ହାନିଲାଭର ହିସାବ
ଯୁଦ୍ଧବିରତି ପରେ ଗାଜା ଉପରେ ପୁଣି ଇସ୍ରାଏଲ ଆକ୍ରମଣ କରିବା ଆରମ୍ଭ କରିଦେଇଛି। ୨୪ ମାର୍ଚ୍ଚରେ ଇସ୍ରାଏଲ ସେନା ଗାଜାରେ ବୋମାମାଡ଼ କରିବାରୁ ୬୧ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ଦକ୍ଷିଣ ଗାଜାର ଖାନ୍ ୟୁନିସ୍ସ୍ଥିତ ସର୍ବବୃହତ୍ ହସ୍ପିଟାଲ କ୍ଷତିଗ୍ରସ୍ତ…
ମନମୁଖୀ କାର୍ଯ୍ୟକଳାପ: ପଦ ହରାଇବେ ସରପଞ୍ଚ
ଥୁଆମୂଳ ରାମପୁର,୨୬।୪(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡେ ପଦର ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଘଟଣାରେ ପଦ ହରାଇବେ ସରପଞ୍ଚ ସମ୍ବାରି ମାଝୀ। ଥୁଆମୁଳ ରାମପୁର…
ବେଆଇନ ବାଲି ଚାଲାଣବେଳେ ପୋଲିସ ଉପରେ ଆକ୍ରମଣ: ଜଣେ ଗୁରୁତର
ଆନନ୍ଦପୁର/ଛେନାପଦି,୨୬।୪(ସୁଶାନ୍ତ କୁମାର ସାହୁ/ନିରାକାର ପରିଡା): ନନ୍ଦିପଦା ଥାନା ଅଧିନ ଜମ୍ଭରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀରୁ ଦୀର୍ଘଦିନ ଧରି ବେଆଇନ ବାଲିଉଠାଣ ହୋଇଆସୁଥିଲା ବେଳେ ମଙ୍ଗଳବାର ସନ୍ଧ୍ୟାରେ ନନ୍ଦିପଦା ପୋଲିସ ପକ୍ଷରୁ ୨ଜଣ କନେଷ୍ଟବଳ ସାଧା ପୋଷାକ ପିନ୍ଧି ଯାଞ୍ଚ…
୪୮ କେଜି ଗଞ୍ଜେଇ, ୨ ବାଇକ ଜବତ: ଦୁଇ ଭାଇ ଗିରଫ
ଦେବଗଡ ,୨୬।୩(ଶଶାଙ୍କ ଶେଖର ଝାଙ୍କର):କୁଣ୍ଢେଇଗୋଳା ଥାନା ଚଡେଇମରା ପଞ୍ଚାୟତ ତୁଙ୍ଗାମାଳ ରାସ୍ତା ଦେଇ ଗଞ୍ଜେଇ ଚୋରାଚାଲାଣ ହେଉଥିବାବେଳେ ନୂଆପାଟଣା ପୋଲ ନିକଟରେ ପୋଲିସ ଚଢାଉ କରି ୪୮ କେଜି ଗଞ୍ଜେଇ ସମେତ ଦୁଇ ବାଇକ ଜବତ କରିଛି। ଏହି ଘଟଣାରେ ଦୁଇ…
ସାଂସଦଙ୍କ ବଢ଼ିଲା, ଆମର କେବେ:ଜୋର୍ ଧରିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି
ଭୁବନେଶ୍ୱର,୨୬ା୩ (ରବିନାରାୟଣ ଜେନା):ବଜେଟ ଅଧିବେଶନ କାଳରେ ଗୃହ ସୁରୁଖୁରୁରେ ଚାଲିପାରୁ ନ ଥିବାବେଳେ ଏବେ ବିଧାୟକଙ୍କ ଦରମା ବୃଦ୍ଧି ଦାବି ଜୋର୍ ଧରିଛି। ମଙ୍ଗଳବାର ଦରମା ବୃଦ୍ଧି ଲାଗି ବିଭିନ୍ନ ଦଳ ପକ୍ଷରୁ ଦାବି କରାଯାଇଛି। ‘ମଇଁଷି ଶିଙ୍ଗ ଫଟା ଯୁଝିଲା…
ଏବେ ବି ବଞ୍ଚିଛି ଜାତିପ୍ରଥା: ଭୋଜି, ୩ ହଜାର ଟଙ୍କା ଦେଇ ଜାତିରେ ମିଶିଲେ ମହିଳା
ନବରଙ୍ଗପୁର,୨୬।୩(ସଦାଶିବ ପ୍ରହରାଜ):ନବରଙ୍ଗପୁରରେ ଏବେ ବି ବଞ୍ଚତ୍ରହିଛି ଜାତିପ୍ରଥା। ଅନ୍ୟତ୍ର ବିବାହ କରିବା ପରେ ଜାତିରୁ ବାହାର କରିଦିଆଯାଉଛି। ନିକଟରେ ନବରଙ୍ଗପୁର ପୂର୍ବତନ ଏମ୍ପି ପ୍ରଦୀପ ମାଝୀ ଅନ୍ୟ ଜାତିରେ ବିବାହ କରିବା ଅଭିଯୋଗରେ ଭତରା ସମାଜ ତାଙ୍କୁ ଓ ତାଙ୍କ ପରିବାରକୁ…
ନିର୍ବାଚନୀ ଖର୍ଚ୍ଚ ବିବରଣୀ ଦେଇନାହାନ୍ତି ୧୪ ବିଧାୟକ ପ୍ରାର୍ଥୀ
ଭୁବନେଶ୍ୱର,୨୬ା୩(ରବିନାରାୟଣ ଜେନା):ରାଜ୍ୟରେ ନିର୍ବାଚନ କିଭଳି ତ୍ରୁଟିପୂର୍ଣ୍ଣ ଓ ଶୃଙ୍ଖଳିତ ହେବ ସେନେଇ ମଙ୍ଗଳବାର ଅପରାହ୍ନରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଆର୍. ସନ୍ଥଗୋପାଲନ୍ ରାଜନୈତିକ ଦଳଗୁଡ଼ିକ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଗୋପାଲନ୍ କହିଛନ୍ତି, ୨୦୨୪ ନିର୍ବାଚନରେ ରାଜ୍ୟର ବିଭିନ୍ନ…
ପାରଦ ଉପରମୁହାଁ: ୪ ଜିଲାକୁ ହିଟ୍ଓ୍ବେଭ୍ ଆଲର୍ଟ ଜାରି
ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ଲାଗିରହିଥିବା ବେଳେ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ହ୍ରାସ ପାଇଥିଲା। ତେବେ ମଙ୍ଗଳବାରଠାରୁ ରାଜ୍ୟର ପାରଦ ଉପରମୁହାଁ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତା ୪ଦିନ…
ସର୍ବଦଳୀୟ ବୈଠକ ନିଷ୍ଫଳ, ଧାରଣାରେ ବିରୋଧୀ
ଭୁବନେଶ୍ୱର,୨୬ା୩(ରବିନାରାୟଣ ଜେନା):ଗୋଟିଏପଟେ କଂଗ୍ରେସର ଘଣ୍ଟ, କରତାଳି ମାଡ଼ ଓ ଅନ୍ୟପଟେ ବିଜେଡି ନାରାବାଜିରେ ମଙ୍ଗଳବାର କମ୍ପିଥିଲା ବିଧାନସଭା। ମହିଳା ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ଗୃହରେ କମ୍ପମାନ କରିଥିବାବେଳେ ପ୍ରମୁଖ ବିରୋଧୀ ବିଜେଡି ସଦସ୍ୟଙ୍କ ଏସ୍ସି, ଏସ୍ଟି ଏବଂ ଓବିସିଙ୍କୁ…
କଂଗ୍ରେସ ବିଧାୟକଙ୍କ ନିଲମ୍ବନ ନେଇ ତେଜିଲା ରାଜନୀତି
ଭୁବନେଶ୍ୱର, ୨୬ା୩(ସୁନିତ୍ ମିଶ୍ର):କଂଗ୍ରେସର ୧୨ ଜଣ ସଦସ୍ୟଙ୍କୁ ବାଚସ୍ପତି ମଙ୍ଗଳବାର ୭ଟି କାର୍ଯ୍ୟଦିବସ ଲାଗି ଗୃହରୁ ନିଲମ୍ବନ କରିବା ପରେ ଏହାକୁ ନେଇ ରାଜନୀତି ତେଜିଛି। କଂଗ୍ରେସ ନେତା ଓ କର୍ମୀମାନେ ଏକାଠି ହୋଇ ଜୋର୍ଦାର ପ୍ରତିବାଦ କରିବା ଆରମ୍ଭ କରିଦେଇଛନ୍ତି।…
ଆଧାର ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ପରିବାର
ଥୁଆମୂଳ ରାମପୁର,୨୬ା୩ (ଦୁର୍ଗା କୀର୍ତ୍ତି):ବର୍ତ୍ତମାନ କୌଣସି ସରକାରୀ ଯୋଜନାର ଲାଭ ପାଇବାକୁ ହେଲେ ଆଧାର କାର୍ଡକୁ ମୁଖ୍ୟ ପ୍ରମାଣପତ୍ର ଭାବେ ଗ୍ରହଣ କରାଯାଉଛି। ଏପରି କି ପିଲାଙ୍କ ପାଠପଢା ପାଇଁ ଆଧାର ଜରୁରୀ ହୋଇପଡିଛି। ହେଲେ ଆଧାର କାର୍ଡ ନ ଥିବାରୁ…
ତେଲଙ୍ଗାନାରୁ ଫେରିଲା ଦାଦନଙ୍କ ମୃତଦେହ
ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ନାଗେନପାଲି ଗ୍ରାମର ଜଣେ ମହିଳା ହୀରା ମୁଣ୍ଡା (୪୦)ଦାଦନ ଖଟିବାକୁ ତେଲଙ୍ଗାନା ରାଜ୍ୟକୁ ଯାଇ ସେଠାରୁ ଶବ ହୋଇ ଘରକୁ ଫେରିବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରି ପକାଇଛି। ମଙ୍ଗଳବାର ମୃତଦେହ ଘରକୁ ପହଞ୍ଚିବା ପରେ…
Archives


