ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ
ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମତଦାନ କେନ୍ଦ୍ରରୁ ବାହାରି ସେ ସମସ୍ତଙ୍କୁ ଭୋଟ ଦେବା ପାଇଁ ଆହ୍ବାନ ଦେଇଛନ୍ତି।…
ଭୋଟ ଦେଲେ କଂଗ୍ରେସ ପ୍ରାର୍ଥୀ ଦିଲୀପ
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଭାବେ ଏଥର ଦିଲୀପ କୁମାର ପଣ୍ଡା ପ୍ରଥମଥର ପାଇଁ ବିଧାନସଭା ନିିର୍ବାଚନକୁ ଓହ୍ଲାଇଛନ୍ତି। ସୋମବାର ସେ ମାନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭୋଟ ଗ୍ରହଣ କେନ୍ଦ୍ର (ବୁଥ ନଂ-୯୮)କୁ…
ଭୋଟରଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣା: ୩ ମୃତ
ପୁଣେ,୨୧।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଛି। ମୁମ୍ବାଇ-ପୁଣେ ଏକ୍ସପ୍ରେସ୍ ବାଟରେ ସୋମବାର ସକାଳୁ ଏକ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ଜଣ ଆହତ ହୋଇଛନ୍ତି। ବସ୍ରେ…
ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହାଇ ଆଲର୍ଟ
ଲକ୍ଷ୍ନୌ,୨୧।୧୦: ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି ହୋଇଛି। ସେହିପରି କାଶୀ, ମଥୁରା, ଅଯୋଧ୍ୟା…
ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ…
ମିସେସ୍ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍ ସ୍ଲିପ୍’
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ, ମିସ୍ ୟୁନିଭର୍ସ, ମିସ୍ ଡିଭା ଭଳି ବ୍ୟୁଟି ପାଜେଣ୍ଟ ମଞ୍ଚରେ ପହଞ୍ଚତ୍ବା ମଡେଲିଂରେ କ୍ୟାରିୟର…
ଟ୍ରାକ୍ଟରରେ ଭୋଟ ଦେବାକୁ ପହଞ୍ଚିଲେ ନେତା
ମୁମ୍ବାଇ,୨୧।୧୦: ସୋମବାର ମହାରାଷ୍ଟ୍ର ଏବଂ ହରିଆଣାରେ ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ହରିଆଣାରେ ୯୦ଟି ଆସନରେ ୧,୧୬୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ରାଜ୍ୟରେ ମୁଖ୍ୟତଃ କଂଗ୍ରେସ ଏବଂ ଭାଜପା ମଧ୍ୟ କଡା ମୁକାବିଲା ହେଉଛି। ସୋମବାର ସକାଳୁ ବିଭିନ୍ନ…
ପିଓକେରେ ଭାରତୀୟ ସେନାର ଜବାବୀ କାର୍ଯ୍ୟାନୁଷ୍ଠାନ: ୩୫ ଆତଙ୍କବାଦୀ, ୫ ସୈନ୍ୟ ନିହତ
ଶ୍ରୀନଗର/ଇସ୍ଲାମାବାଦ, ୨୧ା୧୦ (ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍ଓସି)ରେ ଅସ୍ତ୍ରବିରତି ଉଲ୍ଲଂଘନ କରି ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଥିବା ପାକିସ୍ତାନକୁ ରବିବାର ଶକ୍ତ ଝଟ୍କା ଲାଗିଛି। ଭାରତୀୟ ସେନାର ଏକ ବଡ଼ଧରଣର ଜବାବୀ କାର୍ଯ୍ୟାନୁଷ୍ଠାନରେ ପାକ୍-ଅଧିକୃତ କଶ୍ମୀର (ପିଓକେ)ରେ ୭ଟି ଆତଙ୍କବାଦୀ ଲଞ୍ଚପ୍ୟାଡ୍…
ଷ୍ଟେଶନ୍ ବଜାର ମା’ଶ୍ୟାମାକାଳୀ ପୂଜା : ଚାନ୍ଦି ଅଳଙ୍କାର ମେଢ଼ ସଜ୍ଜା ଉପରେ ଗୁରୁତ୍ୱ
ଯାଜପୁର ରୋଡ, ୨୧ା୧୦(ନି.ପ୍ର.): ଯାଜପୁର ରୋଡ ସହର ସ୍ଥିତ ଷ୍ଟେଶନ୍ ବଜାରରେ ୧୯୫୮ରୁ ମା’ ଶ୍ୟାମାକାଳୀଙ୍କୁ ପୂଜା କରାଯାଉଛି। ଏଠାରେ ପୂଜା ଆରମ୍ଭ ହେବା ପୂର୍ବରୁ ସ୍ଥାନୀୟ ଲୋକମାନେ କାଳୀପୂଜା ଦେଖିବା ପାଇଁ ଭଦ୍ରକ ଜିଲା ଯାଉଥିଲେ। ଏହାକୁ ଦେଖି ସହରରେ…
ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ
ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ବିଜେଡି ସଭାପତି ଅଭିନ୍ନ କୁମାର ଜେନାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…
ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ
ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ ମୃତ୍ୟୁ ମାମଲାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ…
ଫେସ୍ବୁକ୍ ପୋଷ୍ଟକୁ ନେଇ ବିକ୍ଷୋଭ: ପୋଲିସ ଗୁଳିରେ ୪ ମୃତ, ୫୦ ଆହତ
ଢାକା,୨୧ା୧୦: ମୁସ୍ଲିମ ବହୁଳ ବାଂଲାଦେଶର ଭୋଲା ଜିଲାରେ ଏକ ଆପତ୍ତିଜନକ ଫେସ୍ବୁକ୍ ପୋଷ୍ଟକୁ ନେଇ ରବିବାର ଦୁଇ ସମ୍ପ୍ରଦାୟ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଗୁଳିରେ ୪ ମୃତ ଓ…

