Home

ବ୍ୟାଙ୍କଗୁଡ଼ିକୁ ମିଳିବ ୫୫,୨୫୦ କୋଟି ପୁଞ୍ଜି

ନୂଆଦିଲ୍ଲୀ,୩୧-୮: କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରାମନ୍‌ ଶୁକ୍ରବାର ୧୦ ବ୍ୟାଙ୍କ ମିଶ୍ରଣ ହେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଋଣ ଅଭିବୃଦ୍ଧି ତଥା ନିୟମକୀୟ ପାଳନ ଲାଗି ବ୍ୟାଙ୍କଗୁଡ଼ିକୁ ସରକାର ୫୫,୨୫୦ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ। ତଦନୁଯାୟୀ,…

ଦୁଇ ଦିନ୍‌ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ

ଘଣ୍ଟାପଡା, ୩୧।୮ (ଡି.ଏନ୍‌.ଏ.): ଦୁଇ ଦିନ୍‌ ଉତାରୁ ଗଁାଗଁଲିରୁ ସହର ତକ୍‌ ସବୁନେ ଜାକ୍‌ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ। ସେଥିରଲାଗି ଗଁାରୁ ସହର ତକ୍‌ ସବୁଠାନେ ଜୁକାନ ବଜାର, ହାଟ ହଟଲି, ବସ୍‌ଷ୍ଟାଣ୍ଡ, ରେଲ ଷ୍ଟେଶନରେ…

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ ଲୋକ୍‌ ସଜ୍‌ବାଜରେ ଲାଗି ପଡ଼ିଛନ୍‌। ଘରଦୁଆର ଲିପାପୁଛା, ଘସାମଜା କରି ଚକାଚକ୍‌ କରି ସାଏଲେନ।…

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ୍‌ର ବୃହତ୍‌ ସ୍କୋର

ବେଙ୍ଗାଲୁରୁ, ୩୧।୮(ପି.ଟି.)- ବେଙ୍ଗାଲୁରୁର ଅଲୁରସ୍ଥିତ କର୍ନାଟକ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ବିପକ୍ଷରେ ଇଣ୍ଡିଆ ଗ୍ରୀନ୍‌ ବୃହତ୍‌ ସ୍କୋର ହାସଲ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଗ୍ରୀନ୍‌ ଓପନର…

ଆଇଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୧୯୮୯ ବ୍ୟାଚ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ। ତାଙ୍କୁ ଅତିରିକ୍ତ ଭାବେ ଏସଆରସି ଓ ଓସଡମା ଏମ୍‌ଡି…

ୟୁଏସ୍‌ ଓପନ୍‌: ଶରନ- ହୁଗୋ ଆଉଟ୍‌

ନ୍ୟୁୟର୍କ, ୩୦।୮ (ପି.ଟି.)-ଭାରତର ଡିିଭିଜ ଶରନ ଓ ତାଙ୍କ ମୋନାକୋ ପାର୍ଟନର ହୁଗୋ ନିସ୍‌ ୟୁଏସ୍‌ ଓପନ୍‌ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। ପୁରୁଷ ଡବଲ୍ସ ଇଭେଣ୍ଟର ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ଏହି ଯୋଡି ୪-୬, ୪-୬ ସିଧାସଳଖ ସେଟ୍‌ରେ ରବର୍ଟ…

ଚାଙ୍ଗ୍‌ଟେଙ୍କ ସହିତ ଚୁକ୍ତି କଲା ଚେନ୍ନାଇନ ଏଫ୍‌ସି

ଚେନ୍ନାଇ, ୩୦ା୮ (ପି.ଟି.)-ଦୁଇ ଥର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଚାମ୍ପିୟନ ଚେନ୍ନାଇନ ଏଫ୍‌ସି ଭାରତର ଅନ୍ତର୍ଜାତୀୟ ଖେଳାଳି ୨୨ବର୍ଷୀୟ ଓ୍ବିଙ୍ଗର ଲାଲିଆନଜୁଆଲା ଚାଙ୍ଗ୍‌ଟେଙ୍କ ସହିତ ଏକ ଦୀର୍ଘ ମିଆଦି ଚୁକ୍ତି କରିଛି। ମିଜୋରାମର ଚାଙ୍ଗ୍‌ଟେ ଏହା ପୂର୍ବରୁ ଦିଲ୍ଲୀ ଡାଇନାମୋସ…

ଖାଦ୍ୟ ନଷ୍ଟ ନ କଲେ ମିଳୁଛି ୫ ଟଙ୍କିଆ କଏନ୍‌

କୋଏମ୍ବାଟୁର,୩୦।୮: ହୋଟେଲରେ ଖାଇବା ପରେ ଗ୍ରାହକଙ୍କୁ ମିଳୁଛି ଏକ ୫ ଟଙ୍କିଆ କଏନ୍‌। ହଁ ତାମିଲନାଡୁ କୋଏମ୍ବାଟୁରର ଏକ ପୁରୁଣା ହୋଟେଲ ଖାଦ୍ୟ ନଷ୍ଟ ନ କରିବା ପାଇଁ ଭିନ୍ନ ପଦକ୍ଷେପ ନେଇଛି। ଗ୍ରାହକଙ୍କ ମଧ୍ୟରେ ଖାଦ୍ୟ ନଷ୍ଟ ନ କରିବାକୁ…

ଦିଦିଙ୍କ ଦୁର୍ଗାପୂଜା ଭେଟି

କୋଲକାତା,୩୦।୮: ପାଖେଇ ଆସିଲାଣି ଦୁର୍ଗାପୂଜା। ଏହି ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ସହରର ପୂଜା କମିଟି ଗୁଡିକୁ କିଛି ଉପହାର ଦେଇଛନ୍ତି। ଚଳିତ ବର୍ଷ ସମସ୍ତ ପୂଜା କମିଟିକୁ ୨୫ ହଜାର ଲେଖାଁ ଟଙ୍କା ଦେବାକୁ ଶୁକ୍ରବାର ଦିଦି…

ମୋଦିଙ୍କୁ ତ ଅଟକାଇ ପାରୁନ ‘କଶ୍ମୀର ଆଓ୍ବାର’ର ଅର୍ଥ କ’ଣ ବୋଲି ଇମ୍ରାନଙ୍କୁ ପ୍ରଶ୍ନ କଲେ ପାକିସ୍ତାନ ଜନତା

ଇସ୍‌ଲାମାବାଦ,୩୦।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତ ବିରୋଧି ଅନେକ ପଦକ୍ଷେପ ନେଉଥିବା ବେଳେ ଶୁକ୍ରବାର ଇମ୍ରାନଙ୍କ ସରକାର ଘୋଷଣା କରିଥିଲେ ‘କଶ୍ମୀର ଆଓ୍ବାର’। ଅର୍ଥାତ୍‌ ଦିନ ୧୨ଟାରୁ ୧୨ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପାକିସ୍ତାନର ସମସ୍ତ କାର୍ଯ୍ୟାଳୟ, ହସ୍ପିଟାଲ ଏମିତିକି…

ଚଳିତ ବର୍ଷ କପୁର ପରିବାର ପାଳିବେନି ଗଣେଶ ଚତୁର୍ଥୀ

ମୁମ୍ବାଇ: ପ୍ରତି ବର୍ଷ କପୁର ପରିବାର ବହୁ ଆଡ଼ମ୍ବରରେ ଗଣେଶ ଚତୁର୍ଥୀ ପାଳନ କରୁଥିବା ବେଳେ ଚଳିତ ବର୍ଷ କିନ୍ତୁ ଏମାନେ ଏହି ପର୍ବ ପାଳନ କରିବେ ନାହିଁ ବୋଲି ଜଣାପଡ଼ିଛି। ପ୍ରତିବର୍ଷ ଆର୍‌କେ ଷ୍ଟୁଡିଓରେ ଧୁମ୍‌ଧାମ୍‌ରେ ଗଣେଶ ପୂଜାର ଆୟୋଜନ…

୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ କାମ କରୁଥିବା ବେଳେ ଏଣିକି ୧୨ଟି ପିଏସ୍‌ବି କାମ କରିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri