Home

ଏଥର ପୂଜା ପାଇଲେ ସୁନା ଗଣେଶ

ମୁମ୍ବାଇ,୨।୯: ମହାରାଷ୍ଟ୍ରରେ ପ୍ରାୟ ୧୦ ଦିନ ଧରି ଗଣେଶ ଚତୁର୍ଥୀ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ ବିଭିନ୍ନ ମଣ୍ଡପରେ ଗଣେଶଙ୍କର ଭିନ୍ନ ଭିନ୍ନ ରୂପ ଦେଖିବାକୁ ମିଳିଥାଏ। ଏଥର ମୁଟୁଙ୍ଗାରେ ଜିଏସ୍‌ବି ସେବା ମଣ୍ଡଳ ଦ୍ୱାରା ପ୍ରସ୍ତୁତ ସୁନାର ଗଣେଶ…

ପ୍ରବଳ ମୁଣ୍ଡ ବିନ୍ଧୁଥିଲେ..

ମୁଣ୍ଡବିନ୍ଧା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏପରି ସମସ୍ୟାର ସମ୍ମୁଖୀନ ହେବା ସଙ୍ଗେ ସଙ୍ଗେ କେତେକେ ଔଷଧ ଖାଇବାକୁ ପସନ୍ଦ କରିଥାଆନ୍ତି। ହେଲେ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ଏହି ସମସ୍ୟା ଗୁରୁତର ଆକାର ଧାରଣ କରି ନ…

ଅଖାଦ୍ୟ ଘିଅ ପ୍ରତି ସାବଧାନ

ମନ୍ଦିରରେ ଦେବଦେବୀ ଦର୍ଶନ ପରେ ଆମକୁ ପ୍ରସାଦ ଭାବେ ଯେଉଁ ଘିଅ ବା ବଟର ମିଳିଥାଏ ତାହା ଖାଦ୍ୟ ଅନୁପଯୋଗୀ ହୋଇପାରେ ଏବଂ ଏପରି କି କର୍କଟ ଭଳି ମହାବ୍ୟାଧିର କାରଣ ମଧ୍ୟ ହୋଇପାରେ। ବିଶେଷକରି ଦୀପ ଜାଳିବା ପାଇଁ ଯେଉଁ…

ସୁଲତାଙ୍କ ହାତରେ ଅଟୋ ଷ୍ଟିଅରିଂ:ବାପା ଅସୁସ୍ଥ ଥିବାରୁ ପାଠ ଛାଡ଼ି ପରିବାର ପୋଷୁଛନ୍ତି ଆଦିବାସୀ ଝିଅ

ଜୟପୁର/ବୋରିଗୁମ୍ମା:୨ା୯(ନି.ପ୍ର./ଡି.ଏନ୍‌.ଏ.):ମାଟ୍ରିକ୍‌ରେ ଦ୍ୱିତୀୟ ଶ୍ରେଣୀରେ ପାସ୍‌ କରିଥିଲେ ସୁଲତା ଗୋଲରୀ। ବାପା ଅଟୋ ଚଳାଉଥିଲେ। କିନ୍ତୁ ହଠାତ୍‌ ସେ ଅସୁସ୍ଥ ହୋଇ ଘରେ ରହିବା ପରେ ପରିବାର ପେଟ ପୋଷିବା ପାଇଁ ସେହି ଅଟୋର ଷ୍ଟିଅରିଂ ନିଜ ହାତକୁ ନେଇ ଯାଇଥିଲେ ଏହି…

ନୋବେଲ ଇତିହାସରେ ବିରଳ ପରମ୍ପରା

”ଡେନ୍‌ମାର୍କର ପଦାର୍ଥ ବିଜ୍ଞାନୀ ନେଲ୍‌ସ ବୋର୍‌ ‘ପରମାଣୁର ଗଠନ ଓ ବିକିରଣ’ ସମ୍ପର୍କରେ ଗବେଷଣାକରି ୧୯୨୨ ମସିହାରେ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ପ୍ରାପ୍ତ ହୋଇଥିଲାବେଳେ ୧୯୭୫ ମସିହାରେ ତାଙ୍କର ସୁଯୋଗ୍ୟ ପୁତ୍ର ଆଜେ ବୋର୍‌ ସେହି ପଦାର୍ଥ ବିଜ୍ଞାନରେ…

କାର୍ଯ୍ୟକାରୀ ହେଲା ସଂଶୋଧିତ ଗାଇଡ୍‌ଲାଇନ୍‌:ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ବଣ୍ଟା ହେଲା ଛତୁଆ

ଭୁବନେଶ୍ୱର, ୨ା୯(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁ, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଉନ୍ନତମାନର ଛତୁଆ ଯୋଗାଇଦେବା ଉଦ୍ଦେଶ୍ୟରେ ସଂଶୋଧିତ ଗାଇଡ୍‌ ଲାଇନ୍‌ କାର୍ଯ୍ୟକାରୀ ହୋଇଛି। ଏହି କ୍ରମରେ ରବିବାର ରାଜ୍ୟର…

ଗଣେଶ ଚତୁର୍ଥୀ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୯: ସାରା ଦେଶରେ ସୋମବାର ଗଣେଶ ଚତୁର୍ଥୀ ପାଳନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କୋବିନ୍ଦ ଟୁଇଟ୍‌ କରି ‘ଗଣପତି ବାପ୍ପା ମୋରୟା’ ଲେଖି ଶୁଭେଚ୍ଛା ଜଣାଇବା ସହ ସମସ୍ତ…

ହଜି ଯାଉଛିି ଶୈଶବ : ବହିବସ୍ତାନି କାନ୍ଧରେ ପରିବାର ବୋଝ

ପୁରୀ ଅଫିସ,୨ା୯: ଶିଶୁ ଦେଶର ଭବିଷ୍ୟତ। ଶିଶୁ ହସିଲେ ଦେଶ ହସିବ। ହେଲେ ଏବେ ଶିଶୁଙ୍କ କାନ୍ଧରେ ବହିବସ୍ତାନି ବଦଳରେ ପରିବାର ବୋଝ ଲଦି ହୋଇଯାଉଛି। ଫଳରେ ହଜିଯାଉଛି ତାଙ୍କର ହସ, ଲିଭିଯାଉଛି ଆଶା ଓ ଆକାଂକ୍ଷା। ସ୍ବପ୍ନ ସବୁ ମଉଳି…

ଆଜି ଗଣେଶ ଚତୁର୍ଥୀ: ରାଶି ଅନୁସାରେ ଭୋଗ ଲଗାନ୍ତୁ, ମିଳିବ ମହାବରଦାନ

ଆଜି ସାରା ଦେଶରେ ଗଣେଶ ଚତୁର୍ଥୀ ବହୁ ଧୂମ୍‌ଧାମ୍‌ ପାଳନ କରାଯାଉଛି। ପ୍ରଭୁ ଗଣେଶଙ୍କ ଆବାହନ ଲାଗି ଚାରିଆଡେ ଭିଡ ଜମିଛି। ତେବେ ରାଶି ଅନୁସାରେ ଗଣେଶଙ୍କୁ ଭୋଗ ଲଗାଇଲେ ମନସ୍କାମନା ପୂରଣ ହେବ ବୋଲି ବିଧି ଅଛି। ଜାଣନ୍ତୁ କେଉଁ…

ଚୌଦ୍ୱାର ଫରେଷ୍ଟରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ : ଥାନା ଦ୍ୱାରସ୍ଥ ହେଲେ ମହିଳା କର୍ମଚାରୀ

ଚୌଦ୍ୱାର,୨ା୯(ଡି.ଏନ୍‌.ଏ.) : ଚୌଦ୍ୱାର ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ର କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇଥିବା ନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା(ନଂ.୨୯୧/୧୯) ରୁଜୁ ହୋଇଛି। ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ମହିଳା କର୍ମଚାରୀଙ୍କ…

ପୁରୀରେ ହେବ ଟ୍ରାଫିକ ନିୟମ କଡାକଡି

ପୁରୀ ଅଫିସ,୨ା୯ : ରାଜ୍ୟରେ ନୂତନ ମୋଟର ଯାନ ଆଇନ ୨୦୧୯ ରବିବାର ଠାରୁ ଲାଗୁ କରାଯାଇଛି। କେନ୍ଦ୍ର ସରକାର ମୋଟର ଯାନ ଆଇନ ୧୯୮୮କୁ ସଂଶୋଧନ କରିଛନ୍ତି। ହେଲମେଟ ପରିଧାନ ନକଲେ, ସିଟ୍‌ ବେଲ୍ଟ ନ ବାନ୍ଧିଲେ ଏଣିକି ଜରିମାନା…

ମୋ’ବସ୍‌ରେ ମାଗଣା ଖବରକାଗଜ : ଆଗାମୀ ଦିନରେ ମିଳିବ ଦୂରଭାଷ ପାଠାଗାର ସୁବିଧା

ଭୁବନେଶ୍ୱର,୨ା୯(ବ୍ୟୁରୋ) : କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବାରେ ନୂଆ ବ୍ୟବସ୍ଥା ଯୋଡିହୋଇଛି। ବ୍ୟସ୍ତ ଜୀବନଶୈଳୀ ଭିତରେ ଲୋକେ ଖବରକାଗଜ ପଢ଼ିପାରୁନାହାନ୍ତି। ତେବେ ମୋ ବସ୍‌ ଯାତ୍ରାବେଳେ ଦୈନିକ ଲୋକଙ୍କୁ ମାଗଣା ଖବରକାଗଜ ପଢ଼ିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri