Home

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସେ…

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ୍‌ ଏବଂ ସୋଡିୟମ୍‌ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା ଦୂର…

ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ୫ ଦିନିଆ କ୍ରିକେଟ ରୋମାଞ୍ଚକ ହେବ: କୋହଲି

ମୁମ୍ବାଇ,୩୦।୭(ପି.ଟି.)- ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବଲ୍ୟୁଟିସି) ଅଗଷ୍ଟ ୧ରୁ ଆରମ୍ଭ ହେବାକୁ ଯାଉଛି। ଏହା ୫ ଦିନିଆ କ୍ରିକେଟରେ ରୋମାଞ୍ଚ ଭରିବ ବୋଲି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ସୋମବାର ପ୍ରକାଶ କରିଛନ୍ତି। ଡବଲ୍ୟୁଟିସିର ପ୍ରଥମ ସଂସ୍କରଣରେ ଅଷ୍ଟ୍ରେଲିଆ,…

୩୪୬ଛାତ୍ରୀଙ୍କୁ ସାନିଟାରି ନାପ୍‌କିନ

ସୋନପୁର,୨୯।୭(ନି.ପ୍ର.): ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ସ୍ବାସ୍ଥ୍ୟ ସଚେତନତା ଓ ସାନିଟାରି ନାପ୍‌କିନ ‘ଖୁସି’ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତନୁ କୁମ୍ଭକାରଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା।…

ମନକୁ ଖୁସି ରଖିବା ପାଇଁ ପ୍ରତିଦିନ ଏଥିରୁ ଗୋଟିଏ…

ପ୍ରତିଦିନ ଲାଲ୍‌ ଲଙ୍କା ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ କ୍ୟାପ୍ସେସିନ୍‌ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହା ସ୍ନାୟୁତନ୍ତ୍ରକୁ ସୁରକ୍ଷିତ ରଖିଥାଏ। ଏହା ମସ୍ତିଷ୍କରେ ଡୋରଫିନ୍‌ ହରମୋନ୍‌ କ୍ଷରଣକୁ ତ୍ୱରାନ୍ବିତ କରିଥାଏ। ଫଳରେ ମନରେ ଖୁସି ଜାତ ହୋଇ…

କୋରାପୁଟ: ସୋମବାର ୧୭୧୮.୬ ମିମି ବର୍ଷା ରେକର୍ଡ, କୋଟପାଡ଼ରେ ସର୍ବାଧିକ

କୋରାପୁଟ,୨୯।୭(ସ୍ବ.ପ୍ର.)- କୋରାପୁଟ ଜିଲାରେ ସୋମବାର ୧୭୨୮.୬ ମିଲିମିଟର ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୩ ମିମି ବର୍ଷା ହୋଇଥିବା ଜିଲା ଜରୁରୀ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି। ସେହିପରି ଜିଲାର ବୈପାରିଗୁଡା ବ୍ଲକରେ୧୭୫ ମିମି ବର୍ଷା ହୋଇଥିବାବେଳେ କୁନ୍ଦ୍ରା ବ୍ଲକରେ…

ଆମ୍ବବାଗାନ ଅଞ୍ଚଳରୁ ଚୋରି: ଘର ତାଲା ଭାଙ୍ଗି ଟଙ୍କା, ମୋବାଇଲ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ

ଯୋଡ଼ା,୨୯।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ୨ ନଂ ଓ୍ବାର୍ଡ ଆମ୍ବବାଗାନ ଅଞ୍ଚଳର ରୁଦ୍ର ନାରାୟଣ ପ୍ରଧାନଙ୍କ ଘରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏ ନେଇ ରୁଦ୍ର ସୋମବାର ସକାଳେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ,…

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଆଖି ବୁଜିଲେ ୧୫ ଦିନର ଶିଶୁ

ଶ୍ରୀନଗର,୨୯।୭: ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ସୀମାରେ ଥିବା ଲୋକେ ବିନା ଦୋଷରେ ଜୀବନ ହାରୁଛନ୍ତି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ପକ୍ଷରୁ ମୋର୍ଟାର ଓ ଗୁଳିମାଡ କରାଯିବାରୁ ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ୩ ଜଣ ନାଗରିକ ଆହତ…

ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୨୯।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପ୍ରକ୍ରିୟାରେ ସୁଧାର ଆଣିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ସେ ସୋମବାର କହିଛନ୍ତି କି ସବୁ ରାଜନୈତୀକ ଦଳ ଭାଜପା ଭଳି ନୁହେଁ। ତ୍ରୁଣମୂଳ କଂଗ୍ରେସ ଏକ ଗରିବ ଦଳ ବୋଲି ସେ କହିଛନ୍ତି।…

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ଗୃହରେ ଉଦ୍‌ବେଗ: କୁମ୍ଭକାରଙ୍କ ଦୁରାବସ୍ଥା ସୁଧାରିବାକୁ ମହାରଥୀଙ୍କ ଅନୁରୋଧ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଚଳିତ ମାସ ୨୮ ତାରିଖରେ ଧରିତ୍ରୀରେ ପ୍ରକାଶିତ ହୋଇଥିବା ‘ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ, ଫନୀ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର’ ଶୀର୍ଷକ ଖବରକୁ ନେଇ ସୋମବାର ଶୂନ୍ୟକାଳରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀ ଗୃହର ଦୃଷ୍ଟି ଆକର୍ଷଣ କରିଥିଲେ।…

ସାହସିକତା ପୁରସ୍କାର ପ୍ରାପ୍ତ ଯବାନ ପଞ୍ଜାବ ପୋଲିସରେ ଭର୍ତ୍ତି ହୋଇ ପାରିବେ: ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୯।୭: ସାହସିକତା ପୁରସ୍କାର ପାଇଥିବା ଯବାନମାନେ ଏବେ ଚାହିଁଲେ ପଞ୍ଜାବ ପୋଲିସରେ ଯୋଗ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏମାନେ ସେନାରେ ଯେଉଁ ପଦବୀରେ ଥିବେ ତା’ଠାରୁ ଆଉ ଗୋଟିଏ…

୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଏହା ମଧ୍ୟରେ ୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର ଓ ମାଳକାନଗିରି। ୨୪ ଘଣ୍ଟା ମଧ୍ୟରେ…

ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଆଇଏଏସ୍‌ ଅଫିସର ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ସୋମବାର ନୂଆ ଦାୟିତ୍ୱ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଟ୍ରାନ୍ସଫର୍ମେଶନ ଆଣ୍ଡ୍‌ ଇନିଶିଏଟିଭ୍‌ (୫ଟି) ସଚିବଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri