Home

ବିନା ପଞ୍ଜୀକରଣରେ ଚାଲିଛି ରାସ୍ତା ପାର୍ଶ୍ୱ ବ୍ୟବସାୟ: ତଦାରଖ ହେଉନି ଖାଦ୍ୟର ମାନ

ଅନୁଗୋଳ ଅଫିସ, ୧ା୮ – ଅନୁଗୋଳ ସହରର ବିଭିନ୍ନ ରାସ୍ତା ପାର୍ଶ୍ୱରେ ଛତୁ ଫୁଟିଲା ପରି ଖୋଲୁଛି ଜଳଖିଆ ଦୋକାନ, ହୋଟେଲ। ଠେଲା ଗାଡ଼ିରେ ଭଳିକି ଭଳି ଖାଦ୍ୟ ବିକ୍ରି ହେଉଛି ଜନଗହଳିପୂର୍ଣ୍ଣ ସ୍ଥାନରେ। ହେଲେ ଏଥିରୁ ଅନେକ ବ୍ୟବସାୟ ଅଣପଞ୍ଜୀକୃତ…

କୋମାରେ କମିଶନରେଟ୍‌ ପୋଲିସ

ଭୁବନେଶ୍ୱର, ୧ା୮(ବ୍ୟୁରୋ): କୋମା ସ୍ଥିତିକୁ ଚାଲିଗଲାଣି କମିଶନରେଟ ପୋଲିସ। ରାଜଧାନୀ ଭୁବନେଶ୍ୱରରେ ଲୁଟେରା ରାଜ୍‌ କଲେଣି। ସକାଳୁ ରାତି ପର୍ଯ୍ୟନ୍ତ ଫୁଟୁଛି ଗୁଳି, ବୁଲୁଛି ଖଣ୍ଡା ଭୁଜାଲି। ସହରରେ ପ୍ରତିଦିନ ଘଟିଚାଲିଛି ଲୁଟ୍‌ପାଟ ଓ ଡକାୟତି। ମଙ୍ଗଳବାର ଗୋଟିଏ ଥାନାଞ୍ଚଳରେ ୪ରୁ…

ଖଣି ବନ୍ଦ ଆନ୍ଦୋଳନରୁ ଓହରିଲା ଭାଜପା

ତାଳଚେର,୧ା୮(ନି.ପ୍ର.) – ପ୍ରଶାସନ ଓ ଏମ୍‌ସିଏଲ୍‌ର ଅନୁରୋଧ କ୍ରମେ ଭାଜପା ପକ୍ଷରୁ ୫ ଦଫା ଦାବି ନେଇ ଚାଲିଥିବା ଖଣି ବନ୍ଦ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି ବୋଲି ଭାଜପା ସାଧାରଣ ସମ୍ପାଦକ କାଳନ୍ଦୀ ସାମଲ ବୁଧବାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ…

ଖଣି ସମସ୍ୟା ନେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ : ସୁରକ୍ଷା ସହ ସାଲିସ ହେବନି

ଅନୁଗୋଳ ଅଫିସ, ୧ା୮ – ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ସୃଷ୍ଟ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୁଧବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ମିଳୁନି ଅଣଧାନ ବିହନ

ବଅଁରପାଳ,୧ା୮(ଡି.ଏନ.ଏ.) – ଅନୁଗୋଳ କୃଷି ଜିଲା ବଅଁରପାଳ ବ୍ଲକ ଅଞ୍ଚଳରେ ଅଣ ଧାନ ଜାତୀୟ ବିହନ ପାଇପାରୁନାହାନ୍ତି ଚାଷୀ। ବାରମ୍ବାର କୃଷି କାର୍ଯ୍ୟାଳୟଠାରୁ ଆରମ୍ଭ କରି ସମବାୟ ସମିତି ଦୌଡୁଥିଲେ ମଧ୍ୟ ସେମାନଙ୍କୁ ବିହନ ଯୋଗାଯାଉ ନ ଥିବା ଅଭିଯୋଗ ହୋଇଛି।…

ଗଁ। ରେ ମଦ ବନ୍ଦ କରିବା ଘଟଣା : ମହିଳାଙ୍କୁ ଅବକାରୀ କର୍ମଚାରୀଙ୍କ ଧମକ ଅଭିଯୋଗ

ହାତୀଓଟ,୧ା୮-ପୋଲସରା ବ୍ଲକ ଜକର ପଞ୍ଚାୟତ ଜକର ଗ୍ରାମର ୨୭ ସ୍ବୟଂ ସହାୟିକା ଗୋଷ୍ଠୀ ଓ ଗ୍ରାମବାସୀ ମିଶି ଗ୍ରାମରେ ମଦ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଗତ ୯ ତାରିଖରେ ଗୋପୀନାଥ ମନ୍ଦିର ପରିସରରେ ଗ୍ରାମସଭା କରିଥିଲେ। ପରେ ଏ ନେଇ…

ପଶୁପାଳନ ବିକାଶ ସହାୟତା ବାଟବଣା

ଧାମନଗର, ୧।୮(ଡି.ଏନ.ଏ.)- ଗାଈ, ଛେଳି, କୁକୁଡ଼ା ପାଳନ ଭଳି ଆନୁଷଙ୍ଗିକ କୃଷି ବିକାଶ ଯୋଜନା ହେଉଥିଲେ ମଧ୍ୟ ଏହାର ରୂପାୟନ ଠିକ୍‌ ଭାବେ ହୋଇପାରୁ ନାହିଁ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତ ଯୋଜନାରେ ଗୃହପାଳିତ ପ୍ରାଣୀଧନଙ୍କ ଲାଗି ଗୁହାଳ…

ଅଭିଭାବକଙ୍କୁ ମରଣାନ୍ତକ ଆକ୍ରମଣ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ବିଦ୍ୟାଳୟ ଆଗରେ ଧାରଣା

କପ୍ତିପଦା,୧ା୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ନୂଆସାହି ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଓ ତାଙ୍କ ଦିଅର ଜଣେ ଛାତ୍ରଙ୍କ ଅଭିଭାବକଙ୍କୁ ଦୁର୍ବ୍ୟବହାର ଓ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବୁଧବାର ବିଦ୍ୟାଳୟ ସମ୍ମୁଖରେ ଧାରଣା…

ତାତିଲେ ମହିଳା, ଭାଙ୍ଗିଲେ ମଦ ଦୋକାନ

ସଜନାଗଡ଼,୧।୮ (ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ଚୋରା ମଦ କାରବାର ବିରୋଧରେ ମହିଳାମାନଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଚୋରାମଦ କାରବାର ବୃଦ୍ଧି ଯୋଗୁ ନାନା ବିଶୃଙ୍ଖଳା ଓ ଗଣ୍ଡଗୋଳ ଘଟୁଥିବା ମହିଳାମାନେ ଅଭିଯୋଗ କରି…

ଗ୍ୟାସ୍‌ଟ୍ରିକ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ବହୁ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ। ସେହିପରି ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି କାମ କରେ ବୋଲି ଆମେରିକା ଭର୍ଜିନିଆ ବିଶ୍ୱବିଦ୍ୟାଳୟର ଗବେଷକ ନିଜ ଗବେଷଣା ରିପୋର୍ଟରେ ସୂଚିତ…

ଚା’ ପତି କିଲୋ ୫୦ ହଜାର…

ଚା’ ପତି କିଲୋ ପୁଣି ହଜାର ହଜାର ଟଙ୍କା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଆସାମରେ ଏଭଳି ଏକ ସ୍ବତନ୍ତ୍ର ଚା’ ପତି କିଲୋ ପିଛା ୫୦ ହଜାର ଟଙ୍କାରେ ନିଲାମ ହୋଇଛି। ଏହାକୁ ଲୋକେ ମନୋହରି ଚା’…

ଏକମାତ୍ର ପୁଅ ସିଦ୍ଧାର୍ଥ ଆଉ ଏ ଦୁନିଆରେ ନାହିଁ, ପିତା ଏପର୍ଯ୍ୟନ୍ତ ଜାଣିନାହାନ୍ତି

ବେଙ୍ଗାଲୁରୁ, ୩୧।୭:‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ କନର୍ର୍ାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଏପର୍ଯ୍ୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri