ମହାରାଷ୍ଟ୍ରରେ ଜଳ ତାଣ୍ଡବ:ବର୍ଷାବିତ୍ପାତରେ ୧୯ ମୃତ, ୧୧ ନିଖୋଜ
ପୁଣେ,୨୭।୯(ପି.ଟି.):ମହାରାଷ୍ଟ୍ରରେ ଲଗାଣବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ପୁଣେ, ଜଲଗାଓଁ ଓ ନାଶିକ୍ରରେ କାନ୍ଥ ଭୁଶୁଡ଼ିଯିବା ସହ ଗଛ ଓ ବିଦ୍ୟୁତ୍ ପୋଲ ଉପୁଡ଼ିଯାଇଛି। ଏଥିଯୋଗୁ ୧୯ ଜଣଙ୍କ ପ୍ରାଣହାନି ଘଟିବା ସହ ୧୧ ନିଖୋଜ ହୋଇଯାଇଛନ୍ତି।…
୪ ସପ୍ତାହରେ ଅଯୋଧ୍ୟା ରାୟ: ସିଜେଆଇ କହିଲେ,ଚମତ୍କାର ହୋଇପାରେ ନିଷ୍ପତ୍ତି
ନୂଆଦିଲ୍ଲୀ,୨୭।୯(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ମାମଲାର ଶୁଣାଣି ଯେକୌଣସି ପ୍ରକାରେ ଅକ୍ଟୋବର ୧୮ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଉଭୟ ହିନ୍ଦୁ ଓ ମୁସଲମାନ ପକ୍ଷର ଓକିଲମାନଙ୍କୁ କହିଛନ୍ତି। ଯଦି ଆସନ୍ତା ୪ ସପ୍ତାହ ମଧ୍ୟରେ…
ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬
ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ ମଧ୍ୟରୁ ଭାଜପା ୧୪୪ ଓ ଶିବସେନା ୧୨୬ ଆସନରେ ସେମାନଙ୍କ ପ୍ରାର୍ଥୀ ଦେବା ଲାଗି…
ଫିଟିବ ଖାଶୋଗି ହତ୍ୟା ଗୁମର:ଦୋଷ ମୁଣ୍ଡାଇଲେ କ୍ରାଉନ୍ ପ୍ରିନ୍ସ
ରିୟାଦ,୨୭।୯(ଆଇଏଏନ୍ଏସ୍):ବହୁଚର୍ଚ୍ଚିତ ଜମାଲ ଖାଶୋଗି ହତ୍ୟାକାଣ୍ଡକୁ ବର୍ଷେ ପୂରିବାକୁ ଯାଉଥିବାବେଳେ ପ୍ରଥମଥର ପାଇଁ ନୀରବତା ଭାଙ୍ଗିଛନ୍ତି ସୌଦି କ୍ରାଉନ୍ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ (ଏମ୍ବିଏସ୍)। ସୌଦି ଖବରଦାତା ଖାଶୋଗି ହତ୍ୟା ପାଇଁ ସେ ନିଜ ମୁଣ୍ଡକୁ ଦୋଷ ନେଇଛନ୍ତି। ଏହି ହତ୍ୟା…
ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ
ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍ବିଏଫ୍ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ ବ୍ୟକ୍ତିବିଶେଷ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଏସ୍ପି କଲେ ଚଢ଼ାଉ
ନୟାଗଡ଼ ଅଫିସ,୨୭।୯- ଆସନ୍ତା ଅକ୍ଟୋବର ୨ ତାରିଖରେ ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ। ଏଥିପାଇଁ ବୁଧବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଆଲୋଚନା କରି ୧୫ ଦିନ ଭିତରେ ହସ୍ପିଟାଲଗୁଡ଼ିକ ଦଲାଲମୁକ୍ତ କରିବା ପାଇଁ କହିଥିଲେ। ଏହାର…
ଧର୍ମଗଡ ଡାକ୍ତରଖାନାରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନର୍ସଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା
ଧର୍ମଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ୨ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିବା ଏହି ୨ ଯୁବକ ନିଜ ମୋବାଇଲ ଫୋନ୍ରେ ନର୍ସଙ୍କ ଭିଡିଓ ଶୁଟିଂ କରୁଥିଲେ । ଏହାକୁ…
ବଲାଙ୍ଗୀର ଜିଲାରେ ବ୍ୟାପୁଛି ଚକଡା
ବଲାଙ୍ଗୀର ଅଫିସ, ୨୭ା୯-ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ଚକଡା ଉପଦ୍ରବ ବା ଗୁଣ୍ଡିପୋକ (ବିପିଏଚ୍) ରୋଗ ଆରମ୍ଭ ହୋଇଛି ା ମାତ୍ର କିଛିଦିନ ମଧ୍ୟରେ ଅତ୍ୟନ୍ତ ଭୟାନକ ଭାବେ ଗୁଣ୍ଡିପୋକ ବହୁ ଏକର ଧାନ ଫସଲକୁ ସଂକ୍ରମଣ କରିଥିତ୍ବା ଜଣାପଡିଛି ା…
ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ : ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ
ନୟାଗଡ଼ ଅଫିସ/ନୂଆଗାଁ (ଡି.ଏନ.ଏ.)୨୭।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଚାହାଳିସ୍ଥିତ ଜନଶକ୍ତି ନୋଡ଼ାଲ ଉଚ୍ଚବିଦ୍ୟାଳୟରେ କେତେକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ରହିଥିବାବେଳେ ତାହା ଭଙ୍ଗାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ…
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦଲାଲଙ୍କ ଉପରେ ନଜର: ଆର୍ଟିଓ କାର୍ଯ୍ୟାଳୟରେ ପୋଲିସ ଚଢ଼ାଉ
ଢେଙ୍କାନାଳ ଅଫିସ, ୨୭ା୯-ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଆର୍ଟିଓ କାର୍ଯ୍ୟାଳୟକୁ ୧୫ଦିନ ମଧ୍ୟରେ ଦଲାଲମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେବା ପରେ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ତଦନୁଯାୟୀ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ଟାଉନ ଥାନା ପୋଲିସ ପକ୍ଷରୁ ଆଞ୍ଚଳିକ ପରିବହନ…
ବିଶ୍ୱ ପର୍ଯ୍ୟଟନ ଦିବସ : ଅବ୍ୟବସ୍ଥା ଘେରରେ ପର୍ଯ୍ୟଟନ କ୍ଷେତ୍ର
ନୟାଗଡ଼ ଅଫିସ,୨୭।୯ : ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ପ୍ରତିବର୍ଷ ଭଳି ନୟାଗଡ଼ ଜିଲାରେ ଶୋଭାଯାତ୍ରାରେ ସୀମିତ ରହିବ ଦିବସ ପାଳନ କାର୍ଯ୍ୟକ୍ରମ। ଏଥିନେଇ କୌଣସି କାର୍ଯ୍ୟକ୍ରମ କରାଯାଉ ନାହିଁ କିମ୍ବା ଲୋକମାନଙ୍କୁ କୌଣସି ସୂଚନା ଦିଆଯାଉ ନାହିଁ। ସେହିପରି ଅବହେଳିତ…
ପୂଜା ଉତ୍ସବରେ ଖୋଜାପଡନ୍ତି ଗୋକୁଳା: ଷ୍ଟାଚ୍ୟୁ ହୋଇ କରନ୍ତି ମନୋରଞ୍ଜନ
ବଅଁରପାଳ, ୨୭ା୯(ଡି.ଏନ.ଏ.)-ପୂଜା ପର୍ବ ପର୍ବାଣି ହେଉ ବା ଯାତ୍ରା, ମନୋରଞ୍ଜନ କଥା ଉଠିଲେ ଆଗକୁ ଆସେ ଗୋକୁଳା ପଟେଲଙ୍କ ନାଁ। ଯେ କୌଣସି ପୂଜା ହେଲେ ପୂଜା କମିଟି ପକ୍ଷରୁ ସେ ଖୋଜାପଡନ୍ତି। ବିଭିନ୍ନ ମଣ୍ଡପରେ ଦୀର୍ଘ ୪ରୁ ୫ ଘଣ୍ଟା…
Archives


