Home

ପରଲୋକରେ ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌

ପ୍ୟାରିସ୍‌,୨୭।୯(ଆଇଏଏନ୍‌ଏସ୍‌): ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌ଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ୨୦୦୭ରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଶିରାକ୍‌ଙ୍କ ଫୁସ୍‌ଫୁସ୍‌ ସଂକ୍ରମଣ ହେବା ପରେ ଦୀର୍ଘଦିନ ହେଲା ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଗ୍ରାମରେ ଉତ୍ତେଜନା

ଧର୍ମଶାଳା/ଜେନାପୁର,୨୭ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଜଣେ ଯୁବକଙ୍କ ଗୁରୁବାର ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗ୍ରାମର ଅମର ମଳିକ (୩୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ସହ ହତ୍ୟାକାରୀଙ୍କୁ…

ଦୁର୍ଘଟଣାପ୍ରବଣ ସ୍ଥାନରେ ଲାଗିବ ସିସିଟିଭି

କଳିଙ୍ଗନଗର, ୨୭ା୯(ଡି.ଏନ୍‌.ଏ.)- ଯାଜପୁର କ୍ଲଷ୍ଟର ଡେଭଲପ୍‌ମେଣ୍ଟ ଲିମିଟେଡ (ଜେସିଡିଏଲ୍‌) ପକ୍ଷରୁ ଗୁରୁବାର ଯାଜପୁର କ୍ଲଷ୍ଟର କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜକିଶୋର ଦୋରାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା…

ଦୁର୍ଗାପୂଜାରେ ତନିଷ୍କର ନୂଆ ଅଫର:ସୁନା ଓ ହୀରା ଗହଣାରେ ୨୫% ରିହାତି

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ଦୁର୍ଗାପୂଜା ଉପଲକ୍ଷେ ତନିଷ୍କ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ଆଣିଛି। ଉଭୟ ସୁନା ଓ ହୀରା ମୂଲ୍ୟରେ ୨୫% ରିହାତି ମିଳିବ। ଏହି ଅଫର ରାଜ୍ୟର ସମସ୍ତ ତନିଷ୍କ ଷ୍ଟୋରରେ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଚଳିତ…

ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହ ମହିଳା ଫେରାର

ଧର୍ମଶାଳା,୨୭ା୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅଞ୍ଚଳର ଜଣେ ମହିଳା ନିଜ ୫ ବର୍ଷର ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହିତ ଫେରାର ହୋଇଯାଇଛନ୍ତି। ଏ ନେଇ ଗୁରୁବାର ମହିଳାଙ୍କ ସ୍ବାମୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗ ଆଧାରରେ ଏକ ମାମଲା (ନଂ.୪୨୪/୧୯)…

ଇ-ଆକଳନ ବ୍ୟବସ୍ଥା:୪ ଲକ୍ଷ ଟିକସଦାତାଙ୍କୁ ଜାରି ହେବ ନୋଟିସ

ନୂଆଦିଲ୍ଲୀ,୨୭।୯:କେନ୍ଦ୍ର ସରକାର ଫେସ୍‌ଲେସ୍‌ ଟିକସ ରିଟର୍ନ ଯାଞ୍ଚ ବ୍ୟବସ୍ଥାର ଇ-ଆକଳନ ଘୋଷଣା କରିଛନ୍ତି। ଏହି ନୂଆ ବ୍ୟବସ୍ଥାରେ ଆୟକର ବିଭାଗ ପକ୍ଷରୁ ଏଭଳି ୪ ଲକ୍ଷ ଟିକସଦାତାଙ୍କୁ କରାଯାଇଛି ଯେଉଁମାନଙ୍କୁ ନୋଟିସ ଜାରି କରାଯିବ। ମାମଲା ସହ ଜଡ଼ିତ ଜଣେ ଅଧିକାରୀ…

ଏଲ୍‌ପିଜି ଯୋଗାଣ ବିଳମ୍ବିତ କଲା ସୌଦି ଆରବ:ଚାହିଦା ମେଣ୍ଟାଇବା ନେଇ ମୁଣ୍ଡବ୍ୟଥା

ନୂଆଦିଲ୍ଲୀ,୨୭।୯:ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଦୁଇଟି ତୈଳ କୂଅ ଉପରେ ଡ୍ରୋନ୍‌ ଆକ୍ରମଣ ପରେ ଭାରତକୁ ଏଲ୍‌ପିଜି ଯୋଗାଣ ହ୍ରାସ ପାଇବାକୁ ଯାଉଛି। ଏଲ୍‌ପିଜି ଯୋଗାଣ ବିଳମ୍ବିତ ହେବ ବୋଲି ସୌଦି ଆରବ କହିବା ପରେ ଦେଶର ୩…

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଧର୍ମଶାଳା,୨୭ା୯(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅଧୀନ ୨ ପଞ୍ଚାୟତର ୨ ୱାର୍ଡରେ ବୁଧବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କରାଯାଇଛି। ଏହି ଅବସରରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଚୋରମୁହଁା ପଞ୍ଚାୟତର ବଡ଼ମଙ୍ଗଳପୁର ଗ୍ରାମର ୧୫ନମ୍ବର ୱାର୍ଡରେ ଘରଘର ବୁଲି ସଭ୍ୟ ସଂଗ୍ରହ…

ନାବାଳିକାଙ୍କୁ ୨ ବର୍ଷ ଗଣବଳାତ୍କାର:ବର୍ବରତାର ସୀମା ଟପିଲେ ୩୦ ଯୁବକ

ମାଲାପୁରମ୍‌,୨୭।୯:କେରଳର ମାଲାପୁରମ୍‌ ଜିଲାରେ ଜଣେ ୧୨ ବର୍ଷର ଝିଅଙ୍କୁ ୩୦ ଜଣ ଯୁବକ ଦୀର୍ଘ ୨ ବର୍ଷ ଧରି ଗଣବଳାତ୍କାର କରିଥିବା ଜଣାପଡିଛି। ନାବାଳିକାଙ୍କୁ ଉଦ୍ଧାର କରାଯାଇ ସେଲ୍‌ଟର ହୋମ୍‌ରେ ରଖାଯାଇଛି। ମାତ୍ର ୧୦ ବର୍ଷର ହୋଇଥିବାବେଳେ ତାଙ୍କୁ ତାଙ୍କ ବାପାଙ୍କ…

ବ୍ୟାସନଗର ପୌର ପରିଷଦ : ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ, ଦୁର୍ଗନ୍ଧରେ ଲୋକେ ହନ୍ତସନ୍ତ

ଯାଜପୁର ରୋଡ,୨୭ା୯(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଞ୍ଚଳରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏହି ଅଞ୍ଚଳର ସ୍ଥାନରେ ବସାଯାଇଥିବା ଡଷ୍ଟବିନ୍‌ଗୁଡିକ ଆବର୍ଜନାରେ ପୂରିରହିଛି। ବିଶେଷକରି ଗୋପବନ୍ଧୁ ଛକଠାରୁ ଚୋରଦା ଛକ ପର୍ଯ୍ୟନ୍ତ ରାସ୍ତାରେ କରାଯାଇଥିବା ଡଷ୍ଟବିନ୍‌ରୁ ଆବର୍ଜନା କଢ଼ା…

ହନିଟ୍ରାପ୍‌ରେ ୧୩ ଆଇଏଏସ୍‌ ଅଧିକାରୀ

ଭୋପାଳ,୨୭।୯:ମଧ୍ୟପ୍ରଦେଶ(ଏମ୍‌ପି)ରେ ହନିଟ୍ରାପ୍‌ ମାମଲା ସବୁ ସରହଦ ପାର୍‌ କରିଯାଇଛି। ଏହି ମାମଲାରେ ୧୩ ଆଇଏଏସ୍‌ ଅଫିସର ସମ୍ପୃକ୍ତ ଥିବା ଘଟଣା ଲୋକଲୋଚନକୁ ଆସିଛି। ଏହି ଆଇଏଏସ୍‌ମାନେ କୃଷି, ମତ୍ସ୍ୟ, ସଂସ୍କୃୃତି, ଶିଳ୍ପ, ନଗର ଉନ୍ନୟନ, ଶ୍ରମ, ଜଙ୍ଗଲ, ଜଳ ସମ୍ପଦ, ସାଧାରଣ…

ଭାରତକୁ ଓଆଇସିର ପରାମର୍ଶ:୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୭।୯:ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଇସ୍‌ଲାମିକ୍‌ ସହଯୋଗ ସଂଗଠନ (ଓଆଇସି)ର ସମର୍ଥନ ହାସଲ କରିବାରେ ସଫଳ ହୋଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଉକ୍ତ ସଂଗଠନ ଭାରତକୁ ପରାମର୍ଶ ଦେଇଛି। ଓଆଇସି କଶ୍ମୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri