Home

ନିଜ ବାପା ନୁହେଁ, ଏହି ଖେଳାଳିଙ୍କ ବ୍ୟାଟିଂ ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାଁରେ ଅନେକ ରେକର୍ଡ ରହିଛି। ଯାହାକୁ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ଆଜିକାଲିର ଯୁବ କ୍ରିକେଟରଙ୍କ ପାଇଁ ସେ ପ୍ରେରଣା। ସଚିନଙ୍କ ବ୍ୟାଟିଂ ବିଶ୍ୱର ଅନେକ କ୍ରିକେଟରଙ୍କୁ ମଧ୍ୟ ପସନ୍ଦ ଆସିଥାଏ। ସଚିନଙ୍କ…

ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ଆଣିବେ ମମତା ସରକାର

କୋଲକତା,୪।୯: ଏନ୍‌ଆର୍‌ସି ବିରୋଧରେ ପଶ୍ଚିମବଙ୍ଗ ମମତା ବାନାର୍ଜୀ ସରକାର ଖୁବ୍‌ ଶୀଘ୍ର ଏକ ପ୍ରସ୍ତାବ ଆଣିବାକୁ ଯାଉଛନ୍ତି। ଚଳିତ ସପ୍ତାହରେ ଏହି ପ୍ରସ୍ତାବ ଅଣାଯିବାର ଯୋଜନା ରହିଛି। ଏହା ପୂର୍ବରୁ ମମତା ସମସ୍ତ ବିରୋଧୀ ଦଳଙ୍କୁ ଏକଜୁଟ କରିବା ଲାଗି ଉଦ୍ୟମ…

ମୋଦି-ପୁଟିନ୍‌ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି

ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍‌ ପୁଟିନ୍‌ ମିଳିତ ଭାବେ ବିବୃତି ଦେଇଛନ୍ତି। ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କୌଣସି ବାହାର ଦେଶର ହସ୍ତକ୍ଷେପକୁ ବରଦାସ୍ତ…

ଅଗଷ୍ଟ ୫ରୁ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି: ସେନା

ଶ୍ରୀନଗର,୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସିତ ଭାଜପା ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ସେଠାରେ ପରିସ୍ଥିତିକୁ ଶାନ୍ତ ରଖିବାକୁ ସବୁ ପ୍ରକାର ପ୍ରୟାସ କରାଯାଇଥିଲା। ହେଲେ ଏସବୁ ମଧ୍ୟରେ ବି ଅଗଷ୍ଟ ୫ରୁ ଅର୍ଥାତ୍‌ ପ୍ରାୟ ୩୦ ଦିନ…

କାହାର ଗୀତ ନକଲ କଲେ ମିଳୁଥିବା ସଫଳତା ଅଧିକ ଦିନ ରହି ନ ଥାଏ: ଲତା ମଙ୍ଗେସକର

ମୁମ୍ବାଇ,୪।୯: ରାନୁ ମଣ୍ଡଳଙ୍କୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେ ଲତା ମଙ୍ଗେସକରଙ୍କ ସୋର୍‌ ଫିଲ୍ମର ଗୀତ ଏକ ପ୍ୟାର କା ନଗମା ହୈ… ରେଳ ଷ୍ଟେଶନରେ ଗାଇ ପ୍ରସିଦ୍ଧି ସାଉଁଟିଛନ୍ତି। ତେବେ ଏହାକୁ ନେଇ ପ୍ରଥମ…

ପିତାଙ୍କ ଜନ୍ମଦିନରେ ସ୍ପେଶାଲ ଫଟୋ ଶେୟାର କଲେ ରିଦ୍ଧିମା

ମୁମ୍ବାଇ: ବଲିଉଡ୍‌ ଦୁନିଆର ରୋମାଣ୍ଟିକ୍‌ ନାୟକ ରିଷି କପୁର ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଝିଅ ରିଦ୍ଧିମା କପୁର ସାହନି ପିତା ରିଷିଙ୍କର ଏକ ସ୍ପେଶାଲ ଫଟୋ ଶେୟାର କରିଛନ୍ତି। ଯାହା ତାଙ୍କ ପ୍ରଶଂସକଙ୍କୁ ଖୁବ୍‌ ପସନ୍ଦ ଆସିଛି।…

ବିପଦ ଆସିଲେ ଆଗୁଆ ସୂଚନା ଦେଇଥାଏ ଏହି କୁଣ୍ଡ

ଦେଶରେ ଅନେକ ଦେବାଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା କ୍ଷୀର…

ଜାତୀୟ ଚକ୍ଷୁଦାନ ପକ୍ଷ: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ

ବ୍ରହ୍ମପୁର ଅଫିସ,୪।୯: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ। ମୃତ୍ୟୁର ୪ ରୁ ୬ ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ଏହାକୁ ଅନ୍ୟ ଜଣଙ୍କଠାରେ ପ୍ରତିରୋପଣ କରାଯିବା ଫଳରେ ଏକଦୃଷ୍ଟିହୀନ ଏସୁନ୍ଦର ସଂସାରକୁ ଦେଖିପାରେ । ସେଥିପାଇଁ ମୃୃତ୍ୟୁ…

ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’

ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି ଦଳର ଦାବିକୁ ଜିଲାପାଳ ଅଗ୍ରାହ୍ୟ କରିଛନ୍ତି। ଏନେଇ ପ୍ରତିକ୍ରିୟା ଦେଇ ଜିଲାପାଳ ବଳଓ୍ବନ୍ତ…

ଗଣେଶଙ୍କୁ ପୂଜା କରି ଟ୍ରୋଲ ହେଲେ ସାରା

ମୁମ୍ବାଇ: ସାରା ଦେଶରେ ଏବେ ଗଣପତିଙ୍କ ପୂଜାକୁ ନେଇ ଉତ୍ସବର ମାହୋଲ। ବଲିଉଡ କଳାକାରମାନେ ମଧ୍ୟ ଏହାକୁ ବେଶ ଧୁମ୍‌ଧାମରେ ପାଳନ କରୁଛନ୍ତି। ଏପରିସ୍ଥଳେ ଗଣେଷଙ୍କୁ ପୂଜି ଟ୍ରୋଲ୍‌ ହୋଇଛନ୍ତି ସୈଫ ଲଳନା ସାରା ଅଲ୍ଲୀ ଖାନ୍‌। ନିଜର ଇନ୍‌ଷ୍ଟା ଆକାଉଣ୍ଟରେ…

କଶ୍ମୀରରେ ହିଂସା ପାଇଁ ଷଡଯନ୍ତ୍ର ରଚୁଥିଲା ପାକିସ୍ତାନ: ସେନା

ଶ୍ରୀନଗର,୪।୯: ଭାରତୀୟ ସେନା ମଙ୍ଗଳବାର ଲସ୍କର-ଇ-ତୋଏବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏନେଇ ଚିନାର ସେନାର କମାଣ୍ଡର ଲେଫ୍‌ଟନାଣ୍ଟ ଜେନେରାଲ କେଜେଏସ୍‌ ଧିଲୋନ ଓ ଜମ୍ମୁ-କଶ୍ମୀରର ପୋଲିସ ଏଡିଜି ମୁନୀର ଖାନ ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏମାନଙ୍କୁ…

ସହଯୋଗୀଙ୍କୁ ଚାପୁଡା ମାରିଲେ ସିଦ୍ଧରମୈୟା

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ସଙ୍କଟମୋଚକ କୁହାଯାଉଥିବା ଡି.କେ. ଶିବକୁମାରଙ୍କ ଗିରଫ ହେବାପରେ ଦଳକୁ ଶକ୍ତ ଝଟକା ଲାଗିଛି। ଏହି ସମୟରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ନିଜର ଜଣେ ସହଯୋଗୀଙ୍କୁ ଚାପୁଡା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହୀଶୂର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri