ଭିଜିଲାନ୍ସ ଜାଲରେ ଫରେଷ୍ଟର : ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ
ବୌଦ୍ଧ,୨୬।୯(ସ୍ବ.ପ୍ର.): ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ବୌଦ୍ଧର କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଫରେଷ୍ଟର ଜଗବନ୍ଧୁ ପାତ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଗୁରୁବାର ସକାଳୁ ଭିଜିଲାନ୍ସ କର୍ମଚାରୀମାନେ ଜଗବନ୍ଧୁଙ୍କ ରଇଠାଣିସ୍ଥିତ ଘର, ଗ୍ରାମରେ ଥିବା ଘର, ଭଡ଼ା ଦେଇଥିବା ଘର ଏବଂ…
ଆଜିର ଆହ୍ବାନ ଜନସଂଖ୍ୟା ନିୟନ୍ତ୍ରଣ
ଭାରତ ସମେତ ବିଶ୍ୱର ଅନେକ ଦେଶରେ ଗର୍ଭନିରୋଧ ପ୍ରତି ଲୋକମାନଙ୍କୁ ସଚେତନ କରିବା ଲକ୍ଷ୍ୟ ନେଇ ପାଳନ କରାଯାଉଛି ଗର୍ଭ ନିରୋଧକ ଦିବସ। ପ୍ରତିବର୍ଷ ସେପ୍ଟେମ୍ବର ୨୬ରେ ଏହି ଦିବସ ପାଳନ କରାଯାଉଛି। ଯୁବପିଢ଼ିଙ୍କୁ ଗର୍ଭ ନିରୋଧ ସମ୍ପର୍କରେ ଉଚିତ ସୂଚନା…
ମଝି ରାସ୍ତାରେ କାର୍ରେ ନିଆଁ ଲଗାଇ ଫାଇରିଙ୍ଗ୍ କଲେ ଯୁବକ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ମଥୁରା,୨୬।୯: ଉତ୍ତରପ୍ରଦେଶ ମଥୁରାରେ ଜଣେ ଯୁବକ ମଝିରାସ୍ତାରେ ନିଜ କାର୍କୁ ନିଆଁ ଲଗାଇ ଜଳାଇ ଦେଇଛନ୍ତି। ଏହା ସହିତ ସେ ଫାଇରିଙ୍ଗ୍ ମଧ୍ୟ କରିଛନ୍ତି। ଯୁବକ ଜଣଙ୍କ ସ୍ଥାନୀୟ ଦାମୋଦରପୁରାର ଶୁଭମ୍ ଚୌଧୁରୀ। ସେ ତାଙ୍କ କମ୍ପାନୀ ପାର୍ଟନର ଅଞ୍ଜନା ଶର୍ମା…
ଲଭ୍ ୟୁ ପ୍ରିୟା
ଭଲ ପାଇବାରେ ଆବିଳତା ନ ଥିଲେ ସେଥିରେ ସକ୍ସେସ ହେବାର ଚାନ୍ସ ଅଧିକ। ଗଁାରୁ ସହର ଯାଇଥିବା ପୁଅଟି ସେଠାରେ ଜଣେ ସୁନ୍ଦରୀ ପ୍ରେମରେ ପଡ଼ିଯାଏ। ହେଲେ ସେହି ଝିଅ ମନରେ ତା’ ପୂର୍ବରୁ ଆଉ ଜଣେ ବସା ବାନ୍ଧି ସାରିଥାଏ।…
ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା: ଦୁଇ ବିଭାଗରେ ଓଡ଼ିଶା ଶ୍ରେଷ୍ଠ
ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ୫୫ତମ ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା(ଅଲ୍ ଇଣ୍ଡିଆ ସ୍କିଲ୍ କମ୍ପିଟିଶନ୍ ଫର୍ କ୍ରାଫ୍ଟସମେନ୍)ରେ ଓଡିଶାକୁ ମିଳିଛି ଦୁଇ-ଦୁଇଟି ସଫଳତା। ଦୁଇ ଓଡ଼ିଆ ବିକାଶ ଚନ୍ଦ୍ର ନାୟକ ଏବଂ ସଦାଶିବ ସାମନ୍ତରାୟ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ…
ଡାକ୍ତରଖାନାରେ ଦଲାଲରାଜ ନେଇ ମୁଖ୍ୟମନ୍ତ୍ରୀ ଖପ୍ପା
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ସରକାରୀ ହସ୍ପିଟାଲରେ ଦଲାଲ ଏବଂ ମଧ୍ୟସ୍ଥଙ୍କ ପାଦୁର୍ଭାବ ବୃଦ୍ଧିକୁ ନେଇ ଗଭୀର ଉଦ୍ବେଗ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟସ୍ଥଙ୍କ କବଳରୁ ମୁକ୍ତ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାର ଏସ୍ପିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର…
ଆଶାରେ ଅଂଶୁମାନ
ଅଂଶୁମାନ ସାମନ୍ତରାୟ। ଦେଖୁ ଦେଖୁ ୟା ଭିତରେ ୮ଟି ଓଡ଼ିଆ ସିନେମାରେ ଅଭିନୟ କରିସାରିଲେଣି। ଏବେ ସେ ହିନ୍ଦୀ ସିନେମାରେ ନିଜ କ୍ୟାରିୟରକୁ ଆଗେଇ ନେବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଖୁବ୍ ଶୀଘ୍ର ତାଙ୍କ ଅଭିନୀତ ‘ମାରିୟା’ ଏବଂ ‘ଏହେସାସ’ ରିଲିଜ…
ଗଁ। ପ୍ରେମରେ ଜଗା
ଜଲିଉଡ୍ ଅଭିନେତା ଜଗା ଏବେ ଗଁ। ପ୍ରେମରେ ପଡ଼ିଯାଇଛନ୍ତି। କାରଣ ଗଁ। ପରିବେଶରେ ସେ ବଢ଼ିଛନ୍ତି। ତେଣୁ ଜନ୍ମ ମାଟିର ବାସ୍ନାକୁ ସେ ବା କେମିତି ଭୁଲିଯିବେ ? ଏହାର ଅର୍ଥ ନୁହେଁ ଯେ ଜଗା ଅଭିନୟକୁ ଗୁଡବାୟ କହି ଗଁ।ରେ…
ଅଯୋଧ୍ୟା ମାମଲା: ଅକ୍ଟୋବର ୧୮ସୁଦ୍ଧା ଶୁଣାଣି; ନଭେମ୍ବର ୧୭ ପୂର୍ବରୁ ରାୟ; ନ ହେଲେ ପୁଣି ଲଟକି ରହିବ
ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ମାମଲାରେ ଅକ୍ଟୋବର ୧୮ ସୁଦ୍ଧା ଶୁଣାଣି କରାଯିବ। ସେହିପରି ନଭେମ୍ବର ୧୭ ପୂର୍ବରୁ ଏହାର ରାୟ ପ୍ରକାଶ କରାଯିବ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି। ଏହି ମାମଲାର ବିଚାର ୫ ଜଣିଆ ଖଣ୍ଡପୀଠରେ ଜାରି ରହିଛି। ଏହାର ନେତୃତ୍ୱ ପ୍ରଧାନ…
ଛେନାଝିଲ୍ଲି ପାଇଁ ଜିଆଇ ଟ୍ୟାଗ୍: ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡ଼ିଶାର ରସଗୋଲାକୁ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍ ମିଳିବା ପରେ ଏବେ ନିମାପଡ଼ା ପ୍ରସିଦ୍ଧ ଛେନାଝିଲ୍ଲିକୁ ଜିଆଇ ଟ୍ୟାଗ୍ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଆବେଦନ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଗତଥର ରସଗୋଲାର ଜିଆଇ…
ଓଡ଼ିଆ ଚଳଚ୍ଚିତ୍ରର ଅଡୁଆ ଅବସ୍ଥା
”ଓଡ଼ିଆ ଚଳଚ୍ଚିତ୍ରର ଅଣଓଡ଼ିିଆ ନାମକରଣ ସଂକ୍ରାମକ ରୋଗ ପରି ମାଡ଼ି ଚାଲିଛି। ତୁରନ୍ତ ଏହା ଉପରେ ଅଙ୍କୁଶ ଲଗାଯିବା ଉଚିତ। ହୋମ ବ୍ୟାନରରେ ଓଡ଼ିଆ ସିନେମାଟିଏ ନିର୍ମାଣ କରି ନିଜ ପୁଅ ହେଉ କି ସମ୍ପର୍କୀୟଙ୍କୁ ଲିଡ୍ ରୋଲ୍ରେ ନେବା ମଧ୍ୟ…
ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର, ଷ୍ଟାର ର଼୍ୟାଙ୍କିଙ୍ଗ୍
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଏଣିକି ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର। ପିଲାଙ୍କୁ ଛାତ୍ରଜୀବନରୁ ସ୍ବଚ୍ଛତା ପାଇଁ ସଚେତନ କରାଇବା ଏବଂ ବିଦ୍ୟାଳୟରେ ସ୍ବଚ୍ଛ ପରିବେଶ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରୟାସ ଆରମ୍ଭ କରିଛି। ଏନେଇ ସ୍ବଚ୍ଛ ବିଦ୍ୟାଳୟ ପୁରସ୍କାର ଦେବାକୁ…
Archives


