Home

ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀ ନିଖୋଜ

ମହାକାଳପଡ଼ା,୨୬।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାଲିପାଟ ଗ୍ରାମର ବାବୁ ସାମଲ (୪୫) ନାମକ ଜଣେ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ପରିବାର ପକ୍ଷରୁ ଗୁରୁବାର ମେରାଇନ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ବତୀଘର ପଞ୍ଚାୟତର ବଡ଼ଟୁବି…

ଆଇନ ଅନୁସାରେ ମହାତ୍ମା ନୁହଁନ୍ତି ଜାତିର ପିତା: ସମ୍ବିଧାନର ଅନୁଚ୍ଛେଦ ୧୮(୧) ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦେଲା ସୂଚନା

ନୂଆଦିଲ୍ଲୀ,୨୬।୯: ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତର ଜାତିର ପିତା ବୋଲି କହିଛନ୍ତି। ଏହାକୁ କଂଗ୍ରେସ ନେତା ନାପସନ୍ଦ କରିଛନ୍ତି। ଜାତିର ପିତା ଭାବେ ମହାତ୍ମା ଗାନ୍ଧୀଙ୍କୁ କୁହାଯାଉଥିବାରୁ ମୋଦିଙ୍କ ପାଇଁ ଏହା ପ୍ରଯୁଯ୍ୟ ନୁହେଁ…

ଏମିତି ଏକ ଏୟାରପୋର୍ଟ, ଦେଖିବାକୁ ଅନ୍ତରୀକ୍ଷ ଯାନ ସଦୃଶ

ବିଶ୍ୱରେ ଏମିତି ଏକ ଏୟାରପୋର୍ଟ ରହିଛି, ଯାହା ଦେଖିବାକୁ ଅନ୍ତରୀକ୍ଷ ଯାନ ସଦୃଶ। ଏପରି ଏୟାରପୋର୍ଟ ରହିଛି ଚାଇନାରେ। ଭିତ୍ତିଭୂମି କ୍ଷେତ୍ରରେ ଚାଇନା ସବୁଠୁ ଆଗରେ। ଏହି ଏୟାରପୋର୍ଟ ବାହାରୁ ଏକ ଅନ୍ତରୀକ୍ଷ ଯାନ ପରି ଦେଖାଯାଉଛି।କିଛିଦିନ ତଳେ ଚାଇନାର ରାଷ୍ଟ୍ରପତି…

ରାଜସ୍ଥାନ ଝିଅଙ୍କୁ ଚେଞ୍ଜ୍‌ ମେକର୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ: ବିଲ୍‌ ଆଣ୍ଡ୍‌ ମିଲିନ୍ଦା ଗେଟ୍ସ ଫାଉଣ୍ଡେଶନ ପକ୍ଷରୁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୁହେଁ ଆଉ ଜଣେ ଭାରତୀୟଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ସ୍ବଚ୍ଛ ଭାରତ ମିଶନ୍‌ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଗ୍ଲୋବାଲ୍‌ ଗୋଲ୍‌କିପର୍ସ ଆଓ୍ବାର୍ଡ ଦେଇ ସମ୍ମାନିତ କରିଛି ଫାଉଣ୍ଡେଶନ।…

ବୁର୍ଲା ଭୀମସାର ମେଡିକାଲରୁ ୫ ଦଲାଲ ଗିରଫ: ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ନେଉଥିଲେ ଟଙ୍କା

ସମ୍ବଲପୁର, ୨୬।୯ (ବ୍ୟୁରୋ)- ଦଲାଲଙ୍କ କବଳରେ ରାଜ୍ୟର ବିଭିନ୍ନ ମେଡିକାଲ। ଗୁରୁବାର ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ ପରିସରରୁ ପୋଲିସ ୫ଜଣ ଦଲାଲଙ୍କୁ ଗିରଫ କରିଛି । ସେମାନେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଟଙ୍କା ନେବା ସହ ରୋଗୀଙ୍କୁ ଘରୋଇ ମେଡିକାଲ ନେବାକୁ…

ପୁଣି ଜମ୍ମୁ-କଶ୍ମୀରରେ ଗସ୍ତରେ ଗଲେ ଅଜିତ ଡୋଭାଲ

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବୁଧବାର ପୁଣି ଥରେ ଶ୍ରୀନଗରରେ ପହଞ୍ଚିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ଗତ ଦେଢ ମାସ ଭିତରେ ଡୋଭାଲଙ୍କ ଏହା ଦ୍ୱିତୀୟ କଶ୍ମୀର ଗସ୍ତ। ଏହି ଗସ୍ତ କାଳରେ ସେ ସୁରକ୍ଷା…

ପୁରୀର ‘ନୂଆ ଯୁବରାଜ’ ନେଇ ଫଟୋ ଭାଇରାଲ ପ୍ରସଙ୍ଗ: ରାଜନଅର ପକ୍ଷରୁ ଖଣ୍ଡନ, ଫଟୋଟି ନୀଳଗିରି ଯୁବରାଜଙ୍କର

ପୁରୀ ଅଫିସ,୨୬।୯: ଗତ କିଛି ଦିନ ଧରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉତ୍ତରାଧିକାରୀ ବୋଲି ଜଣେ ବ୍ୟକ୍ତିଙ୍କୁ ପରିଚୟ ଦେଇ ଏକ ଫଟୋ ଭାଇରାଲ ହୋଇଆସୁଛି। ତେବେ ଏହା କେବଳ ଗୁଜବ। ଉକ୍ତ ବ୍ୟକ୍ତିଜଣଙ୍କ ନୀଳଗିରି ଯୁବରାଜ ଜନ୍ମେଞ୍ଜୟ…

