ସୋନଭଦ୍ର ଜିଲାପାଳ, ଏସ୍ପି ବିଦା
ଲକ୍ଷ୍ନୌ,୫ା୮(ପି.ଟି.): ସୋନଭଦ୍ର ଗଣହତ୍ୟା ମାମଲାରେ ଉତ୍ତରପ୍ରଦେଶ ସରକାର ଜିଲାପାଳ ଏବଂ ସୋନଭଦ୍ର ଏସ୍ପିଙ୍କୁ ବିଦା କରିବା ସହ ଅନ୍ୟ ୧୩ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗତମାସରେ ଏକ ଜମି ବିବାଦକୁ ନେଇ ଗୋଣ୍ଡ ସମ୍ପ୍ରଦାୟର ୧୦ ଜଣଙ୍କୁ…
ଜେଲ ଗଲେ ଆଇଏଏସ୍ ଅଫିସର
ଥିରୁଭାନନ୍ଥପୁରମ୍,୫ା୮(ପି.ଟି.) :ଆଇଏଏସ୍ ଅଫିସର ଶ୍ରୀରାମ ଭେଙ୍କିଟରମନ୍ଙ୍କ କାର୍ ଧକ୍କାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣାରେ ତାଙ୍କୁ ଜେଲ୍ ପଠାଇଦିଆଯାଇଛି। ଗିରଫ ଆଇଏଏସ୍ ଅଫିସରଙ୍କୁ ଏକ ଘରୋଇ ହସ୍ପିଟାଲରେ ପଞ୍ଚତାରକା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିବା ଅଭିଯୋଗ ହୋଇଥିଲା। ତେବେ ରିମାଣ୍ଡରେ ଥିବା ଜଣେ…
ରେଳଷ୍ଟେଶନ ଛାତରେ ବେଧଡ଼କ ନିଶା ସେବନ : ଆଖିବୁଜି ଦେଇଛି ଆର୍ପିଏଫ୍, ଜିଆର୍ପି
ଭୁବନେଶ୍ୱର,୫ା୮(ବ୍ୟୁରୋ) : ରେଳ ଷ୍ଟେଶନ ଭିତରେ ନିଶାଦ୍ରବ୍ୟ ସେବନ କରିବା ଦଣ୍ଡନୀୟ ଅପରାଧ। ଭୁବନେଶ୍ୱର ଷ୍ଟେଶନର ଚତୁଃପାର୍ଶ୍ୱକୁ ସିସିଟିଭି ମାଧ୍ୟମରେ ନଜର ରଖାଯାଇଛି। ଏହାସହ ରେଳ ସୁରକ୍ଷା ବଳ ଓ ସରକାରୀ ରେଳବାଇ ଥାନା ମିଳିତ ଭାବେ ଷ୍ଟେଶନର ସୁରକ୍ଷାକୁ ନିଶ୍ଚିତ…
ଏଏପି ଛାଡ଼ିବେ ଅଲ୍କା ଲାମ୍ବା
ନୂଆଦିଲ୍ଲୀ, ୫ା୮(ପି.ଟି.): ଏଏପି ଉପରେ ଅସନ୍ତୁଷ୍ଟ ଥିବା ଚାନ୍ଦ୍ନିଚୌକ୍ ବିଧାୟକ ଅଲ୍କା ଲାମ୍ବା ଦଳ ଛାଡ଼ିବାକୁ ରବିବାର ଆଗ୍ରହ ପ୍ରକାଶ କରିଛନ୍ତି। ଜନସଭାରେ ସମର୍ଥକଙ୍କ ମତାମତ ନେଇ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା ଅଲ୍କା…
ଚାଲିଛି ରାହୁଲଙ୍କ ଉତ୍ତରାଧିକାରୀ ଖୋଜା: ଚର୍ଚ୍ଚାରେ ପାଇଲଟ୍, ସିନ୍ଧିଆଙ୍କ ନାମ
ନୂଆଦିଲ୍ଲୀ, ୫ା୮(ପି.ଟି.): କଂଗ୍ରେସ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି) ବୈଠକ ଅଗଷ୍ଟ ୧୦ରେ ବସିବାକୁ ଯାଉଛି। ଏହି ବୈଠକରେ ଦଳର ନେତା କିଏ ହେବ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଗତ ମେ…
କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ
ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ତଦନ୍ତ କମିଶନ ଗତ ସରକାରଙ୍କୁ ଦେଇଥିବା ରିପୋର୍ଟ ଅନୁଯାୟୀ, କୁନ୍ଦୁଲି ପୀଡିତାଙ୍କ…
ଭାରତର ଦାବିକୁ ପାକ୍ର ପ୍ରତ୍ୟାଖ୍ୟାନ
ଇସ୍ଲାମାବାଦ୍, ୫ା୮(ପି.ଟି.): ଭାରତୀୟ ସୀମାପଟେ ମରି ପଡ଼ିଥିବା ଯବାନଙ୍କୁ ନେବା ଲାଗି ଭାରତ କହିଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପାକିସ୍ତାନ ପଟୁ କୌଣସି ସେନା କି ଆତଙ୍କବାଦୀ ନିୟନ୍ତ୍ରଣ ରେଖା(ଏଲ୍ଓସି) ଅତିକ୍ରମ କରି ନ ଥିବା ପାକିସ୍ତାନ କହିଛି।…
୩୦ ଓଡ଼ିଆ ଶ୍ରମିକ ଉଦ୍ଧାର
ସୁରଟ,୫ା୮: ପ୍ରବଳ ବର୍ଷା ଯୋଗୁ ତିନିଦିନ ହେଲା ଗୁଜରାଟର ନଭସାରୀ ଅଞ୍ଚଳରେ ଫସି ରହିଥିବା ୩୦ ଓଡ଼ିଆ ଶ୍ରମିକଙ୍କ ସମେତ ୩୨ ଜଣଙ୍କୁ ସ୍ଥାନୀୟ ପ୍ରଶାସନ ରବିବାର ଉଦ୍ଧାର କରିଛି। ଏହି ଲୋକମାନେ ଜଳବନ୍ଦୀ ମେନ୍ଧର ଗ୍ରାମରେ ଅଟକି ରହିଥିବା ନଭସାରୀ…
ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର
ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍ ଲୁଟ୍ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର କରିିଛି। ଶନିବାର ଭୋର୍ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ ପୋଡା…
ଭାଜପା ଏମ୍ପିଙ୍କୁ ମୋଦି ମନ୍ତ୍ର: ଭୋଟ ଦେଇ ନ ଥିବା ଲୋକଙ୍କ ହୃଦୟ ଜିତ
ନୂଆଦିଲ୍ଲୀ,୫ା୮(ପି.ଟି.): କୌଣସି ନକାରାତ୍ମକ ମନୋଭାବ ତ୍ୟାଗ କରି ସକାରାତ୍ମକ ମନୋବୃତ୍ତି ନେଇ କାମ କରି ଲୋକଙ୍କୁ ଆପଣାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍ପିମାନଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ଯେଉଁମାନେ ଦଳକୁ ଭୋଟ ଦେଇ ନାହାନ୍ତି ସେମାନଙ୍କୁ ହୃଦୟ ଜିତିବାକୁ ଉଦ୍ୟମ…
ଟି୨୦: ଭାରତ ସିରିଜ ବିଜୟୀ
ଲଡରହିଲ, ୫ା୮- ରବିବାର ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୨ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଏଥିସହ ଭାରତ ୨-୦ରେ ଅଗ୍ରଣୀ ରହି ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି। ଭାରତ…
‘୫୦ ବର୍ଷ ହେବ ଗଡୁଛି ୧୦୦୦ ମାମଲା’
ଗୁଆହାଟୀ, ୫ା୮(ପି.ଟି.): ଭାରତରେ ୫୦ ବର୍ଷ ହେବ ଏକ ହଜାରରୁ ଅଧିକ ମାମଲା ପଡ଼ିରହିଛି। ଦୁଇ ଲକ୍ଷରୁ ଅଧିକ ମାମଲା ୨୫ ବର୍ଷ ହେବ ପଡ଼ିରହିଛି। ଏଭଳି ମାମଲାଗୁଡ଼ିକର ତୁରନ୍ତ ସମାଧାନ କରାଯିବା ଦରକାର ବୋଲି ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଜଷ୍ଟିସ୍…
Archives


