ରାଜ୍ୟ ସଭାରେ ‘ଟ୍ରିପଲ୍ ତଲାକ୍’ ବିଲ ପାସ୍
ନୂଆଦିଲ୍ଲୀ,୩୦।୭: ଲୋକ ସଭା ପରେ ଏବେ ରାଜ୍ୟ ସଭାରେ ପାରିତ ହେଲା ‘ଟ୍ରିପଲ୍ ତଲାକ୍ ବିଲ୍’। ଭୋଟିଂ ଡିଭିଜନ ଜରିଆରେ ମୁସଲମାନ ମହିଳାଙ୍କ ବିବାହ ସମ୍ପର୍କିତ ଏହି ବିଲ୍ ମଙ୍ଗଳବାର ପାସ୍ ହୋଇଛି। ବିଲ୍ ସପକ୍ଷରେ ଗୃହରେ ୯୯ ସଦସ୍ୟ ମତଦାନ…
କମ୍ପ୍ୟୁଟର ଜଣାଇଦେବ ହସ ନକଲି କି ଅସଲି
ଲଣ୍ଡନ: ଗବେଷକମାନେ ଏବେ ଏକ ସଫ୍ଟଓ୍ବେର ବିକାଶ କରିଛନ୍ତି ଯାହା ହସର ମୁଭ୍ମେଣ୍ଟକୁ ସଫ୍ଟଓ୍ବେର ମାଧ୍ୟମରେ ଅନୁଧ୍ୟାନ କରି ତାହା ଅସଲି କି ନକଲି ଜଣାଇଦେବ । ଏ ସମ୍ପର୍କିତ ତଥ୍ୟ ଆଡ୍ଭାନ୍ସଡ ଇଞ୍ଜିନିୟରିଂ ଇନ୍ଫରମେଟିକ୍ସ ଜର୍ନାଲରେ ପ୍ରକାଶ ପାଇଛି। ଏହି…
ଖଣ୍ଡେ ପାନର ଦାମ୍ ୫ ହଜାର…
ପାନ ଭାରତୀୟ ସଂସ୍କୃତି ସହିତ ଅତି ନିବିଡ଼ ଭାବେ ଜଡିତ। ତେବେ ପାନର ଦାମ ୫ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ନିଶ୍ଚିତ। ମହାରାଷ୍ଟ୍ର ଔରଙ୍ଗାବାଦ୍ରେ ରହିଛି ଏଭଳି ଏକ ପାନ ଦୋକାନ। ଏହାର ନାମ ତାରା…
ପର୍ସ ଚୋରି ରୋକିବ ୱାଲେଟ୍ ବଟ୍
ଅଧିକାଂଶ ସମୟରେ ପର୍ସ ଚୋରି ଘଟଣା ଶୁଣିବାକୁ ମିଳିଥାଏ। ଯେତେ ସତର୍କତାର ସହ ରଖିଲେ ମଧ୍ୟ ବସ୍ କିମ୍ବା ଟ୍ରେନ୍ରେ ଯାତ୍ରା କଲାବେଳେ ପକେଟ୍ମାର୍ ହୋଇଯାଏ। ଏଭଳି ସ୍ଥିତିରେ ମୁଣ୍ଡ ଆଉଁଶି ଘରକୁ ଫେରିବା ବ୍ୟତୀତ ଅନ୍ୟ କିଛି ଉପାୟ ନଥାଏ।…
ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ
ଭୁବନେଶ୍ୱର, ୩୦।୭(ବ୍ୟୁରୋ):ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା ଓ କେନ୍ଦ୍ର…
ଚଳିତବର୍ଷ ୩୮ଟି ଜେଏମ୍ଏଫ୍ସି କୋର୍ଟ ଖୋଲିବ
ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍ଏଫ୍ସି କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପ୍ରଶ୍ନକାଳବେଳେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ ସାହୁ ପଟ୍ଟାମୁଣ୍ଡାଇଠାରେ ଏକ…
ଆଉ ନୂଆ ୧୭ ଏନ୍ଏସି ଗଠନ ହେବ
ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) ଖୋଲିବା ପାଇଁ କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ…
ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି
ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍ହକ୍ କାମ୍ପା ପାଣ୍ଠିରୁ ୨୬୪୪ କୋଟି ୧୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ୨୦୦୯-୧୦ରେ କେନ୍ଦ୍ର…
ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ପାକିସ୍ତାନୀ ସେନା ନିହତ
ସୁନ୍ଦରବନି,୩୦।୭: ଜମ୍ମୁ-କଶ୍ମୀରର ସୁନ୍ଦରବନି ସେକ୍ଟରରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏହାସହ ପାକିସ୍ତାନ ତାଙ୍ଗଧାର-କେରନ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସମୟରେ ଭାରତୀୟ ସେନା ପକ୍ଷରୁ…
‘ଖୁବ୍ଶିଘ୍ର କ୍ରିକେଟରଙ୍କ ସ୍ତ୍ରୀ ବ୍ୟାଟିଂ, ବୋଲିଂ କରିବେ’
ମୁମ୍ବାଇ, ୩୦।୭: ଭାରତୀୟ କ୍ରିକେଟ ଦଳ ଏକ ସମ୍ପୂର୍ଣ୍ଣ ସିରିଜ୍ ଖେଳିବା ପାଇଁ ଓ୍ବେଷ୍ଟଇଣ୍ଡିଜ୍ ଗସ୍ତ କରିଛି। ଏହାପୂର୍ବରୁ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଅଧିନାୟକ ବିରାଟ କୋହଲିଙ୍କୁ ବିଭିନ୍ନ ପ୍ରଶ୍ନର ସାମ୍ନା କରିବାକୁ ପଡିଥିଲା। ଏବେ ଭାରତୀୟ କ୍ରିକେଟର୍ସ ସ୍ତ୍ରୀଙ୍କ…
କର୍ନାଟକ ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଭାଜପା ବିଧାୟକ
ବେଙ୍ଗାଲୁରୁ,୩୦।୭: କର୍ନାଟକର ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗଡେ କାଗେରି ମଙ୍ଗଳବାର ବିଧାନସଭା ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସିରସି ଆସନର ବିଧାୟକ ହେଗଡେଙ୍କ ସହ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଓ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ।…
ପିଲାଦିନର ବାନ୍ଧବୀଙ୍କୁ ବିବାହ କରିଥିଲେ ଏହିସବୁ ଭାରତୀୟ କ୍ରିକେଟର୍
ଭାରତୀୟ କ୍ରିକେଟରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ହେବା କିଛି ନୂଆ କଥା ନୁହେଁ। କେତେବେଳେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାଁ ଯୋଡା ହେଲାଣି ତ ଆଉ କେତେବେଳେ କୌଣସି ବ୍ୟବସାୟୀଙ୍କ ଝିଅ ସହ ବିବାହ ଖବରକୁ ନେଇ ଚର୍ଚ୍ଚା…
Archives


