କଇଁଛ ପେଟରୁ ବାହାରିଲା ଏପରି ସାମଗ୍ରୀ, ଦେଖିଲେ ହେବେ ଚକିତ
ଆମେରିକାର ଫ୍ଲୋରିଡାସ୍ଥିତ ବୋକାରେଟନ୍ରେ ଏକ କଇଁଛ ସମୁଦ୍ର କୂଳକୁ ଚାଲିଆସିଥିଲା। ଗତ ସପ୍ତାହରେ କଇଁଛଟିକୁ ଗୁମ୍ବୋ-ଲିମ୍ବୋ ନେଚର ସେଣ୍ଟରର ସଦସ୍ୟମାନେ ପାଇଥିଲେ। କିନ୍ତୁ କଇଁଛଟି କିଛି ସମୟ ମଧ୍ୟରେ ମରିଗଲା। ତେବେ କଇଁଛଟିର ମୃତ୍ୟୁର କାରଣ ଆଶ୍ଚର୍ଯ୍ୟଜକ। ମେଡିକାଲ ରିପୋର୍ଟରୁ ଜଣାପଡ଼ିଛି,…
ଏମିତି ଦେଶ : ଯେଉଁଠି ନାହିଁ ଏଟିଏମ୍, ସିମ୍କାର୍ଡ ପାଇଁ ବି ନେବାକୁ ପଡ଼େ ସରକାରଙ୍କ ଅନୁମତି
ଆଜିକାଲି ଗ୍ରାମାଞ୍ଚଳରେ ସମସ୍ତ ସୁବିଧା ଉପଲବ୍ଧ ହେଉଥିବାବେଳେ ଆଫ୍ରିକାର ଇରିଟ୍ରିଆ କିନ୍ତୁ ଆଧୁନିକତାଠାରୁ ବହୁ ଦୂରରେ। ହାତପାହାନ୍ତାରେ ଲୋକେ ସବୁ ସୁବିଧା ପାଉଥିବାବେଳେ ଇରିଟିଆରେ ଏଟିଏମ୍ ନାହିଁ। ଖାଲି ଏତିକି ନୁହେଁ, ଏଠାରେ ସରକାରଙ୍କ ନିର୍ଦ୍ଦେଶରେ ସବୁକିଛି କରିବାକୁ ପଡ଼ିଥାଏ। ବ୍ୟାଙ୍କରୁ…
ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ କଲେ ଯୋଗୀ ସରକାର
ଲକ୍ଷ୍ନୌ,୧୬।୧୦: ଉତ୍ତରପ୍ରଦେଶରେ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଛୁଟିକୁ ନଭେମ୍ବର ୩୦ପର୍ଯ୍ୟନ୍ତ ବାତିଲ୍ କରିଦେଇଛନ୍ତି। ଏନେଇ ବୁଧବାର ସେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଆଗକୁ ଅଯୋଧ୍ୟା ନିଷ୍ପତ୍ତି ଓ…
ପୁଣି ପଡିଆକୁ ଓହ୍ଲାଇପାରନ୍ତି ସଚିନ ତେନ୍ଦୁଲକର
ମୁମ୍ବାଇ,୧୬।୧୦: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର, ବ୍ରାଏନା ଲାରା, ମୁଥିଆ ମୂରଲୀଧରନଙ୍କ ଭଳି କିମ୍ବଦନ୍ତୀ କ୍ରିକେଟରଙ୍କୁ ପୁଣି ଥରେ ପଡିଆରେ ଖେଳୁଥିବାର ଦେଖିବାକୁ ମିଳିବ। ୨୦୨୦ ଫେବୃଆରୀରେ ରୋଡ ସେଫ୍ଟି ଓ୍ବାଲର୍ଡ ସିରିଜରେ ବିଶ୍ୱର ପ୍ରମୁଖ କ୍ରିକେଟରଭାଗ ନେବେ। ସଡକ ସୁରକ୍ଷା ସଚେତନତା…
ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର: ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଲେ ୩ ବଙ୍ଗୀୟ ଯୁବକ
ପୁରୀ ଅଫିସ,୧୬।୧୦: ଏବେ ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର। ପ୍ରଶାସନର ଅବହେଳା ଯୋଗୁ ସମୁଦ୍ରରେ ଗାଧୋଇ ପର୍ଯ୍ୟଟକମାନେ ଅକାଳରେ ପ୍ରାଣ ହରାଉଛନ୍ତି। ଅନେକ ପର୍ଯ୍ୟଟକ ଆହତ ମଧ୍ୟ ହେଉଛନ୍ତି। ପୁଣି ସେମିତି ଏକ ଘଟଣା ବୁଧବାର ଦେଖିବାକୁ ମିଳିଛି। ସମୁଦ୍ରରେ ୩…
ଝିଅପୁଅଙ୍କୁ ସମାନ ଅଧିକାର ଦେଲେ ସମାଜର ଉନ୍ନତି ଘଟିବ : ଜିଲାପାଳ
ଗଞ୍ଜାମ,୧୬।୧୦(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପ୍ରୋୟାଗୀ ଗ୍ରାମରେ ବୁଧବାର ମୋ’ ଗେହ୍ଲାଝିଅ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଯୋଗଦେଇ କନ୍ୟା ହେଉଛି ଅମୂଲ୍ୟରତ୍ନ। ଝିଅପୁଅଙ୍କୁ ସମାନ ଅଧିକାର ଦେଲେ ସମାଜର ଉନ୍ନତି ଘଟିବ ବୋଲି…
୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ପୁରୀ ଅଫିସ,୧୬।୧୦: ବେଆଇନ ଗଞ୍ଜେଇ କାରବାର ନେଇ ପୁରୀ ଅବକାରୀ ବିଭାଗ ପକ୍ଷରୁ ପିପିଲି ଅଞ୍ଚଳରେ ଚଢ଼ାଉ କରାଯାଇ ବୁଧବାର ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପିପିଲି ମଠସାହିର ସନ୍ତୋଷ ମହାନ୍ତି। ସନ୍ତୋଷ ପିପିଲି ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର…
ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ ଦେବେ ସେହଓ୍ବାଗ
ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହଓ୍ବାଗ ଏକ ମହତ କାମ ପାଇଁ ହାତ ବଢାଇଛନ୍ତି। ସେ ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ ଦେବେ ବୋଲି ଘୋଷଣା କରିଛନ୍ତି। ସେହଓ୍ବାଗ ଇଣ୍ଟରନ୍ୟାଶନାଲ୍ ସ୍କୁଲରେ ଅର୍ପିତ ସିଂ ଏବଂ…
ସ୍ତ୍ରୀ, ପୁଅକୁ ଛାଡ଼ି କାଠଯୋଡ଼ିକୁ ଡେଇଁବା ଘଟଣା: ସପ୍ତାହେ ପରେ ମିଳିଲା ଦେବବ୍ରତଙ୍କ ମୃତଦେହ
କଟକ ଅଫିସ/କଣ୍ଟାପଡ଼ା,୧୬।୧୦(ଡି.ଏନ୍.ଏ.): ସପ୍ତାହେ ପରେ କାଠଯୋଡ଼ିକୁ ଡେଇଁ ନିଖୋଜ ହୋଇଯାଇଥିବା ଦେବବ୍ରତ ମହାପାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୯ ତାରିଖରେ ସ୍ତ୍ରୀଙ୍କ ସହ ଝଗଡ଼ା ଲାଗିବାରୁ ସେ ନଦୀକୁ ଡେଇଁ ନିଖୋଜ ହୋଇଯାଇଥିଲେ। ଗୋବିନ୍ଦପୁର ଥାନା ଦେବୀ ନଦୀର ରାହାମ୍ବା…
ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍ପିଙ୍କୁ ଛୁରାମାଡ଼
ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍ପି ଓମ୍ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶିବସେନାର ପ୍ରାର୍ଥୀ କୈଳାଶ ପାଟିଲଙ୍କ ପାଇଁ ପଡୋଲି ଗଁାରେ ସେ ନିର୍ବାଚନୀ ପ୍ରଚାର…
ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍ ନିର୍ମାଣ ଲାଗି ରାଜି ହେଲା ସୁନ୍ନି ଓ୍ବାକଫ ବୋର୍ଡ
ନୂଆଦିଲ୍ଲୀ,୧୬।୧୦: ଅଯୋଧ୍ୟା ପ୍ରସଙ୍ଗରେ ମଧ୍ୟସ୍ଥିଙ୍କ ଯୋଜନା ଅନୁସାରେ ସୁନ୍ନି ଓ୍ବାକଫ୍ ବୋର୍ଡ ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍ ନିର୍ମାଣ ପାଇଁ ସହମତି ପ୍ରକାଶ କରିଛି। ଏନେଇ ମଧ୍ୟସ୍ଥିଙ୍କ ପକ୍ଷରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି। ତେବେ ଏହି ମାମଲା…
ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ
ହାଟଡ଼ିହୀ,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ମହାବିଦ୍ୟାଳୟଠାରେ ହାଟଡିହୀ ବ୍ଲକ ବିଜେଡି ତରଫରୁ ବୁଧବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ୭୪ତମ…

