ଆଜି ‘କଶ୍ମୀର ଆଓ୍ବାର୍’ ପାଳିବ ପାକିସ୍ତାନ
ଇସ୍ଲାମାବାଦ, ୩୦-୮(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଆହ୍ବାନକ୍ରମେ ସେଠାରେ ଶୁକ୍ରବାର ‘କଶ୍ମୀର ଆଓ୍ବାର୍’ ପାଳନ କରାଯିବ। ପାକିସ୍ତାନର ଖେଳାଳି, କଳାକାର ଓ ବିଭିନ୍ନ ବର୍ଗର ଲୋକ ମଧ୍ୟାହ୍ନ ୧୨ରୁ ୩ ମିନିଟ୍ ଲାଗି ଛିଡ଼ାହୋଇ କଶ୍ମୀରବାସୀଙ୍କ ଲାଗି ଏକ ହେବା…
ଚିଲିକା ପାଇଁ ବିପଦ ମାଲେସିଆ ଜାହାଜ : ମିଳୁନି ଆବଶ୍ୟକ ସୁରକ୍ଷା, ବାହାରିପାରୁନି ତେଲ
ବ୍ରହ୍ମଗିରି/କୃଷ୍ଣପ୍ରସାଦ,୩୦।୮(ଡି.ଏନ୍.ଏ.) : ଚିଲିକା ପାଇଁ ଦିନକୁ ଦିନ ବିପଦ ସୃଷ୍ଟିକରୁଛି ମାଲେସିଆ ଜାହାଜ। ଜାହାଜରୁ ତେଲ କାଢ଼ିବା ଜରୁରୀ ହୋଇପଡ଼ିଥିବାବେଳେ ଜିଲା ପ୍ରଶାସନ ଚେଷ୍ଟା ଜାରି ରଖିଛି। ମାତ୍ର ୬ଦିନ ଧରି ତେଲ କାଢ଼ିବା ଲାଗି ଚେଷ୍ଟା କରାଯାଉଥିଲେ ବି ସଫଳତା…
ଇମ୍ରାନ୍ଙ୍କ ଅଫିସ ଉପରେ ଆଇଇଏସ୍ସିଓର ୪୧ ଲକ୍ଷ ବାକି:ବିଦ୍ୟୁତ୍ ସଂଯୋଗ କାଟିବାକୁ ଧମକ
ଇସ୍ଲାମାବାଦ,୩୦-୮(ପି.ଟି.):ଆର୍ଥତ୍କ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ପାଇଁ ଏକ ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ଉପରେ ଇସ୍ଲାମାବାଦ ଇଲେକ୍ଟ୍ରିକ୍ ସପ୍ଲାଇ କମ୍ପାନୀ (ଆଇଇଏସ୍ସିଓ)ର ୪୧ ଲକ୍ଷ ଟଙ୍କା ବାକି ରହିଛି। ଉକ୍ତ…
‘ଆତଙ୍କବାଦୀଙ୍କୁ ପଠାଅନି, ପଡ଼ୋଶୀ ଭଳି ରୁହ’
ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ ପାକିସ୍ତାନ ଦେଉଥିବା ଅତ୍ୟନ୍ତ ଦାୟିତ୍ୱହୀନ ମନ୍ତବ୍ୟକୁ ନିନ୍ଦା କରାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ…
ବିଦେଶୀ ମିଡିଆକୁ ଏଲ୍ଓସି ବୁଲାଇଲା ପାକ୍
ଇସ୍ଲାବାବାଦ,୩୦-୮ (ଆଇଏଏନ୍ଏସ୍):କଶ୍ମୀର ପ୍ରସଙ୍ଗରେ ବିଶ୍ୱବ୍ୟାପୀ ଡିଣ୍ଡିମ ପିଟି ଅନ୍ତର୍ଜାତୀୟ ସମୁଦାୟର ଦୃଷ୍ଟି ଆକର୍ଷଣ କରୁଥିବା ପାକିସ୍ତାନ ଗୁରୁବାର ବିଦେଶୀ ମିଡିଆକୁ ନିୟନ୍ତ୍ରଣରେଖା (ଏଲ୍ଓସି) ବୁଲାଇଛି। ଏହାସହ ଭାରତ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରାଯାଉଥିବା ସେମାନଙ୍କ ନିକଟରେ ଅଭିଯୋଗ…
ଯୁକ୍ତ ୨ ବହି ଆଉ ଛାପିବନି ଟେକ୍ଷ୍ଟ ବୁକ୍ ଅଫ ବ୍ୟୁରୋ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟେକ୍ଷ୍ଟ ବୁକ୍ ଅଫ ବ୍ୟୁରୋ ଅଫିସ୍ କାର୍ଯ୍ୟାଳୟଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉଚ୍ଚଶିକ୍ଷା ବିଭାଗ ସଚିବ, ଟେକ୍ଷ୍ଟ ବୁକ୍ ଅଫ୍ ବ୍ୟୁରୋର ନିର୍ଦ୍ଦେଶକ ଏବଂ ସଦସ୍ୟମାନେ ଉପସ୍ଥିତ…
ବିଳମ୍ବରେ ପହଞ୍ଚୁଥିବା କର୍ମଚାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ କରିଛନ୍ତି। ଏହି ସମୟ ପରେ ଆସୁଥିବା ଏବଂ ପୂର୍ବରୁ ଯାଉଥିବା କାର୍ମଚାରୀମାନଙ୍କୁ ଅନୁପସ୍ଥିତ ବୋଲି…
ଜରାଜୀର୍ଣ୍ଣ ଅଲଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଚାଲିଛି ୧୮୮ ପିଲାଙ୍କ ପାଠପଢ଼ା
କାଶୀନଗର, ୩୦ା୮(ଡି.ଏନ.ଏ.)-କାଶୀନଗର ବ୍ଲକ୍ ଅଲଡ଼ାଗ୍ରାମ ଉଚ୍ଚ ୟୁପି ସ୍କୁଲ ଅବ୍ୟବସ୍ଥାରେ ଚାଲିଛି। ବିଦ୍ୟାଳୟଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିଲେ ମଧ୍ୟ ଏଠାରେ ପାଠପଢ଼ା ଚାଲିଛି। ବହୁ ପୁରୁଣା ଏହି ବିଦ୍ୟାଳୟରେ ୧୮୮ ଛାତ୍ରୀଛାତ୍ର ରହିଥିବାବେଳେ ଏଠାରେ ଅଷ୍ଟମ ଶ୍ରେଣୀ ଯାଏ ପିଲା ପଢ଼ୁଛନ୍ତି।…
‘ଗଜ୍ନବୀ’ପରୀକ୍ଷା କଲା ପାକିସ୍ତାନ
ଜମ୍ମୁ-କଶ୍ମୀର ସମ୍ପର୍କିତ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ଭାରତକୁ ବାରମ୍ବାର ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଇ ଯୁଦ୍ଧ ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଗଜ୍ନବୀ ନାମକ ଏହି ସ୍ବଳ୍ପ ଦୂରଗାମୀ ମିସାଇଲ୍ର ପରୀକ୍ଷଣକୁ ଭାରତ…
ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ:ପ୍ରତିବାଦରେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ
ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଏହାକୁ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ୟୁରୋପୀୟ ସମର୍ଥକ ତଥା ବିନା…
ଆଜିଠାରୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଥିବା ବେଳେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ:ଗଠନ ହେଲା ସଚିବସ୍ତରୀୟ କମିଟି
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଦୀର୍ଘଦିନ ଧରି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବି ଜୋର୍ ଧରିଛି। ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଲାଗି ବାରମ୍ବାର ଦାବି କରାଯାଉଛି। ତୁରନ୍ତ ପଦକ୍ଷେପ ନେବା ପାଇଁ ବିଭିନ୍ନ ପ୍ରାନ୍ତରୁ ଆସି…
Archives


