Home

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ପୁଲ୍‌ ‘ଏ’ର ଏକ ଲିଗ୍‌ ମ୍ୟାଚରେ ଓଡ଼ିଶା ୨-୧ ଗୋଲରେ ପଞ୍ଜାବକୁ…

ବୁମ୍‌ରା ବାଦ୍‌, ଉମେଶ ବଦଳ ଖେଳାଳି

ନୂଆଦିଲ୍ଲୀ,୨୫।୯(ପି.ଟି.)- ଅକ୍ଟୋବର ୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଭାରତୀୟ ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ବାଦ୍‌ ପଡିଛନ୍ତି। ଫଳରେ ଭାରତର ପ୍ରସ୍ତୁତିକୁ ଝଟ୍‌କା ଲାଗିଛି। ପିଠିର ନିମ୍ନ ଭାଗରେ ଷ୍ଟ୍ରେସ୍‌ ଫ୍ରାକଚର…

ପ୍ରଥମ ମହିଳା ଟି୨୦: ଭାରତ ୧୧ ରନରେ ବିଜୟୀ

ସୁରଟ,୨୫।୯(ପି.ଟି.)- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଭାରତୀୟ ମହିଳା ଦଳ ୧୧ ରନରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି…

୧୮ ଭାରତୀୟ କମ୍ପାନୀ ଫୋର୍ବ୍ସ ତାଲିକାରେ

ନୂଆଦିଲ୍ଲୀ,୨୫-୯: ଫୋର୍ବ୍ସର ସମ୍ମାନିତ କମ୍ପାନୀ ତାଲିକାରେ ୧୮ ଭାରତୀୟ କମ୍ପାନୀ ସ୍ଥାନ ପାଇଛି। ତନ୍ମଧ୍ୟରେ ଆଇଟି କମ୍ପାନୀ ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌) ଏବଂ ଏଫ୍‌ଡିଏଫ୍‌ସି ସାମିଲ ହୋଇଛି। ସୂଚନା ପ୍ରଯୁକ୍ତି କ୍ଷେତ୍ରରେ କାର୍ଯ୍ୟରତ କମ୍ପାନୀ ଇନ୍‌ଫୋସିସ୍‌ ବିଶ୍ୱର ସମ୍ମାନୀତ କମ୍ପାନୀ…

ଥମାସ କୁକ୍‌ ଦେବାଳିଆ ଯୋଗୁ ପ୍ରଭାବିତ ହେବ ଭାରତର ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୨୫-୯: ବିଶ୍ୱର ସର୍ବବୃହତ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବ୍ରିଟେନର ଥମାସ କୁକ୍‌ ରାତାରାତି ନିଜକୁ ଦେବାଳିଆ ଘୋଷଣା କରିବା ଦ୍ୱାରା ସାରାବିଶ୍ୱର ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ ହେବାକୁ ଯାଉଛି। ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିବନି। ଥମାସ କୁକ୍‌ ବନ୍ଦ…

ପିଏମ୍‌ସି ବ୍ୟାଙ୍କ ଉପରେ ଲାଗିଲା କଟକଣା;ଗ୍ରାହକ ଏକାଥରକେ ଉଠାଇପାରିବେ ୧୦୦୦ ଟଙ୍କା

ମୁମ୍ବାଇ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆର୍ଥିକ ଅନୀୟମିତତା ଅଭିଯୋଗରେ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଲିମିଟେଡ(ପିଏମ୍‌ସି ବ୍ୟାଙ୍କ), ମୁମ୍ବାଇର ଦୈନନ୍ଦିନ କାର୍ଯ୍ୟ ଉପରେ ୬ ମାସ ପର୍ଯ୍ୟନ୍ତ କଟକଣା ଜାରି କରିଛି। କେନ୍ଦ୍ରୀୟ ବ୍ୟାଙ୍କର ନିର୍ଦ୍ଦେଶ ମୁତାବକ ବ୍ୟାଙ୍କ ଆକାଉଣ୍ଟଧାରୀମାନେ…

ଆଇଆର୍‌ଡିଏ ନେଲା ନିଷ୍ପତ୍ତି;ଏଣିକି ମାସିକ ଭିତ୍ତିରେ ଦେଇ ହେବ ସ୍ବାସ୍ଥ୍ୟ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୨୫-୯: ସ୍ବାସ୍ଥ୍ୟ ବୀମା ନେଉଥିବା ଗ୍ରାହକ ଏଣିକି ମାସିକ ଆଧାରରେ ବୀମା ପ୍ରିମିୟମ ଜମା କରିପାରିବେ। ଇନ୍‌ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ ଡେଭଲପ୍‌ମେଣ୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଆଇଆର୍‌ଡିଏ) ପକ୍ଷରୁ ନିୟମରେ ପରିବର୍ତ୍ତନ କରାଯାଇ ନିର୍ଦ୍ଦେଶ ଜାରି କରାଯାଇଛି। ସ୍ବାସ୍ଥ୍ୟ ବୀମା ପଲିସି ବିକ୍ରି…

୪ ଥାକିଆ ହେବ ପ୍ରତ୍ୟକ୍ଷ ଟିକସ ସ୍ଲାବ୍‌;୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟିକସ ଛାଡ଼ ସୁପାରିସ୍‌

ନୂଆଦିଲ୍ଲୀ,୨୫-୯: ଦେଶରେ ଡାଇରେକ୍ଟ ଟ୍ୟାକ୍ସ କୋଡ୍‌(ଡିଟିସି) ଲାଗୁ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏବେ ପ୍ରତ୍ୟକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣିବାକୁ ଯାଉଛନ୍ତି। ଏହାକୁ କିପରି ଲାଗୁ କରିହେବ ସେ ନେଇ ଏକ ଟାସ୍କଫୋର୍ସ ଗଠନ କରାଯାଇଥିଲା। ବିଭିନ୍ନ ଦିଗ ଉପରେ…

ମୁଦ୍ରାନୀତି ବୈଠକ ପୂର୍ବରୁ ସୀତାରାମନ୍‌ଙ୍କୁ ଭେଟିଲେ ଗଭର୍ନର

ନୂଆଦିଲ୍ଲୀ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆସନ୍ତା ମୁଦ୍ରାନୀତି ସମୀକ୍ଷା ପୂର୍ବରୁ ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ଏଠାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିଛନ୍ତି। ସରକାରଙ୍କ ଆର୍ଥିକ ନୀତି, ମୁଦ୍ରାସ୍ଫୀତି, ଜିଡିପି ହାର ହ୍ରାସ ଆଦି ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।…

ବିଶ୍ୱ ବଜାରରେ ପହଞ୍ଚିବେ ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୨୫-୯:ଦେଶର ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ପ୍ରସ୍ତୁତ କରୁଥିବା ସାମଗ୍ରୀ ବିଦେଶୀ ବଜାରରେ ଏବେ ସହଜରେ ପହଞ୍ଚିବ। କ୍ଷୁଦ୍ର ଶିଳ୍ପକୁ ଏହି ସୁବିଧା ପ୍ରଦାନ ଲକ୍ଷ୍ୟରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଶୀଘ୍ର ‘ଭାରତ ମାର୍ଟ’ନାମରେ ଏକ ଇ-କମର୍ସ ପ୍ଲାଟଫର୍ମ ଖୋଲିବ ବୋଲି କେନ୍ଦ୍ର…

ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା ମଧ୍ୟରେ ଏଭଳି ଏକ ଟ୍ରେନ ଗଡିପାରେ। ଚଳିତ ମାସ ୨୭ରେ ରେଳ ବୋର୍ଡ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri