Home

କନ୍‌ଭେୟର ବେଲ୍ଟରେ କଞ୍ଚାମାଲ ପରିବହନ କରିବ ଟାଟା ଷ୍ଟିଲ୍‌: ଶେଷ ମୁହୁର୍ତ୍ତରେ ଜନଶୁଣାଣି ସ୍ଥଗିତ

ଯୋଡ଼ା, ୨୭।୯ (ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ଟାଟା ଷ୍ଟିଲ କମ୍ପାନୀ କନ୍‌ଭେୟର ବେଲ୍ଟରେ କଞ୍ଚାମାଲ୍‌ ପରିବହନ କରିବ। ଖଣ୍ଡବନ୍ଧ ଲୌହ ଓ ମାଙ୍ଗାନିଜ୍‌ ଖଣିଠାରୁ ପୂର୍ବ ଯୋଡ଼ା ଲୌହ ଖଣି ସାଇଡିଂ ପର୍ଯ୍ୟନ୍ତ ଲୁହାପଥର କଞ୍ଚାମାଲ…

ଡ୍ରେନେଜ ବ୍ୟବସ୍ଥା ଫେଲ୍‌, ସହର ଜଳମଗ୍ନ

ଭଦ୍ରକ ଅଫିସ, ୨୭।୯ – ଭଦ୍ରକ ପୌରାଞ୍ଚଳର ଖାଲୁଆ ଅଞ୍ଚଳ ଏବେ ଜଳମଗ୍ନ। ଲଗାଣ ବର୍ଷା କାରଣରୁ ସହରର ଖାଲୁଆ ଅଞ୍ଚଳ ରାସ୍ତାଘାଟରେ ପାଣି ଜମି ରହି ଯାତାୟାତରେ ବାଧା ସୃଷ୍ଟି କରୁଛି। ଡ୍ରେନେଜ୍‌ ଅବ୍ୟବସ୍ଥା ଯୋଗୁ ବର୍ଷାପାଣି ଠିକ୍‌ ଭାବେ…

ଜିଲା ଚିକିତ୍ସାଳୟରୁ ୪ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯- ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ରୋଗୀଙ୍କୁ ସରକାରୀ ସ୍ତରରେ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ମେଡିକାଲକୁ ଦଲାଲମୁକ୍ତ କରାଯିବ ବୋଲି ଘୋଷଣା…

ଖରାପ ରାସ୍ତା ହେଲା କାଳ: ଡାକ୍ତରଖାନା ପହଞ୍ଚିବା ପୂର୍ବରୁ ଚାଲିଗଲା ଜୀବନ

ସୋର, ୨୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ପାଖର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ନିରଞ୍ଜନ ମହାପାତ୍ର (୨୬) ଶୋଇଥିବା ବେଳେ ଗୁରୁବାର ସକାଳେ ସଂଜ୍ଞାହୀନ ହୋଇପଡିଥିଲେ। ପରିବାର ଲୋକେ ଜାଣିବା ପରେ ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଜଣାଇଥିଲେ। ସୋର କିମ୍ବା ଅନନ୍ତପୁରରେ…

ଜିଲା ମୁଖ୍ୟ ଚିକିତ୍ସାଳୟରୁ ୩ ଦଲାଲ ଗିରଫ

ବାଲେଶ୍ୱରଅଫିସ୍‌, ୨୭।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରୋଗୀଙ୍କୁ ନିର୍ଦ୍ଦିଷ୍ଟ ନର୍ସିଂହୋମ୍‌ରେ ପହଞ୍ଚାଇବା, କ୍ଲିନିକ୍‌ରେ ଡାକ୍ତରମାନଙ୍କ ନିକଟରେ ପହଞ୍ଚାଇବା ଏବଂ ନିର୍ଦ୍ଦିଷ୍ଟ ମେଡିଶିନ୍‌ ଦୋକାନରେ ପହଞ୍ଚାଇ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଆସୁଥିଲା। ଅଭିଯୋଗକୁ ଭିତ୍ତି କରି ଗୁରୁବାର ସନ୍ଧ୍ୟାରେ ଟାଉନ…

