ବିଳମ୍ବ ହେଲା ଠାକୁରଙ୍କ ନୀତିକାନ୍ତି
ପୁରୀ ଅଫିସ,୩୧ା୮: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ଜିଲା ପ୍ରଶାସନ ଅସୁରକ୍ଷିତ କୋଠା ଭାଙ୍ଗୁଛି। ଶୁକ୍ରବାର ଭଙ୍ଗାଯାଇଛି ବହୁ ଚର୍ଚ୍ଚିତ ଏମାର ମଠର ରଘୁନନ୍ଦନ ଲାଇବ୍ରେରୀ ଏବଂ ଦୋକାନ ଘର। ତେବେ ଏହି ଉଚ୍ଛେଦ ପାଇଁ…
ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ
ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି। ହେଲେ ଉପାୟ ନ ଥିବାରୁ ବାଧ୍ୟ ହୋଇ ସେହି ପାଣିରେ ପଶି ଯାତାୟାତ କରୁଛନ୍ତି…
କନ୍ୟା ଭ୍ରୂଣ ହତ୍ୟା ରୋକିବାକୁ ଗୁରୁତ୍ୱ: ପ୍ରସବ ବିବରଣୀ ଦେବେ ଘରୋଇ କ୍ଲିନିକ୍
ଅନୁଗୋଳ ଅଫିସ, ୩୧।୮ – ଜିଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଓ ନର୍ସିଂହୋମରେ କଡାକଡି ପାଳନ ହେବ ଲିଙ୍ଗ ନିରୂପଣ ନିରୋଧୀ ସମ୍ପର୍କିତ ପିସିଆଣ୍ଡପିଏନ୍ଡିଟି ଆଇନ। ସମସ୍ତ ଘରୋଇ ପଞ୍ଜୀକୃତ କ୍ଲିନିକ୍ଗୁଡ଼ିକ ପ୍ରତିମାସ ଶେଷରେ ପ୍ରସବ ବିବରଣୀ ସମ୍ପୃକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ…
ଏସ୍ପ୍ଲାନେଡ୍ ଓ୍ବାନ୍ରେ ଆତଙ୍କବାଦୀ ମୁକାବିଲା: ସମ୍ଭାବ୍ୟ ଆକ୍ରମଣ ନେଇ ମକ୍ ଡ୍ରିଲ
ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ରସୁଲଗଡ଼ସ୍ଥିତ ଏସ୍ପ୍ଲାନେଡ୍ ଓ୍ବାନ୍ ମଲ୍ ପରିସରରେ ଶୁକ୍ରବାର ସକାଳର ଦୃଶ୍ୟ ଥିଲା ସମ୍ପୂର୍ଣ୍ଣ ଭିନ୍ନ। ଏହି ବ୍ୟବସାୟିକ କେନ୍ଦ୍ରରେ ଗ୍ରାହକଙ୍କ ଗହଳି ପରିବର୍ତ୍ତେ ଆତଙ୍କବାଦୀଙ୍କ ସହ ପୋଲିସ ଏବଂ ଆଣ୍ଟି ଟେରରିଷ୍ଟ ସ୍କ୍ବାଡ୍ର ମୁକାବିଲା ଚାଲିଥିଲା। ପୂର୍ବାହ୍ନ ପ୍ରାୟ…
ଏସବୁ ରୋଗ ଲାଗି ବରଦାନ ସଦୃଶ ତେଜପତ୍ର
ମସଲା ରୂପରେ ବ୍ୟବହାର କରାଯାଉଥିବା ତେଜପତ୍ର ଯେ, କେବଳ ଖାଦ୍ୟକୁ ସ୍ବାଦିଷ୍ଟ କରାଇଥାଏ ତାହା ନୁହେଁ ବରଂ ଏହା ଅନେକ ରୋଗରୁ ରକ୍ଷା କରିଥାଏ। ଏଥିରେ ପୋଷକ ତତ୍ତ୍ୱ ଓ ଖଣିଜ ପଦାର୍ଥ ରହିଛି। ଏହାସହ ଭିଟାମିନ୍ ‘ଇ’ ଓ ‘ସି’…
ବେଲଗାମ ହେଲାଣି ନିଶା ଓଷଧ କାରବାର
ଯୋଡ଼ା,୩୧।୮(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ନିଶା ଓଷଧ କାରବାର ଅହେତୁକ ପରିମାଣରେ ବୃଦ୍ଧି ପାଇଛି ା ବାହାର ରାଜ୍ୟରୁ ଏହାକୁ ଆଣି ସହରରେ ବିକ୍ରୟ କରାଯାଉଛି ା ପୋଲିସ ଜାଣିଶୁଣି ନୀରବ ରହୁଥିବାରୁ ଏହା ନିଶା ଓଷଧ ବ୍ୟବସାୟୀମାନଙ୍କୁ ବେଶ୍…
ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ
ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠୀ ମିଳିତ ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଶୁକ୍ରବାର ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ…
ପିଏଫ୍ ଆକାଉଣ୍ଟରେ ମିଳିବ ୮.୬୫% ସୁଧ
ନୂଆଦିଲ୍ଲୀ,୩୧-୮: ଚାକିରିରତ କର୍ମଚାରୀଙ୍କ ପାଇଁ ଖୁସୀଖବର। ଭବିଷ୍ୟନିଧି ଆକାଉଣ୍ଟ(ପିଏଫ ଆକାଉଣ୍ଟ)ରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୮.୬୫% ସୁଧ ହାର ମିଳିବ। କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି ଯେ, ଇପିଏଫ୍ ପକ୍ଷରୁ ଧାର୍ଯ୍ୟ ସୁଧ ହାର ପ୍ରଦାନ କରିବାକୁ…
୧୦୦ ଟଙ୍କିଆ ବାର୍ନିସ ନୋଟ୍ ଜାରି କରିବ ଆର୍ବିଆଇ
ମୁମ୍ବାଇ,୩୧-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଖୁବଶୀଘ୍ର ୧୦୦ ଟଙ୍କିଆ ନୂଆ ବାର୍ନିସ ନୋଟ୍ ଜାରି କରିବ। ଏହି ନୂଆ ନୋଟ୍ର ଗୁଣବତ୍ତା ପୂର୍ବାପେକ୍ଷା ଅଧିକ ରହିବ। ଏ ସମ୍ପର୍କରେ ଆର୍ବିଆଇ ବାର୍ଷିକ ରିପୋର୍ଟରେ ଉଲ୍ଲେଖ ରହିଛି। ଏଥିରେ କୁହାଯାଇଛି ଯେ, ୧୦୦…
ବ୍ୟାଙ୍କଗୁଡ଼ିକୁ ମିଳିବ ୫୫,୨୫୦ କୋଟି ପୁଞ୍ଜି
ନୂଆଦିଲ୍ଲୀ,୩୧-୮: କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରାମନ୍ ଶୁକ୍ରବାର ୧୦ ବ୍ୟାଙ୍କ ମିଶ୍ରଣ ହେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଋଣ ଅଭିବୃଦ୍ଧି ତଥା ନିୟମକୀୟ ପାଳନ ଲାଗି ବ୍ୟାଙ୍କଗୁଡ଼ିକୁ ସରକାର ୫୫,୨୫୦ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ। ତଦନୁଯାୟୀ,…
ଦୁଇ ଦିନ୍ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ
ଘଣ୍ଟାପଡା, ୩୧।୮ (ଡି.ଏନ୍.ଏ.): ଦୁଇ ଦିନ୍ ଉତାରୁ ଗଁାଗଁଲିରୁ ସହର ତକ୍ ସବୁନେ ଜାକ୍ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍ ନୂଅଁାଖାଇ। ସେଥିରଲାଗି ଗଁାରୁ ସହର ତକ୍ ସବୁଠାନେ ଜୁକାନ ବଜାର, ହାଟ ହଟଲି, ବସ୍ଷ୍ଟାଣ୍ଡ, ରେଲ ଷ୍ଟେଶନରେ…
ଏକ୍ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍ କଠାରପାଲି ଗଁ।ବାସୀ
ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍ ସବୁଠାନେ ଲୋକ୍ ସଜ୍ବାଜରେ ଲାଗି ପଡ଼ିଛନ୍। ଘରଦୁଆର ଲିପାପୁଛା, ଘସାମଜା କରି ଚକାଚକ୍ କରି ସାଏଲେନ।…
Archives


