Home

ଫନୀ ମାଡ଼ରେ ଦୋହଲିଗଲା ବିଦ୍ୟୁତ୍‌ ଭିତ୍ତିଭୂମି; ଖାମଖିଆଲ ଓପିଟିସିଏଲ୍‌: ୧୫କୋଟି ବରବାଦ

ଭୁବନେଶ୍ୱର,୪-୯: ଗତ ମେ’ ୩ରେ ପୁରୀ ଉପକୂଳ ଛୁଇଁଥିବା ବାତ୍ୟା ‘ଫନୀ’ ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ବ୍ୟାପକ କ୍ଷତି କରିଥିଲା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା ବିଦ୍ୟୁତ୍‌ ଭିତ୍ତିଭୂମି। ହଜାର ହଜାର ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ନଷ୍ଟ ହୋଇଥିବାବେଳେ…

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ

ଗୋପାଳପୁର,୪ା୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମଙ୍ଗଳବାର ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିଲା। ମଙ୍ଗଳବାର ପୂର୍ବାହ୍ନରେ ଗୋପାଳପୁର ବନ୍ଦରରେ ଲୋ ମାର୍କ ଥିବାବେଳେ ବୁଧବାର ଏହା ୱେଲମାର୍କରେ ପରିବର୍ତ୍ତନ ହେବାକୁ ଯାଉଛି। ଫଳରେ ସମୁଦ୍ର…

ବର୍ଷାମାଡ଼ ଖାଉଛନ୍ତି ରୋଗୀ

ବ୍ରହ୍ମପୁର ଅଫିସ୍‌,୪ା୯-ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ୍‌ ହସ୍‌ପିଟାଲ୍‌ ତଥା ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ରୋଗୀସେବା ଦିନକୁ ଦିନ ନିମ୍ନଗାମୀ ହେବାରେ ଲାଗିଛି। ଦୂରଦୂରାନ୍ତରରୁ ଆସୁଥିବା ରୋଗୀମାନେ ଉପଯୁକ୍ତ ସ୍ବାସ୍ଥ୍ୟସେବା ପାଇପାରୁ ନାହାନ୍ତି। କେବଳ କୋଠା…

ଅବହେଳିତ ଗାଁ ଗୋଧୂଳି

ଚମ୍ପୁଆ,୪।୯(ଡି.ଏନ.ଏ.)-ଚମ୍ପୁଆ ଏନଏସି ଅନ୍ତର୍ଗତ ୧ ନଂ ୱାର୍ଡ ମାନ୍ୟତା ପାଇଥିବା ଗୋଧୂଳି ଗାଁ ଆଜି ଅବହେଳିତ। ରାସ୍ତା ଘାଟ ଠାରୁ ଆରମ୍ଭ କରି କମ୍ୟୁନିଟି ପାଇଖାନା ଓ ସ୍ବଚ୍ଛତା କ୍ଷେତ୍ରରେ ଏହାର ଉନ୍ନତି ଖୁବ ପଛରେ ପଡିଛି। ଚମ୍ପୁଆ ପଞ୍ଚାୟତ ସମୟରେ…

ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ ଆହୁରି ଶାଣିତ…

ଅର୍ଦ୍ଧାହାରରେ ବିତୁଛି ଦିନ

ହାଟଡିହୀ, ୪।୯(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ବିଧବା ମହିଳା ବାସନ୍ତୀ ମଣ୍ଡଳ(୫୫) ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ତାଙ୍କ ସ୍ବାମୀ ଗୌରାଙ୍ଗ ଜେନା ପ୍ରାୟ ବର୍ଷେ ହେବ ରୋଗାକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିଲେ। ସ୍ବାମୀଙ୍କ ମୃତ୍ୟୁ…

୩୦ବର୍ଷ ପରେ ଘରକୁ ଫେରିଲେ ମହିଳା

ବାରିପଦା ଅଫିସ,୪ା୯ – ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ପାରିଆକୁଲି ଗ୍ରାମର ଜନୈକା ମହିଳା ନିଖୋଜ ହେବାର ଦୀର୍ଘ ୩୦ବର୍ଷ ପରେ ଘରକୁ ଫେରିଛନ୍ତି ା ମହିଳା ଜଣକ ହେଲେ ଗଣେଶ୍ୱର ବେହେରାଙ୍କ ପନତ୍ୀ ସୁମିତ୍ରା (୬୫) ା ମାନସିକ…

ଥମୁନି ହାତୀ ଆତଙ୍କ , ପୁଣି ଜଣଙ୍କ ଜୀବନ ଗଲା

ରାସଗୋବିନ୍ଦପୁର,୪।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଆସିଥିବା ହାତୀପଲଙ୍କ ଉପଦ୍ରବ ଥମିିବାର ନାଁ ଧରୁନି। ୧୩ଟି ହାତୀ ମାସେରୁ ଅଧିକ ସମୟ ହେଲା ରାସଗୋବିନ୍ଦପୁର ବ୍ଲକର ସାରୁମଳା, ଅମରଦା, ଝାଟିଅଡା, ନାକିଚୁଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ୟାପକ ଉପଦ୍ରବ କରିବା…

ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା

ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଦୀର୍ଘ…

କ୍ରୀଡ଼ା ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୪।୯-ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ବାଲେଶ୍ୱର ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସଠାରେ ବିଭାଗୀୟ କାର୍ଯ୍ୟ ଏବଂ ନିର୍ମାଣାଧୀନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। କ୍ରୀଡ଼ା…

ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି

ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ ମଧ୍ୟ ଅଦ୍ୟାବଧି ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ…

ବାଜିନି ପୌର ନିର୍ବାଚନ ବିଗୁଲ, ନେତା ହେଲେଣି ଚଳଚଞ୍ଚଳ

କେନ୍ଦ୍ରାପଡ଼ା ଅଫିସ, ୪-୯- ପୌର ନିର୍ବାଚନ ପାଇଁ କୌଣସି ସୂଚନା ମିଳିନାହିଁ ା ତେବେ କେନ୍ଦ୍ରାପଡା ପୌରାଞ୍ଚଳରେ ଏହାର ପଦଧ୍ୱନି ଦେଖିବାକୁ ମିଳିଲାଣି। ସହରାଞ୍ଚଳରେ ପ୍ରତ୍ୟେକ ୱାର୍ଡରେ ଅଫିସ ଖୋଲାଯାଇ ଲୋକଙ୍କ ସମସ୍ୟା ସୁଧାରିବାକୁ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri