Home

ବ୍ୟାୟାମ କରିବା ସମୟରେ ପଡ଼ିଗଲେ ଅମୀରଙ୍କ ଝିଅ, ଭିଡିଓ ଭାଇରାଲ

ଅମୀର ଖାନ୍‌ଙ୍କ ଝିଅ ଇରା ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ବ୍ୟାୟାମ କରିବା ସମୟରେ ସେ ପଡ଼ିଯାଇଥିବା ନଜର ଆସିଛି। ଇରା ଜିମ୍‌ ସେଣ୍ଟରରେ ଏକ ରଡ୍‌ରେ ଓହଳି ବଡି ମୁଭ୍‌ ପାଇଁ ଚେଷ୍ଟା କରୁଥିଲେ। ଏହି…

କଲ୍ଲୀ ପୁରୀଙ୍କୁ ମିଳିଲା ମିଡିଆ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଭାବଶାଳୀ ମହିଳା ସମ୍ମାନ

ଇଂଲଣ୍ଡ,୨୮।୯: ଇଣ୍ଡିଆ ଟୁଡେ ଗ୍ରୁପ୍‌ର ଭାଇସ୍‌ ଚେୟାରମ୍ୟାନ କଲ୍ଲୀ ପୁରୀଙ୍କୁ ‘ଇଣ୍ଡିଆଜ୍‌ ମୋଷ୍ଟ ପାଓ୍ବାରଫୁଲ ଓ୍ବିମେନ ଇନ୍‌ ମିଡିଆ’ ପୁରସ୍କାରରେ ସମ୍ମାନିତ କରାଯାଇଛି। ଶୁକ୍ରବାର ବ୍ରିଟିଶ ସଂସଦରେ କନ୍‌ଫ୍ଲୁଏନ୍ସ ଏକ୍ସିଲେନ୍ସ ଆଓ୍ବାର୍ଡ ସମାରୋହ ଆୟୋଜିତ ହୋଇଥିଲା। ଏହି ଅବସରରେ କଲ୍ଲୀଙ୍କୁ ଉକ୍ତ…

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଇ

ସମ୍ବଲପୁର, ୨୮।୯(ବ୍ୟୁରୋ): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ଶନିବାର ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପଞ୍ଚବାଦ୍ୟ, ଘଣ୍ଟ, ଶଙ୍ଖ, ହରିବୋଲ, ହୁଳହୁଳି ଶବ୍ଦରେ ମନ୍ଦିର…

ସୁର ସମ୍ରାଜ୍ଞୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସଚିନ

ନୂଆଦିଲ୍ଲୀ,୨୮।୯: ସୁର ସମ୍ରାଜ୍ଞୀ ଲତା ମଙ୍ଗେସ୍‌କର ଶନିବାର ୯୦ତମ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ଲତାଙ୍କ ଜନ୍ମଦିନ ଉପଲକ୍ଷେ ବଲିଉଡ୍‌ରୁ ଆରମ୍ଭ କରି କ୍ରିକେଟ ଜଗତରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ଅବସରରେ ଭାରତ କ୍ରିକେଟର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କୋକିଳକଣ୍ଠୀଙ୍କୁ…

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ସର୍ଚ୍ଚଅପରେଶନ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା।…

ଆହତଙ୍କୁ ମୃତ ଭାବି ଡାକ୍ତରଖାନା ନେଲା ପୋଲିସ

ଭୋପାଳ,୨୮।୯: ମଧ୍ୟପ୍ରଦେଶର ଭିଣ୍ଡ୍‌ ପୋଲିସର ଗୁରୁତର ଅବହେଳା ଶନିବାର ସାମ୍ନାକୁ ଆସିଛି। ଆହତ ବ୍ୟକ୍ତିଙ୍କୁ ମୃତ ଭାବି ପୋଲିସ ହସ୍ପିଟାଲକୁ ନେଇଥିବା ବେଳେ ତାଙ୍କୁ ଜୀବିତ ଦେଖି ଆଶ୍ଚର୍ଯ୍ୟ ହୋଇପଡ଼ିଥିଲେ ଡାକ୍ତର। ସୂଚନାଯୋଗ୍ୟ, ଏକ ଅଜ୍ଞାତ ଗାଡି ବାଇକ୍‌କୁ ଧକ୍କା ଦେଇଥିଲା।…

ତ୍ରିପୁରାରେ ବଳି ବନ୍ଦ: ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ଅଗରତଲା,୨୮।୯: ଜୀବିତ ରହିବା ପ୍ରତି ପ୍ରାଣୀଙ୍କର ମୌଳିକ ଅଧିକାର। ଏଥିରୁ ତାଙ୍କୁ ବଞ୍ଚିତ କରାଯାଇପାରିବ ନାହିଁ। ଏନେଇ ତ୍ରିପୁରା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଅନ୍ତର୍ଗତ ଏଣିକି ରାଜ୍ୟରେ ପ୍ରଚଳିତ ପ୍ରରମ୍ପରା ଅନୁସାରେ କୌଣସି ବଳି ଦିଆ ଯାଇପାରିବ ନାହିଁ…

ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ସ୍କୁଲ ଆସନ୍ତି ଛାତ୍ର

ଭୋପାଳ,୨୮।୯: ମଧ୍ୟପ୍ରଦେଶ ନରସିଂହପୁର ଜିଲାରେ ଏକ ସରକାରୀ ମାଧ୍ୟମିକ ବାଳକ ବିଦ୍ୟାଳୟରେ ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ଛାତ୍ରମାନେ ଆସିଥାନ୍ତି। ସ୍କୁଲରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ରଘୁପତି ରାଘବ ରାଜା ରାମ ପ୍ରାର୍ଥନାରେ ଗାନ କରାଯାଇଥାଏ। ସ୍ଥାନୀୟ ସିଂହପୁର ବଡ଼ା…

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ରୀତା: କହିଲେ ‘ ଅଧୁରା କାର୍ଯ୍ୟ ପୂରା କରିବି’

ଭୁବନେଶ୍ୱର,୨୮।୯(ବ୍ୟୁରୋ): ପୁଣି ଥରେ ରୀତା ସାହୁଙ୍କ ଉପରେ ଆସ୍ଥା ପ୍ରକଟ କରିଛି ବିଜେଡି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଜେପୁର ଉପନିର୍ବାଚନ ପାଇଁ ରୀତାଙ୍କୁ ପ୍ରାର୍ଥୀ କରାଯାଇଥିବା ଘୋଷଣା କରିଛନ୍ତି। ଏହାପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ରୀତା।…

ଆଫଗାନିସ୍ତାନରେ ବିସ୍ଫୋରଣ

କାନ୍ଧାର,୨୮।୯: ଦକ୍ଷିଣ ଆଫଗାନିସ୍ତାନର କାନ୍ଧାର ସହରରେ ଶନିବାର ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୧୫ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶନିବାର ରାଷ୍ଟ୍ରପତି ନିର୍ବାଚନ ଚାଲୁଥିବା ସମୟରେ ସହରର ଏକ ମତଦାନ କେନ୍ଦ୍ରର…

ନିର୍ବାଚନରେ ଲଢ଼ିବାକୁ ପାଣ୍ଠି ନ ଥିବା ପ୍ରସଙ୍ଗ; କଂଗ୍ରେସକୁ ମିଳଛି ୧୦ହଜାର ସହାୟତା: ନିରଞ୍ଜନ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଲଢ଼ିବା ପରେ କଂଗ୍ରେସ ହାତରେ ବିଜେପୁର ଉପନିର୍ବାଚନରେ ଲଢ଼ିବା ପାଇଁ ପାଣ୍ଠି ନାହିଁ। ଏଣୁ କଂଗ୍ରେସକୁ ଆର୍ଥିକ ସହାୟତା ଦେବାକୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅପିଲ କରିଥିଲେ। ତେବେ ଜଣେ ବଦାନ୍ୟ ବ୍ୟକ୍ତି କଂଗ୍ରେସକୁ…

ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ

ପୁରୀ ଅଫିସ, ୨୮।୯: ଶନିବାର ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି, ସେହି ତିଥିରେ ଶ୍ରାଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri