ମହାକାଶରେ ଇତିହାସ ରଚିଲା ୟୁଏଇ
ଦୁବାଇ,୨୬ା୯(ଏଏଫ୍ପି): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବୁଧବାର ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍)କୁ ଦେଶର ପ୍ରଥମ ମହାକାଶ ଯାତ୍ରୀ ହଜ୍ଜା ଅଲ୍-ମନ୍ସୁରିଙ୍କୁ ପଠାଇ ଇତିହାସ ରଚିଛି। କାଜାଖସ୍ତାନର ବୈକୋନୁରରୁ ସୋୟୁଜ୍-ଏଫ୍ଜି ରକେଟରେ ୩୫ ବର୍ଷୀୟ ମନ୍ସୁରିଙ୍କ ସହ ରୁଷିଆର ଓଲେଗ୍ ସ୍କ୍ରିପୋଚକା ଏବଂ…
ଗ୍ଲୋବାଲ ବିଜ୍ନେସ୍ ଫୋରମରେ ମୋଦି: ‘ଭାରତରେ ନିବେଶ ଲାଗି ସୁବର୍ଣ୍ଣ ସୁଯୋଗ’
ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍ବର୍ଗ ଗ୍ଲୋବାଲ ଇନ୍ଭେଷ୍ଟର ଫୋରମ୍ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି ଅନୁକୂଳ ବାତାବରଣ ରହିଛି। ତଥାପି ଏଥିରେ କୌଣସି ତ୍ରୁଟି ରହିଥିଲେ ସେ ତାହାକୁ ସେତୁ…
ଆଲୋଚନା ପୂର୍ବରୁ ପାକ୍ କଠୋର ପଦକ୍ଷେପ ନେଉ
ଜାତିସଂଘ,୨୬ା୯(ପି.ଟି.): ପାକିସ୍ତାନ ସହ ଆଲୋଚନା ପୂର୍ବରୁ ଇସ୍ଲାମାବାଦକୁ କେତେକ କଠୋର ପଦକ୍ଷେପ ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ କହିଛନ୍ତି। କଶ୍ମୀର ପ୍ରସଙ୍ଗରେ ଉଭୟ ରାଷ୍ଟ୍ର ଏକତ୍ର କିଛି କରିବାକୁ ଟ୍ରମ୍ପ୍ ପ୍ରସ୍ତାବ ଦେବା…
ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ପୋଷଣ ମାସ ପାଳନ ଅବସରରେ ଅନୁଷ୍ଠିତ ଏହି…
‘ଜୟ ଶ୍ରୀରାମ’ କହି ୧୭ ସ୍କୁଲ ଛାତ୍ର ନିଲମ୍ବିତ
ରାଞ୍ଚି,୨୬ା୯(ପି.ଟି.): ଝାଡ଼ଖଣ୍ଡର ଷ୍ଟିଲ ସିଟି ଜାମ୍ଶେଦ୍ପୁରରେ ଏକ ଚର୍ଚ୍ଚ ଦ୍ୱାରା ପରିଚାଳିତ ସ୍କୁଲରେ ‘ଜୟ ଶ୍ରୀ ରାମ’ ଉଚ୍ଚାରଣ କରି ୧୭ ଛାତ୍ର ନିଲମ୍ବିତ ହୋଇଥିବା ଜଣାପଡ଼ିଛି। ଏହି ନିଲମ୍ବନ ବିରୋଧରେ ହିନ୍ଦୁ ଶାଖା ପକ୍ଷରୁ ବୁଧବାର ବିକ୍ଷୋଭ କରାଯାଇଛି। କେତେକ…
ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ ମଧ୍ୟ ଏହି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟାଗୁଡ଼ିକ ସମାଧାନ କରାଗଲା ନାହିଁ। ଏହି ସମସ୍ୟା ସମ୍ପର୍କରେ ଶେଷଥର…
ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ
ଡୁବୁରୀ,୨୬।୯(ଡି.ଏନ୍.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବିଜ୍ଞାନ ପ୍ରଯୁକ୍ତିବିଦ୍ୟା, ସରକାରୀ ଉଦ୍ୟୋଗ, ସାମାଜିକ…
ଜାତିସଂଘକୁ ସୋଲାର ପାର୍କ ଉପହାର
ନ୍ୟୁୟର୍କ,୨୬ା୯(ପି.ଟି.): ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ସୋଲାର ପାର୍କ ଏବଂ ଗାନ୍ଧୀ ଶାନ୍ତି ଉଦ୍ୟାନକୁ ଉଦ୍ଘାଟନ କରିଛନ୍ତି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଜାତିସଂଘ ଦ୍ୱାରା ଜାରି ସ୍ମାରକୀ ଷ୍ଟାମ୍ପ୍କୁ ପ୍ରଧାନମନ୍ତ୍ରୀ ଅନ୍ୟ ନେତାମାନଙ୍କ ଗହଣରେ…
ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ
ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ. ୧୬୩/୧୯) ରୁଜୁକରି ତଦନ୍ତ ଚଳାଇଥିଲା। ଏହି ମାମଲାରେ ବୁଧବାର ଅଭିଯୁକ୍ତଙ୍କୁ ଗିରଫ…
ଅଭିଯୁକ୍ତଙ୍କ ମାମଲା ଲଢ଼ିବାକୁ ମନାକଲା ଜିଲା ଓକିଲ ସଂଘ: ୩୦ରେ କଳାହାଣ୍ଡିର ସମସ୍ତ କେନ୍ଦ୍ର, ରାଜ୍ୟ ସରକାର କାର୍ଯ୍ୟାଳୟ ବନ୍ଦ କରାଯିବ
ଭବାନୀପାଟଣା,୨୬।୯ (ଡି.ଏନ.ଏ.) କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଜିଲାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଆସନ୍ତା ୩୦ ତାରିଖରେ କୋର୍ଟ କଚେରୀ, ସମସ୍ତ କେନ୍ଦ୍ର ଓ ରାଜ୍ୟ ସରକାର କାର୍ଯ୍ୟାଳୟକୁ ବନ୍ଦ ପାଇଁ ସ୍ଥିର କରାଯାଇଛି। ଏଥିସହିତ…
ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍ ଦଖଲକୁ ନେଲା ଇଡ୍କୋ
କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍କୁ ବୁଧବାର ଇଡ୍କୋ ଦଖଲକୁ ନେଇଛି। ଇଡ୍କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ ଏହି ଗେଷ୍ଟହାଉସ୍କୁ ଦଖଲ ନେବାପାଇଁ ଯଖପୁରା ଠାରେ ପହଞ୍ଚତ୍ଥିଲେ। ମାଜିଷ୍ଟ୍ରେଟ୍ ଭାବେ ଦାନଗଦୀ ତହସିଲଦାର…
କଶ୍ମୀର ପ୍ରସଙ୍ଗର ଆନ୍ତର୍ଜାତିକୀକରଣ: ବିଫଳତା ସ୍ବୀକାର କଲେ ଇମ୍ରାନ୍
ନ୍ୟୁୟର୍କ,୨୬ା୯: କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତିକୀକରଣ କରାଇବାରେ ପାକିସ୍ତାନ ବିଫଳ ହୋଇଥିବା ଏହାର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ସ୍ବୀକାର କରିଛନ୍ତି। ଏଥିପାଇଁ ଅନ୍ତର୍ଜାତୀୟ ସମୁଦାୟ ପାଖରେ ସେ ଦୁଃଖିତ ବୋଲି ଇମ୍ରାନ୍ କହିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଲାଗି ଭାରତର ନିଷ୍ପତ୍ତିକୁ…
Archives


