ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ
ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ସମ୍ପୃକ୍ତ ଯୁବକ ଗୁଲସନ ମହାନ୍ତଙ୍କୁ…
ଲାଞ୍ଚ ନେଇ କ୍ୟାସିୟର ଗିରଫ
ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠିକାଦାର…
ପଞ୍ଚାୟତ ଭବନ ସମ୍ମୁଖରେ ଶୌଚ ହେବାରୁ ୨ ଦଳିତଙ୍କୁ ପିଟି ପିଟି ହତ୍ୟା
ଶିବପୁରୀ,୨୫।୯: ମଧ୍ୟପ୍ରଦେଶ ଶିବପୁରୀ ଜିଲା ଭାଭଖେଡ଼ି ଗାଁରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ପଞ୍ଚାୟତ ଭବନ ସମ୍ମୁଖରେ ଶୌଚ ହେବା ଅଭିଯୋଗରେ ୨ଜଣ ଦଳିତ ଶିଶୁଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତ ଶିଶୁ ୨ଜଣଙ୍କ ବୟସ ୧୦…
ଧାନବାଦକୁ ଘାରିଛି କୁକୁର ଭୟ
ଧାନବାଦ: ରାସ୍ତା ସମସ୍ୟା କି ପରିମଳ ସମସ୍ୟାକୁ ନେଇ କୌଣସି ନଗର ନିଗମ ଚିନ୍ତିତ ହେଉଥିବାବେଳେ କୁକୁରଙ୍କୁ ନେଇ ଅସୁବିଧାରେ ପଡିଯାଇଛି ଝାଡ଼ଖଣ୍ଡର ଧାନବାଦ ସହର। ଆତଙ୍କବାଦୀଙ୍କ ଭୟ ସହରକୁ ଯେତିକି ନାହିଁ ତା’ଠାରୁ କୁକୁର ଭୟ ବେଶି ଘାରିଛି। ସହରରେ…
୭୦ ବର୍ଷୀୟ ୟୁନିଭର୍ସିଟି ଟପ୍ପର୍
ରାଞ୍ଚି:ଜୀବନର ଅପରାହ୍ନରେ ଯେତେବେଳେ ଶରୀର ସାଥିରେ ମନ ରହିବାକୁ ଚାହେଁନି ଠିକ୍ ସେତିକିବେଳେ ୭୦ ବର୍ଷୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକ ବ୍ରଜକିଶୋର ଠାକୁର ୟୁନିଭର୍ସିଟି ଟପ୍ପର ହୋଇଛନ୍ତି। ୧୯୫୦ରେ ଜନ୍ମିତ ଠାକୁର ଲେଖାପଢା ଓ ଶିଖିବାରେ କୌଣସି ବୟସ ନ ଥାଏ…
ସର୍ଦ୍ଦାର ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନ ଆରମ୍ଭ କରିବେ ମୋଦି
ନୂଆଦିଲ୍ଲୀ,୨୫।୯: ରାଷ୍ଟ୍ରର ଏକତା ଓ ଅଖଣ୍ଡତା କ୍ଷେତ୍ରରେ ଯୋଗଦାନ ପାଇଁ କେନ୍ଦ୍ର ସରକାର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନର ଶୁଭାରମ୍ଭ କରିଛନ୍ତି। ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ଦ୍ଦାର ପଟେଲଙ୍କ ନାମରେ ରାଷ୍ଟ୍ରୀୟ ପୁରସ୍କାର ଆରମ୍ଭ କରାଯିବା ନେଇ…
ଚିନ୍ମୟାନନ୍ଦଙ୍କଠାରୁ ମୁହଁ ଫେରାଇଲା ଭାଜପା
ଲକ୍ଷ୍ମୌ,୨୫।୯: ଆଇନ ଛାତ୍ରୀ ଯୌନ ନିର୍ଯାତନା ମାମଲାରେ ଜେଲ୍ ଯାଇଥିବା ଚିନ୍ମୟାନନ୍ଦ ଆଉ ଭାଜପାର ସଦସ୍ୟ ନାହାନ୍ତି। ବୁଧବାର ଏନେଇ ଉତ୍ତରପ୍ରଦେଶ ଭାଜପାର ମୁଖପାତ୍ର ସ୍ପଷ୍ଟ କରିଛନ୍ତି। ମାସକ ପୂର୍ବରୁ ଚିନ୍ମୟାନନ୍ଦଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ହୋଇଥିବା ବେଳେ ଭାଜପା…
ଝିଣ୍ଟିକାପଲ୍ଲୀରେ ବାର୍ହା ଆକ୍ରମଣରେ ୫ ଆହତ
ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍ହା ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ସୁରଥ ପ୍ରଧାନ, ଅଜୟ ପରିଡା, ଲକ୍ଷ୍ମଣ ନରେନ୍ଦ୍ରସିଂହ…
ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଲେ ମହିଳା
ଓ୍ବାଶିଂଟନ୍: ଆମେରିକାର ଓ୍ବାଶିଂଟନରେ ଜଣେ ମହିଳା ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଦେଇଛନ୍ତି। ଗତ ଜୁଲାଇ ମାସରେ କ୍ୟାରୋଲ୍ ନାମକ ଜଣେ ମହିଳା ନିଜ କୁକୁର କ୍ୟାଟିକୁ ନେଇ ବୁଲିବାକୁ ଯାଇଥିଲେ। ସେ ସ୍ବାମୀଙ୍କ ସହ ହୋଟେଲ ବାହାରକୁ…
ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ
ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ ହୋଇଛି। ଫଳରେ ୩ଟି ପଞ୍ଚାୟତରେ ଲୋକମାନେ ଜାତୀୟ ରାଜପଥ ନଂ. ୧୬କୁ ଆସିବା…
ଦିଅଁ ନ ଥିବା ମନ୍ଦିର…
ମନ୍ଦିରରେ ସାଧାରଣତଃ ଦିଅଁ ରହିଥାନ୍ତି। ତେବେ ଦିଲ୍ଲୀର ଉଦୟପୁରରେ ଅବସ୍ଥିତ ବାହାଇ ମନ୍ଦିରରେ କୌଣସି ମୂର୍ତ୍ତି ନାହିଁ। ଏହି ମନ୍ଦିର ନିଜର ଅଦ୍ଭୁତ ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ। ଏହାକୁ ଲୋକେ ଲୋଟସ୍ ଟେମ୍ପଲ କୁହନ୍ତି। ଦିନରେ ମୋତି ପରି ଚମକୁଥିବା ଏହି…
ହୃଦରୋଗ, କ୍ୟାନସର ଆଶଙ୍କା ଦୂର କରେ କାଙ୍କଡ଼
ବ୍ୟସ୍ତବହୁଳ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ଆମକୁ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ବାହାର ଖାଦ୍ୟ ଖାଇ ନାନା ରୋଗ ଗ୍ରାସ କରୁଛି । ଏଥିରୁ ମୁକ୍ତି ପାଇବା ବିଭିନ୍ନ ସବୁଜ ପନିପରିବା ଆମେ ଖାଉଥିଲେ…
Archives


