ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ
ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ ନିର୍ବାଚନ ପ୍ରଚାର ଅବସରରେ କହିଛନ୍ତି ଯେଉଁ ପ୍ରତିଶ୍ରୁତି ଦେଇ ମୋଦି, ସରକାର ଗଠନ କରିଥିଲେ…
ଚାଇନା ତିଆରି ତ୍ରିରଙ୍ଗା ଆମଦାନୀ କରିବ ନାହିଁ ଭାରତ: ଫ୍ଲାଗ୍ କୋଡ୍ ଅବମାନନା ଅଭିଯୋଗ
ନୂଆଦିଲ୍ଲୀ,୧୭।୧୦: ଏଣିକି ଚାଇନାରେ ତିଆରି ଭାରତୀୟ ତ୍ରିରଙ୍ଗା ଆମଦାନୀ ହେବନାହିଁ। ବୈଦେଶିକ ବ୍ୟାପାର ମହାନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ଅଧିସୂଚନା ଜାରି ହୋଇଛି। ଭାରତୀୟ ଜାତୀୟ ପତାକାର ଫ୍ଲାଗ୍ କୋଡ୍କୁ ଅବମାନନା କରାଯାଉଥିବା ଅଭିଯୋଗ ହେବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ…
ଏଣିକି ରାଜଧାନୀରେ ପାର୍କିଂ ହେବ ମହଙ୍ଗା: ୧୦ ଘଣ୍ଟା ପାଇଁ ଦେବାକୁ ପଡ଼ିବ ୧୦ହଜାର ଟଙ୍କା
ନୂଆଦିଲ୍ଲୀ,୧୭।୧୦: ଦିନକୁ ଦିନ ବିଶ୍ୱରେ ଗ୍ଲୋବାଲ ଓ୍ବାର୍ମିଂ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପୃଥିବୀରେ ପରିବେଶ ପ୍ରଦୂଷଣ ମାତ୍ରା ମଧ୍ୟ ବୃଦ୍ଧି ପାଉଛି। ପରିବେଶ ପ୍ରଦୂଷଣ ମାତ୍ରା ବଢ଼ୁଥିବାରୁ ସରକାର ଏହାକୁ ରୋକିବା ପାଇଁ କିଛି ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ…
କଶ୍ମୀର ଯିବାକୁ ହେଲେ ସବୁ ବ୍ୟବସ୍ଥା କରିଦେବେ ମୋଦି
ମୁମ୍ବାଇ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମହାରାଷ୍ଟ୍ରରେ ଏକ ନିର୍ବାଚନି ସଭାରେ ଉଦ୍ବୋଧନ ଦେବା ସମୟରେ ପୁଣି ଥରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏଥର ସେ କଂଗ୍ରେସ ଓ ଏନ୍ସିପି ଉପରେ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦…
ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋରଖପୁରରେ ୫ ସନ୍ଦିଗ୍ଧ
ଲକ୍ଷ୍ନୌ,୧୭।୧୦: ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏଥିପାଇଁ ୫ ସନ୍ଦିଗ୍ଧ ଗୋରଖପୁରରେ ପହଞ୍ଚିଛନ୍ତି। ସେମାନେ ଏକ ଧଳା ଡିଜାୟର ଗାଡ଼ିରେ ନେପାଳ ଯାଇଛନ୍ତି। ଭାରତ-ନେପାଳ ସୀମା ଜଙ୍ଗଲରେ ସନ୍ଦିଗ୍ଧମାନେ ଥିବା ଏନ୍ଆଇଏ ପକ୍ଷରୁ ଗୋଇନ୍ଦା ବିଭାଗକୁ…
ଅଡ୍-ଇଭିନ୍ ନମ୍ବର କେଉଁଠି ଲାଗୁହେବ କେଉଁଠି ନାହିଁ ସ୍ପଷ୍ଟ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ, ୧୭।୧୦: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ଆସନ୍ତା ମାସଠାରୁ ଅଡ୍-ଇଭିନ୍ ନମ୍ବରର ଗାଡି ଚଲାଇବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା କେଉଁଠି ଲାଗୁ ହେବ ଓ କେଉଁଠି ଲାଗୁ ହେବନାହିଁ ସେ ନେଇ…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ
ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର କରୁଛନ୍ତି। ଅପରପକ୍ଷରେ ବୁଧବାରଠାରୁ ସ୍ଥାନୀୟ ଜାରି ନିକଟ ବିଜେପୁର-ବରଗଡ଼ ରାସ୍ତାର…
ନର୍ସଙ୍କ ଅସାବଧାନତା: ଇଞ୍ଜେକ୍ସନ ଦେବା ବେଳେ ଶିଶୁ ପିଚାରେ ରହିଗଲା ଛୁଞ୍ଚି, ମାସେ ଯନ୍ତ୍ରଣା ପରେ ବାହାରିଲା
ମାଧପୁର, ୧୭ା୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ମାଧପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କମ୍ପଲା ପଞ୍ଚାୟତ ମହନଖୋଳି ଗ୍ରାମର ସୀତାକାନ୍ତ ପଣ୍ଡାଙ୍କ ୪ ବର୍ଷର ପୁଅର ପିଚାରୁ ଇଞ୍ଜେକ୍ସନ ଦେବାର ଏକ ମାସ ପରେ ଛୁଞ୍ଚି ବାହାରିବା…
ଚଳିତବର୍ଷ ଗୋଟିଏ ବି ୨୦୦୦ ଟଙ୍କିଆ ନୋଟ ଛପାଯାଇନାହିଁ
ନୂଆଦିଲ୍ଲୀ,୧୭।୧୦: ଚଳିତବର୍ଷ ଗୋଟିଏ ବି ୨ ହଜାର ଟଙ୍କିଆ ନୋଟ୍ ଛପାଯାଇନାହିଁ। ଆରଟିଆଇ ଦ୍ୱାରା ମଗାଯାଇଥିବା ଏକ ରିପୋର୍ଟରେ ଆରବିଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୦୧୬-୧୭ରେ ୩୫୪.୨୯ କୋଟିର ୨ ହଜାର ଟଙ୍କିଆ ନୋଟ ଛପାଯାଇଥିବାବେଳେ ୨୦୧୭-୧୮ରେ ୧୧.୧୫ କୋଟି…
ସେକ୍ସ ର଼୍ୟାକେଟ୍ ଠାବ : ଦୁଇ ଯୁବକଙ୍କ ସହ ଜଣେ ଯୁବତୀ ଅଟକ
ବାସୁଦେବପୁର,୧୭।୧୦: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବେତଡ଼ା ବଜାରରେ ଗଜଲକ୍ଷ୍ମୀ ପୂଜା ଅବସରରେ ଭିଡ଼ ଲାଗିଥିବାବେଳେ ଭଡ଼ା ଘରୁ ପୋଲିସ ସେକ୍ସ ର଼୍ୟାକେଟ୍ ଠାବ କରିଛି। ପୋଲିସ ଏହି ଘର ଉପରେ ବୁଧବାର ବିଳମ୍ବିତ ରାତିରେ ଚଢ଼ାଉ କରି ୨ ଜଣ…
ଧନୁଷ ତୋପ ସେନାରେ ସାମିଲ୍: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା
ନୂଆଦିଲ୍ଲୀ,୧୭।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଧନୁଷ ତୋପକୁ ସେନାରେ ସାମିଲ୍ କରାଯାଇଛି। ଏହାକୁ ନେଇ ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଛି। ଏହା ୫୦ କିମିରୁ ଅଧିକ ଦୂର ଲକ୍ଷ୍ୟଭେଦ କରିବାକୁ ସକ୍ଷମ। ଏଥିରେ ବ୍ୟବହାର କରାଯାଉଥିବା…
କଲେଜ ମଞ୍ଚରେ ମିଳିଥିଲା ଆତ୍ମବିଶ୍ୱାସ
ଓଡ଼ିଆ ସଙ୍ଗୀତ ଦୁନିିଆରେ ଆର୍.ଏସ୍. କୁମାର ହେଉଛନ୍ତି ଜଣେ ଆଗଧାଡ଼ିର କଣ୍ଠଶିଳ୍ପୀ। ଇତି ମଧ୍ୟରେ ୪୦ରୁ ଅଧିକ ସିନେମା ଗୀତ ଓ ୧୫୦ରୁ ଅଧିକ ଆଲବମ୍ ଗୀତରେ କଣ୍ଠଦାନ କରିଛନ୍ତି। ‘ଭଲପାଏ ତତେ ୧୦୦ରୁ ୧୦୦’ ଚଳଚ୍ଚିତ୍ରରେ ‘ସବୁ ମାୟାରେ ବାୟା’…

