୍ରହଣ ସମସ୍ୟା

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ବ୍ରହ୍ମପୁର ସହର ପାଇଁ ରିଂ ରୋଡ୍‌ର ପରିକଳ୍ପନା ଦୀର୍ଘ ବର୍ଷ ହେଲା ହୋଇଛି। ମାତ୍ର ତାହା କାର୍ଯ୍ୟକ୍ଷମ ହେବାରେ ଅହେତୁକ ବିଳମ୍ବ ହେଉଛି। ଘରୋଇ ଜମି ଅଧିଗ୍ରହଣରେ ସମସ୍ୟା ଦେଖାଦେଇଥିବାରୁ ଏପରି ବିଳମ୍ବ ହେଉଥିବା ଜଣାପଡିଛି। ମଙ୍ଗଳବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ…

ବ୍ୟାଙ୍କ ଧର୍ମଘଟ ଯୋଗୁ ଜମାକାରୀ ହଇରାଣ

ବାରିପଦା ଅଫିସ,୨୩ା୧୦- ଦିନିକିଆ ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁଁ ବାରିପଦାଠାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଥିଲା। ସେହିପରି ଧର୍ମଘଟରେ ସାମିଲ ହୋଇ ନ ଥିବା ସତ୍ତ୍ୱେ ବାରିପଦାର ବିଭିନ୍ନ ଏସବିଆଇରେ ବ୍ୟାଙ୍କ ସେବା ବନ୍ଦ ରହି ଥିବାରୁ ଜମାକାରୀ ବହୁ…

ସରକାରୀ ତାଲିମ ପାଇଁ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାନେବା ଘଟଣା: ୭୦ହଜାର ଟଙ୍କା ଫେରାଇବାକୁ ଡିପିସିଙ୍କ ନିର୍ଦ୍ଦେଶ

ବଡ଼ସାହି,୨୩ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଉଜ୍ଜ୍ୱଳ ଓ ଉତ୍‌ଥାନ ତାଲିମ କେନ୍ଦ୍ରରେ ସିସିଟିଭି ଲଗାଇବା ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ହୋଇଛି। ବଜାରରେ ଥିବା ଏକ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାରେ ଆଣି ତାଲିମ କେନ୍ଦ୍ରରେ ଲଗାଇ ବିଲ୍‌ ପୈଠ କରିଥିବା ଘଟଣାକୁ ନେଇ…

ନଦୀ ସାଜିଛି ପ୍ରତିବନ୍ଧକ

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ। ଫଳରେ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ପଞ୍ଚାୟତ ବାଲମା, ଉପରବାଲମା…

ବ୍ୟାପୁଛି ଡେଙ୍ଗୁ: ବାଲିଆପାଳରେ ୩ ମୃତ, ଜଳେଶ୍ୱରରେ ୭ ଚିହ୍ନଟ

ବାଲିଆପାଳ/ଜଳେଶ୍ୱର, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ଓ ଜଳେଶ୍ୱର ବ୍ଲକରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ବାଲିଆପାଳ ବ୍ଲକରେ ଡେଙ୍ଗୁରେ ଏଯାଏ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଳେଶ୍ୱର ବ୍ଲକରେ ୭ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ବାଲିଆପାଳ ବ୍ଲକ ଚାନ୍ଦମଣି ଗ୍ରାମରେ…

ଖେଳାଳିଙ୍କ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଛି: ବିସିବି

ଢାକା, ୨୩ା୧୦ (ପି.ଟି.)-ଜାତୀୟ ଖେଳାଳିଙ୍କ ଅଦ୍ଭୁତପୂର୍ବ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଥିବା ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ସଭାପତି ନାଜିବୁଲ ହସନ ମଙ୍ଗଳବାର କହିିଛନ୍ତି। ଅନ୍ୟପକ୍ଷରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଭାରତ ଟୁର୍‌ରେ ବାଂଲାଦେଶ ଯିବ ବୋଲି ସେ ଆଶା ପ୍ରକାଶ…

ଇଦୁଲ୍‌ଜୀ, ରୟ ୩.୫ କୋଟି ଲେଖାଏଁ ପାଇବେ

ନୂଆଦିଲ୍ଲୀ, ୨୩ା୧୦ (ପି.ଟି.)- ପ୍ରଶାସକ କମିଟି (ସିଇଓ) ମୁଖ୍ୟ ବିନୋଦ ରୟ ଏବଂ ପ୍ୟାନେଲର ସଦସ୍ୟା ଡାଏନା ଇଦୁଲ୍‌ଜୀ ସେମାନଙ୍କ ୩୩ ବର୍ଷର କାର୍ଯ୍ୟକାଳ ପାଇଁ ୩.୫ କୋଟି ଲେଖାଁଏ ପାଇବେ। ବୁଧବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ…

ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌: ଜୁନିୟର ବର୍ଗରେ ଝିଲିଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୩।୧୦(କ୍ରୀଡ଼ା ପ୍ରତିନିଧି)-ରାଜ୍ୟର ଭାରୋତ୍ତୋଳନ ପ୍ରତିଭା ଝିଲ୍ଲୀ ଦଳବେହେରା କ୍ୟାରିୟରରେ ଆଉ ଏକ ଅନ୍ତର୍ଜାତୀୟ ପଦକ ହାସଲ କରିଛନ୍ତି। ଦକ୍ଷିଣ କୋରିଆରେ ଚାଲିଥିବା ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ଜୁନିୟର ବାଳିକା ୪୫ କେଜି ବର୍ଗରେ ସେ ବ୍ରୋଞ୍ଜ ପଦକ ପାଇଛନ୍ତି। ଭୁବନେଶ୍ୱର…

ଇଣ୍ଡିଆନ ସୁପର ଲିଗ୍‌: ପରାଜୟରୁ ଓଡ଼ିଶା ଏଫ୍‌ସିର ଅଭିଯାନ

ଜାମସେଦପୁର,୨୩।୧୦: ଚଳିତ ହିରୋ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ)ରେ ଓଡ଼ିଶା ଏଫ୍‌ସି ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଲିଗ୍‌ରେ ଓଡ଼ିଶା ତା’ର ପ୍ରଥମ ମ୍ୟାଚ୍‌ରେ ଜାମସେଦପୁର ଏଫସି ଠାରୁ ପରାସ୍ତ ହୋଇଛି। ଜେଆରଡି ସ୍ପୋଟର୍‌ସ କମ୍ପ୍ଲେକ୍ସ ଠାରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?