Home

ଇମ୍ରାନ୍‌ଙ୍କ ତୃତୀୟ ସ୍ତ୍ରୀ ବୁଶାରାଙ୍କ ପ୍ରତିବିମ୍ବ ଦର୍ପଣରେ ହେଉନି ପ୍ରତିଫଳିତ: ପାକିସ୍ତାନ ମିଡ଼ିଆରେ ଚର୍ଚ୍ଚା

ଇସଲାମାବାଦ୍‌,୨୯।୯: ପାକିସ୍ତାନରେ ଏବେ ଏକ ଅନ୍ଧବିଶ୍ୱାସକୁ ନେଇ ଚର୍ଚ୍ଚା ଜାରି ରହିଛି। ପାକିସ୍ତାନ ମିଡ଼ିଆ ଅନୁସାରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ତୃତୀୟ ସ୍ତ୍ରୀ ବୁଶାରା ବିବିଙ୍କ ପ୍ରତିବିମ୍ବ ଦର୍ପଣରେ ପ୍ରତିଫଳିତ ହେଉନାହିଁ। ଏହାକୁ ନେଇ ସ୍ଥାନୀୟ କ୍ୟାପିଟଲ ଟିଭି ପକ୍ଷରୁ ଦାବି…

ବିଜେପୁର ଉପନିର୍ବାଚନ: ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ବିଜେପୁର ଉପନିର୍ବାଚନ ଲାଗି ଭାଜପା ରବିବାର ପ୍ରାର୍ଥୀ ଘୋଷଣା କରିଛି। ସନତ ଗଡ଼ତିଆଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ଗଡ଼ତିଆଙ୍କ ନାମ ଘୋଷଣା କରିଛି। ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସ ପକ୍ଷରୁ…

୧୭୫ ବର୍ଷର ପୁରୁଣା ସ୍କୁଲ, ଯେଉଁଠି ଏବେ ବି ଗାନ୍ଧୀ ଟୋପି ପିନ୍ଧି ପଢୁଛନ୍ତି ଛାତ୍ର

ଭୋପାଳ, ୨୯।୯:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିଟି ଜିନିଷକୁ ସାଇତି ରଖିବା ପାଇଁ ସବୁବେଳେ ପ୍ରଚେଷ୍ଟା ହୋଇଆସିଛି। ସେ ଟୋପି ହେଉ ଅବା ସେ ବ୍ୟବହାର କରୁଥିବା ଚର୍‌ଖା ଆଜି ବି ଐତିହାସିକ ହୋଇ ରହିଛି। ମଧ୍ୟପ୍ରଦେଶର ନରସିଂହପୁରରେ ଏକ ସ୍କୁଲରେ…

ନାଳନ୍ଦା ମେଡିକାଲ କଲେଜ ଓ୍ବାର୍ଡରେ ଆଣ୍ଠୁଏ ପାଣି

ପାଟନା,୨୯।୯: ବିହାରରେ ପ୍ରବଳ ବର୍ଷାଯୋଗୁ ସାଧାରଣ ଜୀବନ ଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାରଠାରୁ ଲଗାତାର ବର୍ଷା ଲାଗି ରହିଛି। ଫଳରେ ଏଠାରେ ଥିବା ନାଳନ୍ଦା ମେଡିକାଲ କଲେଜ ଓ୍ବାର୍ଡରେ ଆଣ୍ଠୁଏ ଉପରକୁ ପାଣି ଭର୍ତ୍ତି ହୋଇ ରହିଛି। ଏହି ଅଞ୍ଚଳରେ ବିହାରର…

ପିଆଜ ରପ୍ତାନୀ ଉପରେ ରୋକ: ଦାମ୍‌ ନିୟନ୍ତ୍ରଣ ପାଇଁ ସରକାରଙ୍କ ମାଷ୍ଟର ଷ୍ଟ୍ରୋକ୍‌

ନୂଆଦିଲ୍ଲୀ,୨୯।୯: ଦେଶରେ ପିଆଜ ଦାମ୍‌ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଆଜ ରପ୍ତାନୀ ଉପରେ ରୋକ ଲଗାଯାଇଛି। ଏପରି କରି ପିଆଜ ଦାମ୍‌ ନିୟନ୍ତ୍ରଣ କରିବା ଲାଗି ସରକାର ମାଷ୍ଟର ଷ୍ଟ୍ରୋକ୍‌ ମାରିଥିବା…

ଗୌତମ ଗମ୍ଭୀରଙ୍କ ନାମରେ ଠକେଇ ଅଭିଯୋଗ: ଚାର୍ଜଶିଟ୍‌ ଦାଖଲ

ନୂଆଦିଲ୍ଲୀ,୨୯।୯: ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କ ନାମରେ ଏକ ଠକେଇ ଅଭିଯୋଗ ହୋଇଛି। ଏନେଇ ଚାର୍ଜଶିଟ୍‌ ସାକେତ୍‌ କୋର୍ଟରେ ଦାଖଲ ହୋଇଛି। ୫୦ ଜଣ ଲୋକ ଅଭିଯୋଗ କରିଛନ୍ତି ଯେ, ସେମାନେ ୨୦୧୧ରେ ଗାଜିଆବାଦ୍‌ର ଇନ୍ଦିରାପୁରମ୍‌ରେ ଫ୍ଲାଟ୍‌…

ଭୋଗ ଦୋକାନରୁ ୫ ଫୁଟର ନାଗସାପ ଉଦ୍ଧାର

ପୁରୀ ଅଫିସ,୨୯।୯: ବାଟ ମଙ୍ଗଳା ମନ୍ଦିର ନିକଟ ଏକ ଭୋଗ ଦୋକାନ ପରିସରରୁ ରବିବାର ୫ ଫୁଟର ନାଗସାପ ପୁରୀ ସ୍ନେକ୍‌ ହେଲପ୍‌ ଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ଭୋରରୁ ଜଣେ ବ୍ୟବସାୟୀ ଦୋକାନ ଖୋଲିବା ସମୟରେ ଭୋଗ ସାମଗ୍ରୀ ଉପରେ…

ବିହାରରେ ପ୍ରବଳ ବନ୍ୟା, ୧୦ ମୃତ୍ୟୁ, ୧୩ ଟ୍ରେନ ବାତିଲ

ପାଟନା,୨୯।୯: ବିହାରରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ରାଜ୍ୟରେ ଏପର୍ଯ୍ୟନ୍ତ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟର ୧୫ଟି ଜିଲାରେ ହାଇଆଲର୍ଟ ଘୋଷଣା କରାଯାଇଛି। ବନ୍ୟାକୁ…

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୨୯।୯: ଗଞ୍ଜାମ ଜିଲା ବୈଦ୍ୟନାଥପୁର ପୋଲିସ ରବିବାର ସକାଳେ ବିଦ୍ୟୁତ୍‌ପୁର କଲୋନୀ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ବେକ କାଟି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଯୁବକ…

କୁତ୍ରା ବ୍ଲକ ଅଞ୍ଚଳରେ ଝାଡ଼ଖଣ୍ଡୀ ହାତୀପଲ: ରାଉରକେଲା-ସମ୍ବଲପୁର ଯାତାୟାତ ବାଧାପ୍ରାପ୍ତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଙ୍ଗାଜଳ ଗ୍ରାମ ନିକଟକୁ ଶନିବାର ରାତିରେ ଝାଡ଼ଖଣ୍ଡୀ ହାତୀପଲ ଚାଲି ଆସିଥିଲେ। ରବିବାର ହାତୀପଲକୁ ଘଉଡ଼ାଇବା ଲାଗି ବନ ବିଭାଗ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ ଓ୍ବେର ଗଙ୍ଗାଜଳ ବସଷ୍ଟାଣ୍ଡଠାରେ…

ବିକାଶଶୀଳ ଦେଶରେ ଅଧିକ ହାର୍ଟ ରୋଗୀ

ହୃଦ୍‌ ଜନିତ ସମସ୍ୟା ଯୋଗୁ ୧୯୯୦ରେ ୧୨.୩ ନିୟୁତ ଏବଂ ୨୦୧୩ରେ ୧୭.୩ ନିୟୁତ ଲୋକଙ୍କର ଜୀବନ ଯାଇଛି । ୧୯୭୦ ପରେ ହାର୍ଟ ରୋଗୀଙ୍କ ସଂଖ୍ୟା ବିକଶିତ ଦେଶ ତୁଳନାରେ ବିକାଶଶୀଳ ଦେଶରେ ଅଧିକ ହୋଇଛି । ଏଥିଯୋଗୁ ୮୦…

୧୦ଫୁଟର ଅଜଗର ଉଦ୍ଧାର

ପୁରୀ ଅଫିସ,୨୯।୯: ପୁରୀ ସଦର ବ୍ଲକ ଅନ୍ତର୍ଗତ ଧୋବନ୍ଧର ଭାର୍ଗବୀ ନଦୀରୁ ରବିବାର ୧୦ଫୁଟର ଅଜଗର ଉଦ୍ଧାର କରାଯାଇଛି। ପୁରୀ ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ସଂଗ୍ରାମ କେଶରୀ ଦାଶ ଏହି ଅଜଗରକୁ ଉଦ୍ଧାର କରିଛନ୍ତି। ଉଦ୍ଧାର ଅଜଗରକୁ ପରେ ଡିଏଫ୍‌ଓଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri