ଭାଜପା- ଟିଏମ୍ସି କର୍ମକର୍ତ୍ତା ମୁହାଁମୁହିଁ
କୋଲକାତା,୨।୯: ପଶ୍ଚିମବଙ୍ଗ ବାରାକପୁରରେ ସୋମବାର ଭାରତୀୟ ଜନତା ପାର୍ଟି(ଭାଜପା) ଓ ତୃଣମୂଳ କଂଗ୍ରେସ(ଟିଏମ୍ସି)ର କର୍ମୀମାନେ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଭାଜପାର ୨୫ କର୍ମକର୍ତ୍ତା ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ରବିବାର ଭାଜପା ଏମ୍ପି ଅର୍ଜୁନ ସିଂହଙ୍କ ଉପରେ ହୋଇଥିବା ଆକ୍ରମଣକୁ ବିରୋଧ…
ମୋଦିଙ୍କୁ ମିଳିବ ଆଉ ଏକ ସମ୍ମାନ
ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଜଣେ ପ୍ରଭାବଶାଳୀ ନେତା ଭାବେ ପରିଚିତ। ଏହା ତାଙ୍କୁ ମିଳିଥିବା ବିଭିନ୍ନ ଦେଶର ସମ୍ମାନ ପ୍ରମାଣିତ କରେ। ନିକଟରେ ସେ ୟୁଏଇ ଗସ୍ତ କରିଥିବା ବେଳେ ତାଙ୍କୁ ସେଠାକାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦି…
ଜେଲ୍ ଯିବେ ନାହିଁ ଚିଦାମ୍ବରମ
ନୂଆଦିଲ୍ଲୀ,୨।୯: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କର ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ତାଙ୍କ ଓକିଲ କପିଲ ଶିବ୍ବଲ କୋର୍ଟଙ୍କୁ ଅନୁରୋଧ କରିଥିଲେ କି ଚିଦାମ୍ବରଙ୍କୁ ଜେଲ୍ ପଠା ନ ଯାଇ ଗୃହବନ୍ଦୀ ଭାବେ ରଖାଯାଉ।…
ପୂର୍ବତନ ସରପଞ୍ଚଙ୍କ ପରଲୋକ
ଭଞ୍ଜନଗର,୨।୯(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲୋକନାଥ ପ୍ରଧାନ(୭୩)ଙ୍କ ସୋମବାର ସକାଳେ ପରଲୋକ ଘଟିଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ଲକ ଅଧ୍ୟକ୍ଷା ବିନ ଦଳବେହେରା ପ୍ରମୁଖ ଲୋକନାଥଙ୍କ ଶେଷ…
ସୁଶୀଲ ମୋଦିଙ୍କ ଅଜବ ଯୁକ୍ତି: ଶ୍ରାବଣ-ଭାଦ୍ରବ ମାସରେ ଦେଖାଦିଏ ଆର୍ଥିକ ମାନ୍ଦାବସ୍ଥା
ପାଟଣା,୨।୯: : ବିହାରର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଦେଶରେ ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଅଜବ ମତ ଦେଇଛନ୍ତି। ସେ ଟୁଇଟରେ କହିଛନ୍ତି, ଶ୍ରାବଣ-ଭାଦ୍ରବ ମାସରେ ଦେଶରେ ମାନ୍ଦାବସ୍ଥା ଦେଖାଯାଇଥାଏ। ଏହି ଦୁଇମାସରେ ହିନ୍ଦୁ ଧର୍ମାବଲମ୍ବୀମାନେ କୌଣସି ନୂଆ କାମ ଆରମ୍ଭ…
ଚନ୍ଦ୍ରୟାନ-୨ରୁ ଅଲଗା ହେଲା ବିକ୍ରମ ଲ୍ୟାଣ୍ଡର
ବେଙ୍ଗାଲୁରୁ,୨।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋର)ର ବୈଜ୍ଞାନିକ ସୋମବାର ଅର୍ଥାତ ସେପ୍ଟେମ୍ବର ୨ ଦିନ ପ୍ରାୟ ୧ଟା ୩୦ରେ ଚନ୍ଦ୍ରୟାନ-୨ର ଅର୍ବିଟରରୁ ବିକ୍ରମ ଲ୍ୟାଣ୍ଡରକୁ ଅଲଗା କରିଦେଇଛନ୍ତି। ଆସନ୍ତା ୨୦ ଘଣ୍ଟା ପର୍ଯ୍ୟନ୍ତ ଏହା ନିଜ କକ୍ଷପଥ ପଛେପଛେ ୨ କିଲୋମିଟର…
ସିଦ୍ଧିବିନାୟକଙ୍କୁ ପୂଜାର୍ଚ୍ଚନା କଲେ ଅମିତ ଶାହ
ମୁମ୍ବାଇ,୨।୯: ମାୟାନଗରୀ ମୁମ୍ବାଇରେ ଧୂମଧାମରେ ପାଳନ କରାଯାଉଛି ଗଣେଶ ଚତୁର୍ଥୀ। ଏହି ଅବସରରେ ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରରେ ଭକ୍ତଙ୍କ ଭିଡ ଜମିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ସିଦ୍ଧିବିନାୟକଙ୍କ ଦର୍ଶନ କରି ଆଳତି କରିଥିଲେ।…
ଜମି କାଗଜପତ୍ର ପାଇଁ ସରକାରୀ ଅଧିକାରୀଙ୍କ ପାଦ ତଳେ ପଡିଗଲେ ଦୁଇ କୃଷକ
ହାଇଦ୍ରାବାଦ୍,୨।୯: ଜମି କାଗଜପତ୍ର ପାଇଁ ସରକାରୀ ଅଧିକାରୀଙ୍କ ପାଦ ତଳେ ଦୁଇ କୃଷକ ପଡୁଥିବାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ନିଜ ପୈତୃକ ଜମିକୁ ଅନ୍ୟ ଜଣକ ହାତରେ ଟେକି ଦିଆଯିବାକୁ ନେଇ ରଙ୍ଗା ରେଡ୍ଡୀ ଜିଲାର ଦୁଇ…
୩ ବର୍ଷ ପରେ କୁଳଭୂଷଣଙ୍କୁ ମିଳିଲା କନ୍ସୁଲାର ଆକ୍ସେସ: ସାକ୍ଷାତ୍କାର କଲେ ଡେପୁଟି ହାଇ କମିଶନର
ଇସ୍ଲାମାବାଦ,୨।୯: ପାକିସ୍ତାନରେ ବନ୍ଦୀ ଥିବା ଭାରତୀୟ କୁଳଭୂଷଣ ଯାଦବଙ୍କୁ ୩ ବର୍ଷ ପରେ କନ୍ସୁଲାର ଆକ୍ସେସ ମିଳିଛି। ସୋମବାର ଭାରତୀୟ ଡେପୁଟି ହାଇ କମିଶନର ଗୌରବ ଆଲୁଓ୍ବାଲିଆ କୁଳଭୂଷଣଙ୍କୁ ଭେଟିଛନ୍ତି। ହେଲେ ପାକିସ୍ତାନ ନିଜ ମନ୍ଦ ବୁଦ୍ଧିର ପରିଚୟ ଦେଇ ସାକ୍ଷାତ୍କାରର…
ଚାଷୀଙ୍କ ପାଇଁ ୪ହଜାର ୭ଶହ ୫୦ କୋଟିର ପ୍ୟାକେଜ ଘୋଷଣା କଲେ ହରିୟାଣା ସରକାର
ଭିଓ୍ବଣ୍ଡି,୨।୯: ଆଗକୁ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ହରିୟାଣା ସରକାର ଚାଷୀଙ୍କ ଲାଗି ୪ହଜାର ୭ଶହ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଏହି ଘୋଷଣା କରିଛନ୍ତି। ଆହୁରି ମଧ୍ୟ ଋଣ ନେଇଥିବା…
ମା’ଙ୍କ ନାଁରେ କ୍ୟାନସର୍ ହସ୍ପିଟାଲ୍ ନିର୍ମାଣ କରିବାକୁ ଚାହୁଁଛନ୍ତି ଏହି ଅଭିନେତା
ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ଉତ୍ତରପ୍ରଦେଶର ପ୍ରୟାଗରାଜ୍ସ୍ଥିତ ନିଜ ଗ୍ରାମରେ ଏକ କ୍ୟାନସର୍ ହସ୍ପିଟାଲ୍ ମା’ ନର୍ଗିଶଙ୍କ ନାମରେ ଖୋଲିବାକୁ ଚାହୁଁଛନ୍ତି। ନିଜ ଆଗାମୀ ଫିଲ୍ମ ‘ପ୍ରସ୍ତାନମ୍’ର ଶୁଟିଂବେଳେ ସେ ଏକଥା କହିଛନ୍ତି। ଏହାସହ ପ୍ରସିଦ୍ଧ ଫିଲ୍ମ ମୁନ୍ନା ଭାଇ ଏମବିବିଏସ୍ର…
ଉନ୍ନାଓ ପୀଡିତାଙ୍କ ବୟାନ ରେକର୍ଡ କଲା ସିବିଆଇ
ନୂଆଦିଲ୍ଲୀ,୨।୯: ଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଚିକିତ୍ସାଧିନ ଥିବା ଉନ୍ନାଓ ବଳାତ୍କାର ପୀତାଙ୍କ ବୟାନ ସିବିଆଇ ରେକର୍ଡ କରିଥିବା ସୂଚନା ମିଳିଛି। ଗୁରୁତର ଥିବା ପୀଡିତା ଆଇସିୟୁରେ ଚିକିତ୍ସିତ ହେଉଥିବା ବେଳେ ରବିବାର ତାଙ୍କୁ ସାଧାରଣ ଓ୍ବାର୍ଡକୁ…
Archives


