ଯୋର ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର
ଅମରପାଲି, ୪।୮ (ଡି.ଏନ.ଏ.)-ବିପଦପୂର୍ଣ୍ଣ ଭାବେ ଯୋର ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର। ଏଭଳି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଦୁର୍ଜନତୈଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ହରିହର ଯୋରରେ। ପ୍ରାୟ ୩୦ରୁ ୪୦ଜଣ ଛାତ୍ରୀଛାତ୍ର ପ୍ରତ୍ୟହ ଯୋର…
ବିଶ୍ୱବିଦ୍ୟାଳୟ ଘୋଷଣା ବର୍ଷରେ ଅର୍ଥନୀତି: ଏମ୍.ଫିଲ୍ ପାଠ୍ୟକ୍ରମ ବନ୍ଦ
ବଲାଙ୍ଗୀର ଅଫିସ, ୪ା୮-ଏହାକୁ ବିଡମ୍ବନା କୁହାଯିବ କି ଆଉ କ’ଣ। ରାଜେନ୍ଦ୍ର ସ୍ବୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ଘୋଷଣା କରାଯିବାର ମାସ କେଇଟା ପରେ ଏହି କଲେଜରୁ ଅର୍ଥନୀତି ବିଭାଗର ଏମ୍ଫିଲ ପାଠ୍ୟକ୍ରମ ବନ୍ଦ ହୋଇଯିବା ଘଟଣା ସରକାରଙ୍କ ବିଚିତ୍ର ଶିକ୍ଷାନୀତିକୁ ପ୍ରତିଫଳିତ…
ବିଜ୍ଞାନ ନାଟକ ପ୍ରତିଯୋଗିତା: ‘ସମ୍ଭାବନା’ ଶ୍ରେଷ୍ଠ ବିବେଚିତ
ବଲାଙ୍ଗୀର ଅଫିସ, ୪ା୮-ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲଠାରେ ଜିଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି ା ଏହି ନାଟକ ପ୍ରତିଯୋଗିତାରେ ପୁଇଁନ୍ତଲା ଓଡିଶା ଆଦର୍ଶ ବିଦ୍ୟାଳୟର ବିଜ୍ଞାନ ନାଟକ ସମ୍ଭାବନା ଶ୍ରେଷ୍ଠ ବିବେଚିତ ହୋଇ ଜୋନାଲସ୍ତରକୁ ମନୋନୀତ ହୋଇଛି ା ଜିଲା…
ଜଳସେଚନ ପ୍ରକଳ୍ପ ନିର୍ମାଣ ସମୀକ୍ଷା
ବଇଣ୍ଡା,୪।୮(ଡି.ଏନ.ଏ.)-କୃଷି ବହୁଳ ଅଞ୍ଚଳ କିଶୋରନଗର ବ୍ଲକରେ ନିର୍ମାଣ ହେବାକୁ ଥିବା ସୁରେଶ୍ୱରୀ ଓ ଜୟଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ଶନିବାର କ୍ଷୁଦ୍ର ଜଳସେଚନ ପକ୍ଷରୁ ସମୀକ୍ଷା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପୂର୍ତ୍ତବିଭାଗର ପୂର୍ବତନ ସଚିବ ନଳିନୀକାନ୍ତ ପ୍ରଧାନ,…
ଏସ୍ପି, ତଦନ୍ତକାରୀ ଅଧିକାରୀ, ପିପି ସମ୍ବର୍ଦ୍ଧିତ
ଅନୁଗୋଳ ଅଫିସ, ୪।୮-ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱର ପୋଲିସ ଭବନ ଠାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ଅନୁଷ୍ଠିତ ‘ପରି’ କାର୍ଯ୍ୟକ୍ରମରେ ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ପ୍ରମୁଖ…
ପ୍ରଶାସନ ଉପରେ ବଢ଼ିଲା ଚାପ: ପରିବହନ ସ୍ବାଭାବିକ ପାଇଁ ଦାବିପତ୍ର
ତାଳଚେର,୪ା୮(ନି.ପ୍ର.)-ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ୪ ଶ୍ରମିକଙ୍କ ପରିବାରକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ସହ ପୂର୍ବପରି ଟ୍ରକ୍ ଗୁଡିକରେ କୋଇଲା ପରିବହନ ପାଇଁ ପଦକ୍ଷେପ ନେବାକୁ ତାଳଚେର କୋଲ୍ କଞ୍ଜ୍ୟୁମର ଆସୋସିଏଶନ ଓ ଟ୍ରକ୍ ମାଲିକମାନଙ୍କ ପକ୍ଷରୁ ଶନିବାର ପ୍ରଶାସନ…
ଡମ୍ବେଲ ପଞ୍ଚରେ ସୁବ୍ରତଙ୍କ ରେକର୍ଡ
ଢେଙ୍କାନାଳ ଅଫିସ, ୪।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟି ଗ୍ରାମର ସୁବ୍ରତ କୁମାର ସାମଲ ୧ ମିନିଟରେ ୩୩୪ ଥର ଡମ୍ବେଲ ପଞ୍ଚ ମାରି ବଜ୍ର ଓ୍ବାଲର୍ଡ ରେକର୍ଡରେ ନିଜ ନାମକୁ ସାମିଲ କରିଛନ୍ତି। ଆଗାମୀ ଦିନରେ ସେ ଗିନିଜ୍ ବୁକ୍…
ଭୁଶୁଡ଼ି ପଡ଼ିଲା ପାନୀୟଜଳ ପ୍ରକଳ୍ପ
ପରଜଙ୍ଗ, ୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ନୂଅଁାକୁଆଳୋ ଗ୍ରାମରେ ଗତ ଫେବୃୟାରୀରେ ଲୋକାର୍ପିତ ହୋଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି। ଏଥିରେ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ନିମ୍ନମାନର କାମ…
ହେଲମେଟ୍ ନ ପିନ୍ଧିଲେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ମନା
ଭଞ୍ଜନଗର,୪।୮(ଡି.ଏନ.ଏ.) -ବାଇକ୍ ଓ କାର ଚାଳକଙ୍କ ଉପରେ ଏଣିକି କଡ଼ା ନଜର ରଖିବ ପ୍ରଶାସନ। ଯେଉଁମାନେ ବିନା ହେଲମେଟ୍ରେ ବାଇକ୍ ଚଳାଉଥିବେ ସେମାନଙ୍କ ବିରୁଦ୍ଧରେ ଜରିମାନା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। କାର ଚାଳକ ମଧ୍ୟ ସିଟ୍ ବେଲ୍ଟ ନବାନ୍ଧିଲେ ଜରିମାନା…
କୃଷିଋଣ ଛାଡ଼ କରିବାକୁ ବିକ୍ଷୋଭ ସମାବେଶ
ବ୍ରହ୍ମପୁର ଅଫିସ,୪ା୮-ସିପିଏମ୍ର ଛାମୁଆ ସଂଗଠନ କୃଷକ ସଭା ପକ୍ଷରୁ ଶନିବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସ୍ବାମୀନାଥନ କମିଶନଙ୍କ ସୁପାରିସ ଅନୁସାରେ ସମସ୍ତ କୃଷିଜାତ ଉତ୍ପାଦନ ଖର୍ଚ୍ଚର ଦେଢ଼ଗୁଣା ଚାଷୀଙ୍କୁ ପ୍ରଦାନ ସହ ବିନିଯୋଗ ଖର୍ଚ୍ଚ ହ୍ରାସ…
‘ପିଲା ଦିନର ସ୍ବପ୍ନ ବାଟ କଢ଼ାଇଛି’: ନିଆରା ପ୍ରତିଭା ସନ୍ତୋଷ
ଆନନ୍ଦପୁର,୪।୮(ସ୍ବ.ପ୍ର.)-ପିଲା ଦିନୁ ତ୍ଜଣେ ସଫଳ ଚିତ୍ରକର ହେବାକୁ ସେ ଦେଖିଥିଲେ ସ୍ବପ୍ନ। ଗରିବ ପରିବାରରେ ଜନ୍ମ ନେଇଥିବାରୁ ଆର୍ଥିକ ଅନଟନ ସତ୍ତ୍ୱେ ନିରନ୍ତର ସାଧନା ବଳରେ ସେ ନିଜ କଳାପ୍ରତିଭାକୁ ବିକଶିତ କରି ରାଜ୍ୟ ପାଇଁ ସୁନାମ ଆଣିବା ସହ ନିଜର…
ମେଧାବୀ ଛାତ୍ରଙ୍କୁ ନାମଲେଖା ପାଇଁ ମିଳିଲା ସହାୟତା
ଆନନ୍ଦପୁର,୪।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାପାଳ ଆଶିଷ ଠାକରେ କୃଷ୍ଣ ଚନ୍ଦ୍ର ହେମ୍ବ୍ରମ୍ ନାମକ ଜଣେ ମେଧାବୀ ଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ନାମଲେଖା ବାବଦରେ ସହାୟତା ଯୋଗାଇଦେଇଛନ୍ତି। ଜିଲାପାଳଙ୍କ ଏପରି ପଦକ୍ଷେପକୁ ସମ୍ପୃକ୍ତ ଛାତ୍ରଙ୍କ ପରିବାର ଲୋକେ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ ଘସିପୁରା…
Archives


