Home

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ବିଦ୍ୟାଳୟରେ ତାଲା ପଡ଼ିଥିବାରୁ ଛାତ୍ରୀଛାତ୍ରମାନେ ନିକଟସ୍ଥ ବାତ୍ୟା…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୫ଟି ଶ୍ରେଣୀ ଥିବା…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ ବିପକ୍ଷରେ ତାଙ୍କର ୧୨୪ରନର ଇନିଂସ T20 ରାଙ୍କିଙ୍ଗରେ ତାଙ୍କର ସ୍ଥାନ ବୃଦ୍ଧି କରିଥିଲା।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ ଦୀର୍ଘ ସମୟ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କାରଣ ଅସ୍ପଷ୍ଟ ରହିଛି। ମେରାଇନ ଥାନାଠାରୁ…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ ଆନ୍ଦୋଳନ କରିଛନ୍ତି । ମଦ ବ୍ୟବସାୟଙ୍କ ଘର ସମ୍ମୁଖରେ ନାରାବାଜି ଦେଇ ବିକ୍ଷୋଭ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି ଗଦା ହୋଇଛି ଆସ୍‌ପଣ୍ଡ। କେନାଲ ପାର୍ଶ୍ୱ ଚାଷ ଜମିରେ ମାଡ଼ୁଛି ଗୁଣ୍ଡର ବିଷାକ୍ତ…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ ଅଞ୍ଚଳରେ ଥିବା ଏକ ଘରୋଇ କଲେଜରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ ବାରାମତୀରେ କାମ କରୁଥିଲେ।ଗତ ୩ ତାରିଖରେ ସମୀର ତାଙ୍କ ସାଙ୍ଗ କୃଷ୍ଣ ଗୌଡ଼…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ (IRGC) ବାଲିଷ୍ଟିକ କ୍ଷେପଣାସ୍ତ୍ର ବ୍ୟବହାର କରି ଆମେରିକୀୟ ନୌସେନା ଯୁଦ୍ଧଜାହାଜକୁ ଦୁଇଥର ଟାର୍ଗେଟ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା ରାସ୍ତାରେ ଥିବା ରେଳ ଫାଟକ ଯୋଗୁ ଲୋକେ ଦୀର୍ଘଦିନ ଧରି ଗମନାଗମନରେ ଘୋର…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା କରିଥାନ୍ତି। ହେଲେ ବିଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ନ୍ୟାୟବ୍ୟବସ୍ଥା ଉପରୁ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ ଗୋଡ଼ କାଟିବାକୁ ପଡ଼ିଥିଲା। ଫଳରେ ସେ ଦିବ୍ୟାଙ୍ଗ ହୋଇ ପଡ଼ିଛନ୍ତି। ଅନ୍ୟପଟେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?