ମହାଭାରତ ସମୟରେ ପ୍ରସ୍ତୁତ ହୋଇଥିଲା ଗୁପ୍‌ଚୁପ୍‌

ନୂଆଦିଲ୍ଲୀ: ଗୁପ୍‌ଚୁପ୍‌ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ନାମରେ ପରିଚିତ। ଏହା ପୁଚ୍‌କା, ପାନିପୁରୀ, ବତାଶେ ଭଳି ନାମରେ ଲୋକପ୍ରିୟତା ହାସଲ କରିଛି। ଗୁପ୍‌ଚୁପ୍‌ ମହାଭାରତ ସମୟରେ ପ୍ରଥମେ ପ୍ରସ୍ତୁତ କରାଯାଇଥିଲା ବୋଲି କେତେକ କୁହନ୍ତି। ମଗଧ ସାମ୍ରାଜ୍ୟରେ ମଧ୍ୟ…

ଅଭିନନ୍ଦନଙ୍କ ବିମାନ ଦୁର୍ଘଟଣା ଭଳି ଘଟଣାକୁ ରୋକାଯିବ: ଏବେ ଡିଆର୍‌ଡିଓ ତିଆରି କରିବ ନୂଆ ସଫ୍ଟଓ୍ବେର

ନୂଆଦିଲ୍ଲୀ, ୨୬।୯: ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ଯୁଦ୍ଧ ବିମାନର ରେଡ଼ିଓ ଫ୍ରିକ୍ୱେନ୍ସି କାମ କରିବା ବନ୍ଦ କରିବାରୁ ଏହା ନିୟନ୍ତ୍ରଣ ହରାଇ ତଳେ ପଡ଼ିଯାଇଥିଲା। ରେଡ଼ିଓ ଫ୍ରିକ୍ୱେନ୍ସି ସଫ୍ଟଓ୍ବେର ଜାମ୍‌ ହେବାରୁ କଣ୍ଟ୍ରୋଲ ରୁମ୍‌ ସହିତ ଯୋଗାଯୋଗ ସମ୍ଭବ…

୩୬ବର୍ଷ ପରେ ବୃଦ୍ଧାଶ୍ରମରେ ହେଲା ମିଳନ

ଥିରୁଭାନନ୍ତପୁରମ୍‌,୨୬।୯:କେରଳର ବୃଦ୍ଧାଶ୍ରମରେ ଏକ ନିଆରା ମିଳନ ଘଟିଛି। ୩୬ ବର୍ଷ ପରେ ଜଣେ ବୃଦ୍ଧ ଦମ୍ପତିଙ୍କ ବୃଦ୍ଧାଶ୍ରମରେ ପରସ୍ପରକୁ ଅଚାନକ ଭେଟିଛନ୍ତି। ୬୫ ବର୍ଷ ପୂର୍ବେ ବିବାହ କରିଥିବା ସ୍ୟାଦୁ(୯୦) ଏବଂ ସୁଭଦ୍ରା(୮୨) ତ୍ରିଶୁର ଜିଲାରେ ଥିବା ଏକ ବୃଦ୍ଧାଶ୍ରମରେ ରହିବାକୁ…

ମାରିଟାଇମ ଜଗତରେ ମହିଳା ସଶକ୍ତୀକରଣ

ଜାତିସଂଘ:୨୦୧୯ସେପ୍ଟେମ୍ବର ୨୬, ଗୁରୁବାର ପାଳନ କରାଯାଉଛି ବିଶ୍ୱ ମାରିିଟାଇମ ଦିବସ। ‘ସାମୁଦ୍ରିକ ଜଗତ ସମ୍ପର୍କରେ ମହିଳାମାନଙ୍କୁ ସଶକ୍ତୀକରଣ କରିବା’ ସ୍ଲୋଗାନ ନେଇ ଏହି ଦିବସ ପାଳନ କରାଯାଉଛି। ଏହା ଜାତିସଂଘ ଦ୍ୱାରା ଇଣ୍ଟରନ୍ୟାଶ୍‌ନାଲ ମାରିଟାଇମ ଅର୍ଗାନାଇଜେଶନ(ଆଇଏମ୍‌ଓ) ବା ଆନ୍ତର୍ଜାତିକ ସାମୁଦ୍ରିକ ସଂଘ…

ଇଦ୍‌ରେ ଆସିବ ‘ରାଧେ’

ମୁମ୍ବାଇ: ସୁପରଷ୍ଟାର ସଲମାନ୍‌ ଖାନ୍‌ଙ୍କ ଅପ୍‌କମିଂ ଫିଲ୍ମ ‘ରାଧେ’ ୨୦୨୦ ଇଦ୍‌ରେ ମୁକ୍ତିଲାଭ କରିବ ବୋଲି କୁହାଯାଉଛି। ଏନେଇ ସଲମାନ୍‌ଙ୍କ ଫ୍ୟାନ୍‌ମାନେ ସୋସିଆଲ ମିଡ଼ିଆରେ ପ୍ରଚାର କରିବା ଆରମ୍ଭ କରିଦେଲେଣି। ସଲମାନ୍‌ଙ୍କ ଫିଲ୍ମ ଦେଖିବା ଲାଗି ସେମାନଙ୍କ ମନରେ ଉତ୍କଣ୍ଠା ଭରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri