ଜାପାନ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ଟୋକିଓ,୨।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜାପାନ ଗସ୍ତରେ ଯାଇ ସୋମବାର ଟୋକିଓରେ ପହଞ୍ଚିଛନ୍ତି। ଦୁଇଦେଶ ମଧ୍ୟରେ ସାମରିକ ସହଯୋଗ ବୃଦ୍ଧି ପାଇଁ ଜାପାନ ପ୍ରତିରକ୍ଷାମନ୍ତ୍ରୀ ତାକେସି ଇୱାୟାଙ୍କ ସହ ରାଜନାଥ ଆଲୋଚନା କରିଛନ୍ତି। ଦୁଇଦେଶ ମଧ୍ୟରେ ପ୍ରତିରକ୍ଷା ସମ୍ପର୍କ ବୃଦ୍ଧି…
ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ ନୀତି ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଅଧିଗୃହିତ ଅଞ୍ଚଳରେ ଥିବା ଘର ଲାଗି ସବୁ ପରିବାରକୁ…
ପୋଲିସ ବିଭାଗରେ ନିଯୁକ୍ତି ହେବେ ୫୦ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ: ଯୋଗୀ
ଲକ୍ଷ୍ନୌ,୨।୯: ସରକାରୀ ଚାକିରି ଖୋଜୁଥିବା ଯୁବବର୍ଗଙ୍କ ପାଇଁ ଖୁସି ଖବର। ସୋମବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ବିଭାଗରେ ୫୦ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି ପାଇଁ ଘୋଷଣା କରିଛନ୍ତି। କାଲ୍ପିରେ ପୋଲିସ ଟ୍ରେନିଂ ସ୍କୁଲର ଉଦ୍ଘାଟନ କରିବା ସମୟରେ ଏନେଇ…
ପିଲାଦିନରୁ ମୋବାଇଲ୍ରେ ଖେଳୁଥିଲେ ଗେମ୍, ଏବେ ଏମିତି ହେଲା ଅବସ୍ଥା
ମ୍ୟାସାଚୁଏଟ୍ସରେ ରହୁଥିବା ଜ୍ୟାକବ୍ ପିନାଙ୍କ ଆଙ୍ଗୁଠି ପିଲାଦିନରୁ ଠିକ୍ଠାକ୍ ଥିଲା। ପରେ ସେ ମୋବାଇଲରେ ଗେମ୍ ଖେଳିବାରେ ଏତେ ସମୟ କାଟୁଥିଲେ କି, ଯାହା ପରବର୍ତ୍ତୀ ସମୟରେ ତାଙ୍କୁ ଅଡୁଆରେ ପକାଇଛି। କାରଣ ତାଙ୍କର ହାତ ଆଙ୍ଗୁଠି ବର୍ତ୍ତମାନ ଖୁବ୍ ବଢ଼ି…
ବଦଳିଗଲାଣି ଅଭିନନ୍ଦନଙ୍କ ଲୁକ୍
ନୂଆଦିଲ୍ଲୀ,୨।୮: ପାକିସ୍ତାନ ଯୁଦ୍ଧ ବିମାନକୁ ଖସାଇ ବୀର ଚକ୍ର ସମ୍ମାନରେ ସମ୍ମାନିତ ହୋଇଥିବା ବାୟୁସେନାର ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କ ଲୁକ୍ରେ ପରିବର୍ତ୍ତନ ଆସିଛି। ପୂର୍ବରୁ ସେ ବଡ ବଡ ନିଶ ରଖୁଥିବାବେଳେ ଏବେ ସେ ଏହାକୁ କାଟି ଛୋଟ କରିଦେଇଛନ୍ତି।…
ଭାଜପା ମୁଖ୍ୟାଳୟରେ ବନ୍ଦ ହେଲା ପ୍ଲାଷ୍ଟିକ୍ ବୋତଲ ବ୍ୟବହାର
ନୂଆଦିଲ୍ଲୀ,୨।୯: ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟରେ ପ୍ଲାଷ୍ଟିକ ବୋତଲର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଦଳର ସମସ୍ତ ନେତା ପାଣି ପିଇବା ପାଇଁ ତାଙ୍କ ରୁମ୍ରେ ଷ୍ଟିଲ ଜଗ୍ ଓ ପେପର କପ୍ ରଖାଯାଇଛି। ଏଥିସହ କାର୍ଯ୍ୟାଳୟରେ ଆସୁଥିବା ଲୋକମାନଙ୍କ ପାଇଁ…
ସର୍ବକାଳୀନ ରେକର୍ଡ: ୫ ଘଣ୍ଟାରେ ୫ ରୁ ୬ ଲକ୍ଷ ଭକ୍ତ ଲାଲ୍ବାଗ୍ ରାଜାଙ୍କୁ କଲେ ଦର୍ଶନ
ମୁମ୍ବାଇ,୨।୯:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ ହେଉଛି ‘ଲାଲବାଗ୍ ଚା ରାଜା’। ଏଠାରେ ଚଳିତବର୍ଷ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ୫…
ଆନନ୍ଦପୁର ଉତ୍ସବମୁଖର : ପୂଜା ପାଉଛନ୍ତି ବିଘ୍ନ ବିନାଶକ
ଆନନ୍ଦପୁର,୨।୯(ସ୍ବ.ପ୍ର.) : ବିଘ୍ନ ବିନାଶକ ଗଣପତିଙ୍କ ପୂଜାର୍ଚ୍ଚନା ପାଇଁ କେନ୍ଦୁଝର ଜିଲାର ଆନନ୍ଦପୁର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ କ୍ଲବରେ ରଙ୍ଗବେରଙ୍ଗର ତୋରଣ ସାଙ୍ଗକୁ ସୁସଜ୍ଜିତ ଗଣିପତିଙ୍କ ମୃଣ୍ମୟ ମୂର୍ତ୍ତି ଶ୍ରଦ୍ଧାଳୁମାନଙ୍କୁ ବେଶ୍ ଆକର୍ଷିତ କରିଛି। ସକାଳୁ ଛାତ୍ରୀଛାତ୍ର ନୂତନ…
ମୋଦି ଚା’ ବିକୁଥିବା ସ୍ଥାନ ହେବ ପର୍ଯ୍ୟଟନସ୍ଥଳୀ
ଅହମଦାବାଦ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲାଦିନେ ଯେଉଁଠି ଚା’ ବିକୁଥିଲେ ସେହି ସ୍ଥାନଟି ଏବେ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବାକୁ ଯାଉଛି। ଗୁଜରାଟର ବଡନଗର ରେଳ ଷ୍ଟେସନ ନିକଟରେ ଥିବା ଏକ ଛୋଟ ଚା’ ଦୋକାନଟିକୁ ନୂଆ ରୂପ ଦେବା ପାଇଁ ପ୍ରସ୍ତୁତି…
କୋଟଗଡ଼ରେ ଗଣେଶ ପୂଜା
କୋଟଗଡ଼,୨।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ବଜାର, କୁମ୍ଭାରସାହି, ହାଇସ୍କୁଲ ଓ ଟାଉନ ଆଖପାଖରେ ଗଜାନନଙ୍କ ପୂଜା ଧୂମ୍ଧାମରେ ପାଳିତ ହେଉଛି। ମେଢ଼ଗୁଡ଼ିକରେ ଗଣେଶ ବିଭିନ୍ନ ରୂପରେ ବିରାଜମାନ କରିଛନ୍ତି। ସରକାରୀ ତଥା ବେସରକାରୀ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଭକ୍ତି ସହକାରେ ଗଣପତିଙ୍କୁ ପୂଜାର୍ଚ୍ଚନା…
ମଧ୍ୟାହ୍ନ ଭୋଜନରେ ଲୁଣ,ରୁଟି ଦିଆଯିବା ଘଟଣା: ଭିଡିଓ ଉତ୍ତୋଳନ କରିଥିବା ଖବରଦାତାଙ୍କ ବିରୋଧରେ ମାମଲା ରୁଜୁ
ଲକ୍ଷ୍ନୌ,୨।୯: ଉତ୍ତର ପ୍ରଦେଶ ମିର୍ଜାପୁର ଜିଲାର ଏକ ସରକାରୀ ସ୍କୁଲରେ କିଛି ଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନା ବାଟବଣା ହୋଇଥିବା ଦୃଶ୍ୟ ସାମ୍ନାକୁ ଆସିଥିଲା। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନରେ ଲୁଣ ଓ ରୁଟି ଦିଆଯାଉଥିବାର ଏକ ଭିଡିଓ…
ନିଆରା ଢଙ୍ଗରେ ଗଜାନନଙ୍କ ପୂଜା କରୁଛନ୍ତି ଶିଳ୍ପା
ବଲିଉଡ୍ ସେଲିବ୍ରିଟିମାନେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା କରୁଛନ୍ତି। ସେଲିବ୍ରିଟିଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପୂର୍ବବର୍ଷ ଅପେକ୍ଷା ଏବର୍ଷ ଟିକେ ନିଆରା ଢଙ୍ଗରେ ପୂଜା କରୁଛନ୍ତି। ୧୦ ବର୍ଷ ଧରି ଶିଳ୍ପା ନିଜ ଘରେ ଧୂମ୍ଧାମରେ…
Archives