ମହିଳା ଟି୨୦: ବର୍ଷା ଯୋଗୁ ୨ୟ ମ୍ୟାଚ୍‌ ବାତିଲ

ସୁରତ, ୨୭।୯- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ମଧ୍ୟରେ ଗୁରୁବାର ଖେଳାଯିବାକୁ ଥିବା ୨ୟ ଟି୨୦ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ପ୍ରବଳ ବର୍ଷା କାରଣରୁ ମ୍ୟାଚ୍‌ର ଟସ୍‌…

ଏଆରଆରସିରେ ପଏଣ୍ଟ ଜିତିଲେ ରାଜୀବ

ଭୁବନେଶ୍ୱର, ୨୭।୯(ସ୍ପୋଟର୍‌ସ ବ୍ୟୁରୋ)- ମାଲେସିଆର ସେପଙ୍ଗ ଇଣ୍ଟରନ୍ୟାଶନାଲ ସର୍କିଟରେ ଅନୁଷ୍ଠିତ ଏସିଆନ ରୋଡ ରେସିଂ ଚାମ୍ପିୟନଶିପ(ଏଆରଆରସି)ର ଚୂଡ଼ାନ୍ତ ତଥା ଷଷ୍ଠ ପର୍ଯ୍ୟାୟ ରେସରେ ଇଡିମିତ୍‌ସୁ ହୋଣ୍ଡା ରେସିଂ ଇଣ୍ଡିଆ ଚାଳକ ରାଜୀବ ସେଥୁ ଭାରତ ପାଇଁ ପଏଣ୍ଟ ଜିତିଛନ୍ତି। ଏପି ୨୫୦…

ପ୍ରମୋଦ କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- ଚାଇନାର ୟୁହାଙ୍ଗ ହାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଗୁରୁବାର ଅନୁଷ୍ଠିତ ସିଙ୍ଗଲ୍ସର ଦ୍ୱିତୀୟ ରାଉଣ୍ଡରେ ସେ ଫ୍ରାନ୍ସର ମାଥ୍ୟୁ…

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ହରିୟାଣା ଚାମ୍ପିୟନ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ୫-ଏ-ସାଇଡ୍‌ ହକି (ମିଳିତ ମହିଳା-ପୁରୁଷ) ପ୍ରଦର୍ଶନୀ ଟୁର୍ନାମେଣ୍ଟର ସେମିଫାଇନାଲରେ ଓଡ଼ିଶା ପରାଜିତ ହୋଇଛି। ଫାଇନାଲରେ ଉତ୍ତରପ୍ରଦେଶକୁ ୫-୪ ଗୋଲରେ ହରାଇ ହରିୟାଣା ଚାମ୍ପିୟନ ହୋଇଛି। ପ୍ରଥମ ସେମିଫାଇନାଲରେ ହରିୟାଣା…

ଆଜି ଓସିଏ ନିର୍ବାଚନ

କଟକ ଅଫିସ,୨୭ା୯- ଅନେକ ବାଦ, ବିବାଦ, ଅଭିଯୋଗର ପୂର୍ଣ୍ଣଚ୍ଛେଦ ପଡ଼ି ଶେଷରେ ଶୁକ୍ରବାର ହେବାକୁ ଯାଉଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ବହୁ ପ୍ରତୀକ୍ଷିତ କର୍ମକର୍ତ୍ତା ନିର୍ବାଚନ। ରାଜ୍ୟ କ୍ରୀଡ଼ା ସଙ୍ଗଠନ ଜଗତରେ ଏହା ହେଉଛି ସବୁଠାରୁ ହାଇଭୋଲଟେଜ ନିର୍ବାଚନ। ମୋଟ ୬ଟି…

‘ଇନିଂସ ଓପନ୍‌ ପାଇଁ ନିବେଦନ କରିବାକୁ ପଡ଼ିଥିଲା’

ନୂଆଦିଲ୍ଲୀ, ୨୭।୯ (ପି.ଟି.)- ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ବିଶ୍ୱ କ୍ରିକେଟ୍‌ର ସବୁଠାରୁ ମହାନ୍‌ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ। ମଧ୍ୟକ୍ରମରୁ ଜଣେ ଦକ୍ଷ ଓପନର୍‌ ଭାବେ ସଚିନ ନିଜକୁ ଗଢ଼ି ବେଶ୍‌ ଖ୍ୟାତି ଅର୍ଜନ କରିପାରିଥିଲେ। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri