Home

ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ବିଜୟର ‘ଛକା’ ମାରିଲା ମୁମ୍ବାଇ , କଲା ୮୬ ରନର ଏକ ଚମତ୍କାର ବିଜୟ

ନୂଆଦିଲ୍ଲୀ,୨୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଏକ ‘ଛକା’ ମାରିଛି। ଅର୍ଥାତ ସେମାନେ ନିଜର ଷଷ୍ଠ ବିଜୟ ହାସଲ କରିଛନ୍ତି। ଗୁରୁବାର ସୟଦ ମୁସ୍ତାକ ଅଲି ଟ୍ରଫିରେ, ମୁମ୍ବାଇ ଉତ୍ତରାଖଣ୍ଡକୁ ୮୬ ରନର ବିଶାଳ ବ୍ୟବଧାନରେ ପରାସ୍ତ କରିଛି। ଏହି ଟୁର୍ଣ୍ଣାମେଣ୍ଟରେ…

ଚିପ୍ସ-ବିସ୍କୁଟ୍‌ ପ୍ୟାକେଟ୍‌ରେ ଲାଗିବ ଲାଲ୍‌ ଚେତାବନୀ ଚିହ୍ନ, ଚିନି-ଲୁଣ-ଫ୍ୟାଟ୍‌ ଅଧିକ ଥିଲେ ଗ୍ରାହକଙ୍କୁ ମିଳିବ ସୂଚନା

ନୂଆଦିଲ୍ଲୀ,୨୬।୧୧: ବଜାରରୁ ଚିପ୍ସ, ବିସ୍କୁଟ୍‌ କିମ୍ବା ଅନ୍ୟ ପ୍ୟାକେଟ୍‌ ଖାଦ୍ୟ ସାମଗ୍ରୀ କିଣିବା ସମୟରେ ଏଣିକି ପ୍ୟାକେଟ୍‌ ପଛପଟେ ଲେଖା ଛୋଟ ଅକ୍ଷର ପଢ଼ିବାକୁ ପଡ଼ିବନି । ଖାଦ୍ୟରେ ଅଧିକ ଚିନି, ଲୁଣ ଓ ସାଚୁରେଟେଡ୍‌ ଫ୍ୟାଟ୍‌ ରହିଥିଲେ ପ୍ୟାକେଟ୍‌ର ସାମ୍ନା…

IPL 2027: ରୋହିତ ଶର୍ମା ହେବେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ? ଚର୍ଚ୍ଚା ସୃଷ୍ଟି କରିଛି ଏକ ରହସ୍ୟମୟ ପୋଷ୍ଟ; ପ୍ରଶଂସକ ଦ୍ୱନ୍ଦ୍ୱରେ

ନୂଆଦିଲ୍ଲୀ,୨୬।୧୧: IPL 2027ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କିଏ ହେବେ, ସେ ନେଇ ରହିଥିବା ରହସ୍ୟ ଏବେ ମଧ୍ୟ ଜାରି ରହିଛି। ଦଳରୁ ହାର୍ଦ୍ଦିକ ପାଣ୍ଡ୍ୟା ବିଦାୟ ନେବା ପରେ, ମୁମ୍ବାଇ ଇଣ୍ଡିଆନ୍ସ ଜଣେ ନୂଆ ଅଧିନାୟକଙ୍କ ସହ ଆଗାମୀ ସିଜିନରେ…

୧୭ ବର୍ଷର ଅପେକ୍ଷାର ହେବ ଅନ୍ତ! ଟିମ୍‌ଇଣ୍ଡିଆ ପାଇଁ କର ବା ମର ପରିସ୍ଥିତି

ହେଗଲି ଓଭାଲ୍‌,୨୬।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ହେଗଲି ଓଭାଲ୍‌ରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ତଥା ଶେଷ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଦଳର ଯୁବ ପେସ ବୋଲର ଗୁରନୁର ବରାରଙ୍କୁ ଡେବ୍ୟୁ ସୁଯୋଗ ମିଳିପାରେ। ରେଭ ସ୍ପୋର୍ଟସ୍‌ରେ ରିପୋର୍ଟ ଅନୁସାରେ, ଦ୍ୱିତୀୟ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ବାପା ହେଲେ ମିଳିବ ୧୫ ଦିନର ଛୁଟି

ଚେନ୍ନାଇ, ୨୬।୧୧: ସନ୍ତାନ ଜନ୍ମ ସମୟରେ ପୁରୁଷ ସରକାରୀ କର୍ମଚାରୀଙ୍କୁ ମିଳିବ ୧୫ ଦିନର ପିତୃତ୍ୱ ଛୁଟି । ଏଭଳି ଏକ ବଡ଼ ଘୋଷଣା କରିଛନ୍ତି ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ। ରାଜ୍ୟ ସରକାରୀ ବିଭାଗରେ କାର୍ଯ୍ୟରତ ବିବାହିତ ପୁରୁଷ…

ସ୍ତ୍ରୀ, ଦେଢ଼ଶାଶୁଙ୍କୁ ହତ୍ୟା ଉଦ୍ୟମ କରି ସ୍ବାମୀ ଗଲେ ଜେଲ୍‌

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଆମ୍ବଗାଁର ଡମ୍ବରୁ ସାହୁ(୪୫)ଙ୍କୁ କେ. ନୂଆଗାଁ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ. ୩୭୦/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲ…

୭ ଦଫା ଦାବି ନେଇ ଅଙ୍ଗନବାଡ଼ି କର୍ମୀ-ସହାୟିକାଙ୍କ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ: ଦାବି ପୂରଣ ନ ହେଲେ…

ବଡ଼ଗାଁ,୨୬।୧୧(ଅଶୋକ ଷଡ଼ଙ୍ଗୀ): ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ସରକାର ଗୁହାରି ଶୁଣୁ ନ ଥିବା ଅଭିଯୋଗ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଅଙ୍ଗନବାଡ଼ି କର୍ମୀ ଓ ସହାୟିକା। ଭାରତୀୟ ମଜଦୁର ସଂଘ ସହବନ୍ଧିତ ଅଲ ଓଡ଼ିଶା…

ମହିଳା ପୋଲିସଙ୍କ ପାଇଁ ବଡ଼ ନିଷ୍ପତ୍ତି, ଗର୍ଭାବସ୍ଥାରେ ମିଳିବ…

ଭୁବନେଶ୍ବର,୨୬।୧୧: ମହିଳା ପୋଲିସ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ଓ ମାନସିକ ଚାପକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଆଣିବାକୁ ପଦକ୍ଷେପ ନିଆଯାଇଛି । ଏହାଦ୍ୱାରା ଗର୍ଭବତୀ ଓ ପ୍ରସୂତୀ ମହିଳା ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟକ୍ଷେତ୍ରରେ ଆଶ୍ୱସ୍ତି ମିଳିବ। ନୂଆ ନିର୍ଦ୍ଦେଶାବଳୀ ଅନୁସାରେ, ଗର୍ଭବତୀ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ଗୁହାଳେ ପଶି ବାଛୁରୀକୁ ମାରି ଖାଇଲା

ନୂଆପଡ଼ା,୨୬ା୧୧(ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଆମାନାରା ପଞ୍ଚାୟତ ପାଓ୍ବାରତୋଲା ଗାଁର ସଫୁର ସତନାମୀଙ୍କ ଗୁହାଳରୁ ବୁଧବାର ରାତିରେ ଏକ ବାଛୁରୀକୁ କଲରାପତରିଆ ବାଘ ମାରି ଯାଇଛି। ଖବର ପାଇ ନୂଆପଡ଼ା ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ, ଡେଥ୍‌ ସାର୍ଟିଫିକେଟ ପାଇଁ ୭ ହଜାର ଲାଞ୍ଚ ନେଉଥିଲେ

ସମ୍ବଲପୁର,୨୬।୧୧: ସମ୍ବଲପୁର ଜିଲା ଠେମରା CHCର ଜଣେ ସ୍ୱାସ୍ଥ୍ୟକର୍ମୀ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତି ପାଇଁ ଫାଇଲ୍‌ ଆଗକୁ ବଢ଼ାଇବାକୁ ସେ ଜଣେ ଆବେଦନକାରୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିଲେ…

ଓଡ଼ିଶାର ଦାବି ଆଗରେ ମୁଣ୍ଡ ନୁଆଁଇଲେ ପଶ୍ଚିମବଙ୍ଗ ସରକାର, ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ

ଭୁବନେଶ୍ୱର,୨୬ା୧୧: ଦୀଘାସ୍ଥିତ ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ହଟାଇ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ଏନେଇ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅବଗତ କରାଇଛନ୍ତି। ସୂଚନା ଅନୁଯାୟୀ, ଦୀଘା ଜଗନ୍ନାଥ ମନ୍ଦିରର ନାମ ପରିବର୍ତ୍ତନ…

ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ ୪୦ ହଜାର ପେନ୍‌ସନ୍‌!

ଲକ୍ଷ୍ନୌ, ୨୬।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୭ ପୂର୍ବରୁ ନିଜର ନିର୍ବାଚନୀ ରଣନୀତିକୁ ଆଗକୁ ବଢ଼ାଇଛି ସମାଜବାଦୀ ପାର୍ଟି (ସପା)। ସମ୍ବିଧାନ ଦିବସ ଅବସରରେ ଗୁରୁବାର ଦଳ ନିଜର ଘୋଷଣାପତ୍ର ଜାରି କରିବ। ଲକ୍ଷ୍ନୌରେ ଅପରାହ୍ନ ପ୍ରାୟ ୪ଟାରେ ଦଳର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?