ହାତୀ ଅସୁସ୍ଥ, ଚିନ୍ତାରେ ପରିବେଶବିତ୍
କେନ୍ଦୁଝର,୨୯।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପୀଢ଼ ରେଞ୍ଜ ଅନ୍ତର୍ଗତ ଉପର ସୁମଠ ଗ୍ରାମ ଜଙ୍ଗଲରେ ଏକ ହାତୀ ଅସୁସ୍ଥ ହୋଇପଡ଼ିଛି। ହାତୀର ବୟସ ପ୍ରାୟ ୨୫ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଅସୁସ୍ଥତାର କାରଣ…
ବଜ୍ରପାତରେ ଭରତପୁର ଖଣି କର୍ମଚାରୀଙ୍କ ଜୀବନଗଲା
ତାଳଚେର,୨୯।୯(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ବ୍ଲକର ଭରତପୁର କୋଇଲା ଖଣିର ଜଣେ କର୍ମଚାରୀଙ୍କ ରବିବାର ସକାଳେ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖଣି କର୍ମଚାରୀ ଅଜୟ କୁମାର ସାହୁ (୨୫)। ସେ ଆଜି ସକାଳେ ଡ୍ୟୁଟି କରିବାକୁ ଯାଉଥିବାବେଳେ…
ପ୍ରବଳ ବର୍ଷା: ୨ ଦିନରେ ଉତ୍ତରପ୍ରଦେଶରେ ୭୯ ମୃତ
ଲକ୍ଷ୍ନୌ,୨୯।୯: ଦେଶର କେତେକ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ବିହାର, ମହାରାଷ୍ଟ୍ର, ଉତ୍ତରପ୍ରଦେଶ ପ୍ରଭୃତି ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶରେ ବନ୍ୟା ଯୋଗୁ ଗତ ୨ ଦିନ ମଧ୍ୟରେ ୭୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଶନିବାର…
ରସୁଲଗଡ଼ ଫ୍ଲାଏଓଭର ତଳରାସ୍ତା ମରଣଯନ୍ତ୍ରା: ଖାଲରେ ପଡ଼ି ୨ ଦିନରେ ୭ ଆହତ
ଭୁବନେଶ୍ୱର, ୨୯।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ନିକଟ ରସୁଲଗଡ଼ ଫ୍ଲାଏଓଭର ତଳ ରାସ୍ତା ପାଲଟିଛି ମରଣଯନ୍ତ୍ରା। ରାସ୍ତାରେ ଏବେ ଆଣ୍ଠୁଏ ଲେଖାଏ ୮ରୁ ଊର୍ଦ୍ଧ୍ୱ ଖାଲ ଅଁା କରିରହିଛି। ପ୍ରତିଦିନ ଏହି ରାସ୍ତାରେ ଗାଡ଼ିଚାଳକମାନେ ଦୁର୍ଘଟଣାର ଶିକାର ହେଉଛନ୍ତି। ବିଶେଷ କରି ସାମାନ୍ୟ…
୧୭ ଶହ ବର୍ଷ ତଳେ ବୁଡ଼ିଥିବା ଜାହାଜର ସନ୍ଧାନ ମିଳିଲା: ରୋମାନ ସମୟର ଶହେ ପାତ୍ର ରହିଛି ସୁରକ୍ଷିତ
ମାଦ୍ରିଦ୍,୨୯।୯: ସ୍ପେନ୍ର ବେଲେରିକ୍ ଦ୍ୱୀପ ନିକଟରେ ସମୁଦ୍ରରେ ୧୭ ଶହ ବର୍ଷ ତଳେ ବୁଡ଼ିଥିବା ଏକ ଜାହାଜର ସନ୍ଧାନ ମିଳିଛି। ଏଥିରେ ରୋମାନ୍ ସମୟର ୨ଶହଟି ପାତ୍ର ରହିଛି। ତେବେ କେତେକ ପାତ୍ର ଭାଙ୍ଗିରୁଜି ଯାଇଥିବା ବେଳେ ଶହେଟି ପାତ୍ର ସୁରକ୍ଷିତ…
ନୀଳାଚଳ ଅର୍ବାନ ହାଟ ପ୍ରତି ପ୍ରଶାସନର ଅଣଦେଖା: ଅସ୍ତିତ୍ୱ ହରାଉଛି ସାଢ଼େ ୩କୋଟିର ପ୍ରକଳ୍ପ
ପୁରୀ ଅଫିସ, ୨୯।୯: ଓଡ଼ିଶା ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡ ସୁଧୁରିବ। ଓଡ଼ିଶା ହସ୍ତକଳା, ହସ୍ତଶିଳ୍ପ ସାମଗ୍ରୀ ଦେଶ ବିଦେଶରେ ପହଞ୍ଚତ୍ବ। ପୁରୀକୁ ଆସୁଥିବା ପର୍ଯ୍ୟଟକମାନେ ଏସବୁ ସାମଗ୍ରୀ ଦେଖିବା ସହ କ୍ରୟ କରିବେ। ଏହାଦ୍ୱାରା…
ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍: ୩୬ ମୃତ
ବେଜିଂ,୨୯।୯: ଚାଇନାର ପୂର୍ବ ଜିଆଙ୍ଗ୍ସୁ ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୬ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ…
ବିଳମ୍ବ ହେବ ମୌସୁମୀ ଲେଉଟାଣି: ଆହୁରି ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଓଡିଶା ସମେତ ଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ନିର୍ଦ୍ଧାରିତ ସମୟର ୧୦ ଦିନ ପରେ ଅର୍ଥାତ ଜୁନ ୨୧ ତାରିଖରେ ମୌସୁମୀ ଓଡିଶା ଛୁଇଁଥିଲା। ତେବେ…
୧୦୮ ଆମ୍ବୁଲାନ୍ସ ସେବାରେ ବାଧକ ଫେକ୍ କଲ୍: ଦିନକୁ ଆସୁଛି ୭୦୦ ମିଥ୍ୟା କଲ୍, ପ୍ରକୃତ ହିତାଧିକାରୀଙ୍କୁ ଅସୁବିଧା
ଭୁବନେଶ୍ୱର, ୨୯।୯(ବ୍ୟୁରୋ): ୧୦୮ ଏବଂ ୧୦୨ ମାଗଣା ଆମ୍ବୁଲାନ୍ସ ପରିଚାଳନା ବ୍ୟବସ୍ଥା ନିଜର ମହତ୍ କାର୍ଯ୍ୟ ପାଇଁ ଅନେକ ସମୟରେ ପ୍ରଶଂସାର ପାତ୍ର ହୋଇଛି। କିନ୍ତୁ ଏହି ସେବା ପରିଚାଳନାରେ ବର୍ତ୍ତମାନ ମୁଖ୍ୟ ବାଧକ ସାଜିଛି ଫେକ୍ କଲ୍। ଜରୁରିକାଳୀନ ସେବା…
ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ
୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିଥିଲା। ଆଶା ଥିଲା ଜନସାଧାରଣଙ୍କ ମୋଟରଯାନ ସମ୍ପର୍କୀତ…
ନକଲି ସାର୍ଟିଫିକେଟ୍ ଦେଇ କାର୍ଯ୍ୟ କରୁଛନ୍ତି କର୍ମଚାରୀ: ଯାଞ୍ଚ କରିବାକୁ ଓସେପାର ନିର୍ଦ୍ଦେଶ
ଭୁବନେଶ୍ୱର, ୨୯।୯(ବ୍ୟୁରୋ): ନକଲି ସାର୍ଟିଫିକେଟ୍ ଦେଇ କାର୍ଯ୍ୟ କରୁଛନ୍ତି ସରକାରୀ ଅଧିକାରୀ। ଓଡ଼ିଶା ପ୍ରାଇମେରି ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓପେପା)/ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓସେପା) ଅଧୀନରେ ଅନେକ କର୍ମଚାରୀ ନକଲି ସାର୍ଟିଫିକେଟ୍ ଦେଇ ଚାକିରି କରୁଛନ୍ତି। ଏଭଳି ଅଭିଯୋଗ ହେବା…
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ: ନିରାଶ କଲେ ଦୂତୀ
ଦୋହା,୨୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ର ୧୭ତମ ସଂସ୍କରଣ ଦ୍ୱିତୀୟ ଦିବସରେ ପହଞ୍ଚିଛି। ପ୍ରଥମ ଦିନ ଭଳି ଦ୍ୱିତୀୟ ଦିବସରେ ମଧ୍ୟ ଭାରତୀୟ ଆଥଲେଟମାନେ ବିଫଳ ପ୍ରଦର୍ଶନ କରିଛନ୍ତି। ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ମିଟର ହିଟ୍ରେ କ୍ୱାଲିଫାଏ…
Archives


